ଋଷି ସୁନକଙ୍କ ଇସ୍ତଫା ପରେ କିଏ ହେଲେ ବ୍ରିଟେନ ଅର୍ଥମନ୍ତ୍ରୀ

ଲଣ୍ଡନ,୬ ।୭: ବ୍ରିଟିଶ ପ୍ରଧାନମନ୍ତ୍ରୀ ବୋରିଶ ଜନସନ ମଙ୍ଗଳବାର ବିଳମ୍ବିତ ରାତିରେ ଶିକ୍ଷା ସଚିବ, ନାଦିମ ଜାହାୱିଙ୍କୁ ବ୍ରିଟେନର ନୂଆ ଅର୍ଥମନ୍ତ୍ରୀ ବାଛିଛନ୍ତି । ଏହା ପୂର୍ବରୁ ଭାରତୀୟ ମୂଳ ବାସିନ୍ଦା ଋଷି ସୁନକ ଅର୍ଥମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ଡାଉନିଙ୍ଗ ଷ୍ଟ୍ରିଟ କହିଛି ମହାରାଣୀ ଏଲିଜାବେଥ ଦ୍ୱିତୀୟ ଜାହାୱିଙ୍କ ନିଯୁକ୍ତିକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଇରାକରେ ଜନ୍ମନେଇଥିବା ଜାହାୱି ଏକ ଆକର୍ଷଣୀୟ ବ୍ୟବସାୟିକ କ୍ୟାରିୟର ପାଇଁ ପ୍ରଥମେ ତାଙ୍କ ପରିବାର ସହ ପିଲାଦିନେ ବ୍ରିଟେନ ଆସିଥିଲେ, ଯେତେବେଳେ ସେ ଇଂରାଜି କହିପାରୁ ନ ଥିଲେ ।
୫୫ ବର୍ଷିୟ ଜାହାୱି ପୋଲିଂ କମ୍ପାନୀ ୟୁଗଭର ସହ ସଂସ୍ଥାପନା କରିଥିଲେ । ୨୦୧୦ରେ ସାଂସଦ ହେବା ପୂର୍ବରୁ ଲଣ୍ଡନରେ ସ୍ଥାନୀୟ ରୁଢିବାଦୀ ରାଜନୀତିରେ ସକ୍ରିୟ ଥିଲେ । ବ୍ରିଟେନରେ ମହାମାରୀ ଭ୍ୟାକ୍ସିନ ରୋଲଆଉଟ ଉପରେ ନଜର ରଖିଥିବାରୁ ତାଙ୍କୁ ବହୁ ପ୍ରଶଂସା ମିଳିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?