ଏହି ଫିଲ୍ମ ରିଲିଜ୍‌ ପରେ ୩୦ ହଜାର ଯୁବତୀ ହ୍ରିତିକ୍‌ଙ୍କୁ ଦେଇଥିଲେ ବିବାହ ପ୍ରସ୍ତାବ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଲୋକପ୍ରିୟତା ବେଶ୍‌ ଅଧିକ। ସେ ବକ୍ସ ଅଫିସରେ ବ୍ଲକବଷ୍ଟର ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ହ୍ରିତିକଙ୍କ ଫିଟନେସ ଦେଖି ହଜାର ହଜାର ଝିଅ ତାଙ୍କ ପାଇଁ ପାଗଳ ଥିଲେ। ତାଙ୍କର ପ୍ରଥମ ଫିଲ୍ମ ରିଲିଜ ହେବା ପରେ ତାଙ୍କୁ ୩୦ ହଜାର ଝିଅ ଅ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ହ୍ରିତିକ ନିଜେ ଏକ ଟିଭି ଶୋ’ରେ ଏହା ସ୍ବୀକାର କରିଥିଲେ। ‘ଦି କପିଲ ଶର୍ମା’ ଶୋ’ ସମୟରେ ହସେ ଏକଥା କହିଥିଲେ। ହ୍ରିତିକଙ୍କ ପ୍ରଥମ ଫିଲ୍ମ ‘କହୋ ନା ପ୍ୟାର୍‌ ହୈ’ ରିଲିଜ ହେବା ପରେ ୩୦ ହଜାରରୁ ଅଧିକ ଝିଅ ତାଙ୍କୁ ପାଇଁ ବିବାହ ପ୍ରସ୍ତାବ ପଠାଇଥିଲେ। କିନ୍ତୁ ସେ ଏହାକୁ ଏଡାଇ ଦେଇଥିଲେ। ହ୍ରିତିକ୍‌ ନିଜ ସ୍ତ୍ରୀ ସୁଜାନେ ଖାନ୍‌ଙ୍କୁ ଛାଡପତ୍ର ଦେଇଛନ୍ତି।
ହ୍ରିତିକ ରୋଶନ ଏବେ ଆଗାମୀ ସିଦ୍ଧାର୍ଥ ଆନନ୍ଦଙ୍କ ଆକ୍ସନ ଫିଲ୍ମ ଫାଇଟର୍‌ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଏହି ଫିଲ୍ମ ସେ ଦୀପିକା ପାଦୁକୋନଙ୍କ ସହ ପ୍ରଥମ ଥର ପାଇଁ ଏକାଠି କାମ କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସମସ୍ୟା ଘେରରେ କେସିଙ୍ଗା ରେଳ ଷ୍ଟେଶନ: ସମାଧାନ ଦାବି କଲା ଜିଲା ରେଳଯାତ୍ରୀ ସଂଘ

କେସିଙ୍ଗା,୧୧।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ରେଳ ଷ୍ଟେଶନର ବିଭିନ୍ନ ସମସ୍ୟାକୁ ନେଇ କଳାହାଣ୍ଡି ଜିଲା ରେଳ ଯାତ୍ରୀ ସଂଘ ପକ୍ଷରୁ ସମ୍ବଲପୁର ଡିଭିଜନର ଡିଆରଏମ ସୁବାସ…

ଦୁର୍ଦ୍ଦାନ୍ତ ଅପରାଧୀ ପପୁଙ୍କୁ ପୋଲିସର ଏନ୍‌କାଉଣ୍ଟର, ଜଙ୍ଗଲରେ ଆପରାଧିକ କାଣ୍ଡ ଘଟାଇବାକୁ ଯୋଜନାବେଳେ…

ଭଦ୍ରକ,୧୧ା୬(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ପୋଲିସ ଦୁର୍ଦ୍ଦାନ୍ତ ଅପରାଧୀ ପ୍ରଫୁଲ୍ଲ ମଲ୍ଲିକ ଓରଫ ପପଙ୍କୁ ଏନ୍‌କାଉଣ୍ଟର କରିଛି। ପପୁଙ୍କ ଡାହାଣ ଗୋଡ଼ରେ ଗୁଳି ବାଜିଥିବାରୁ ତାଙ୍କୁ କଟକ…

ଆଜିଠୁ ସିଜେପିର ଦେଶବ୍ୟାପୀ ବିକ୍ଷୋଭ: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା…

ନୂଆଦିଲ୍ଲୀ,୧୦ା୬(ପି.ଟି.):ଏନ୍‌ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ଏବଂ ସିବିଏସ୍‌ଇ ପରୀକ୍ଷା ଅନିୟମିତତାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ କକ୍‌ରୋଚ ଜନତା ପାର୍ଟି (ସିଜେପି) ଗୁରୁବାରଠାରୁ…

ପୁଣି ହର୍ମୁଜ ବନ୍ଦ: ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା

ଓ୍ବାଶିଂଟନ୍‌/ତେହରାନ,୧୧।୬: ଏକ ଆପାଚେ ହେଲିକପ୍ଟର ଖସାଇ ଦିଆଯିବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ପୁଣି ତୀବ୍ର ହୋଇଛି। ଲଗାତାର ଦ୍ୱିତୀୟ ଦିନ ପାଇଁ ଆମେରିକା…

ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ, ତୁରନ୍ତ କାର୍ଯ୍ୟ ସାରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ

ମହାକାଳପଡ଼ା,୧୧ା୬(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡା ବିଧାନସଭା ନିର୍ବାଚନ ମଣ୍ଡଳୀସ୍ତରୀୟ ଉନ୍ନୟନମୂଳକ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା ବୈଠକ ବ୍ଲକ ସଭା ଗୃହରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏହି…

ଘରେ ଶୋଇଥିବାବେଳେ ଲାଗିଲା ନିଆଁ, ଜଳିଗଲା ସ୍ପେୟାର ପାଟର୍‌ସ ଦୋକାନ ସହ ଦୋକାନୀଙ୍କ ଘର

ନନ୍ଦପୁର/ପାଡୁଆ,୧୧ା୬(ତୁଷାରକାନ୍ତ ମହାନ୍ତି/ଶଙ୍କର ପୂଜାରୀ): କାଳବୈଶାଖୀ ପ୍ରଭାବରେ ଗଛ ଉପୁଡ଼ି କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବିଦ୍ୟୁତ୍‌ ସରବରାହ ବନ୍ଦ ଥିବାବେଳେ ବୁଧବାର ରାତିରେ ପାଡୁଆ ବଜାରରେ…

ଆଜିଠୁ ଫିଫା ବିଶ୍ୱକପ୍‌: ଭାଗନେବେ ୪୮ ଦେଶ

ମେକ୍ସିକୋ ସିଟି (ମେକ୍ସିକୋ), ୧୧ା୬:ବିଶ୍ୱର ସର୍ବାଧିକ ଲୋକପ୍ରିୟ କ୍ରୀଡ଼ା ଭାବେ ବିବେଚନା କରାଯାଉଥିବା ଫିଫା ବିଶ୍ୱକପ୍‌ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି। ଇତିହାସରେ ପ୍ରଥମଥର ପାଇଁ ଫୁଟ୍‌ବଲ…

ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣା: ଆଗୁଆ ଜାମିନ ପାଇଁ ହାଇକୋର୍ଟରେ ପୁରୁଷବନ୍ଧୁ

କଟକ,୧୦।୬(କାର୍ତ୍ତିକ ସାହୁ): ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମଙ୍କ ମୃତ୍ୟୁ ଘଟଣାରେ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସୁଥିବା ବେଳେ ପୋଲିସ ଗିରଫଦାରିରୁ ରକ୍ଷା ପାଇବା ପାଇଁ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri