ସ୍କୁଲ ଖୋଲିବା ପରେ ୨୭ ଛାତ୍ର କରୋନା ପଜିଟିଭ

କୁର୍ନୁଲ, ୨୧।୧୦: ଆନ୍ଧ୍ର ପ୍ରଦେଶ କୁର୍ନୁଲ ଜିଲାର ୪ଟି ଘରୋଇ ବିଦ୍ୟାଳୟର ୨୭ ଜଣ ଛାତ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଘଟଣା ସେତେବେଳେ ସାମ୍ନାକୁ ଆସିଥିଲା, ଯେତେବେଳେ ସ୍ବାସ୍ଥ୍ୟ ଅଧିକାରୀମାନେ ଶ୍ରୀସାଇଲାମ ମଣ୍ଡଳରେ ୧୬୯ ଛାତ୍ରୀଛାତ୍ରଙ୍କ କରୋନା ଟେଷ୍ଟ କରାଇଥିଲେ। ଏହି ଘଟଣା ପରେ ଜିଲାପାଳ ଜି. ବୀରାପାଣ୍ଡିଆନ ୧୦ ଦିନ ପାଇଁ ସ୍କୁଲ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ସଂକ୍ରମିତ ଛାତ୍ରୀଛାତ୍ରଙ୍କ ଘରକୁ ପରିଦର୍ଶନରେ ଯାଇ ବିସ୍ତୃତ ତଥ୍ୟ ସଂଗ୍ରହ କରିଛନ୍ତି।
ଘଟଣାରେ ଜିଲା ଶିକ୍ଷା ଅଧିକାରୀ (ଡିଇଓ) ଏମ୍‌. ସାଇରାମ କହିଛନ୍ତି, ରାଜ୍ୟ ସରକାର ଏକାଡେମୀ କାର୍ଯ୍ୟକଳାପକୁ ଆଂଶିକ କାର୍ଯ୍ୟକ୍ଷମ କରିବାକୁ ଅନୁମତି ଦେବାପରେ ୯ମ ଓ ୧୦ ଶ୍ରେଣୀର ଛାତ୍ରୀଛାତ୍ରମାନେ ସେମାନଙ୍କ ଡାଉଟ୍‌ କ୍ଲିୟର ପାଇଁ ସ୍କୁଲକୁ ଯାଉଥିଲେ। ସମସ୍ତ ଶିକ୍ଷକ ଓ ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଇଁ ସ୍ବତନ୍ତ୍ର ଡ୍ରାଇଭ ଆରମ୍ଭ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ଭାବେ ବିକ୍ରି ହେଉଥିଲା ଗ୍ୟାସ୍‌ ସିଲିଣ୍ଡର, ଜବତ କରି ଉପଜିଲାପାଳ…

ମୋହନା,୯ା୪(ମନ୍ମଥ ମିଶ୍ର): ସାରା ଦେଶରେ ଗ୍ୟାସ୍‌ ସିଲିଣ୍ଡର୍‌କୁ ନେଇ ଲୋକେ ନାନାଦି ପ୍ରକାର ହଇରାଣ ହରକତ ହେଉଛନ୍ତି। ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଏବେ ସାରା ଦେଶରେ…

ଛେଳି ଚରାଇବାକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ଗୁପ୍ତାଙ୍ଗକୁ ଝୁଣି ପକାଇଲା…

ଆନନ୍ଦପୁର/ବଞ୍ଚୋ(ସୁଶାନ୍ତ କୁମାର ସାହୁ/ ପ୍ରଦୋଷ କୁମାର ବିଶ୍ୱାଳ ): ଛେଳି ଚରାଇ ଯାଇଥିବା ବ୍ୟକ୍ତିଙ୍କ ଗୁପ୍ତାଙ୍ଗକୁ ଝୁଣି ପକାଇଲା ଭାଲୁ । ଗୁରୁତର ବ୍ୟକ୍ତି ଡାକ୍ତରଖାନାରେ ଭର୍ତ୍ତି…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଏହି ଦୁଇ ସହରରେ ହେବ ନାହିଁ ବିଦ୍ୟୁତ୍‌ କାଟ୍‌

ଭୁବନେଶ୍ୱର,୯ା୪: ଆଜି ଅର୍ଥାତ୍‌ ଗୁରୁବାର ଓଡ଼ିଶାର ଶକ୍ତି କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ଯୋଡ଼ି ହୋଇଛି। ଭୁବନେଶ୍ୱର ଓ କଟକରେ ଆଉ ଅଘୋଷିତ ବିଦ୍ୟୁତ୍‌କାଟ୍‌ ହେବ ନାହିଁ…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠ, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ମେଷ ସଂକ୍ରାନ୍ତିରେ ଅଶୁଭ ଯୋଗ, ଏହି ରାଶିର ହୋଇପାରେ ଅସୁବିଧା

ହିନ୍ଦୁ କ୍ୟାଲେଣ୍ଡର ଅନୁସାରେ, ଏପ୍ରିଲ ୧୪ ତାରିଖ ଏକ ବିଶେଷ ଗୁରୁତ୍ୱପୂର୍ଣ୍ଣ ଦିନ ହେବାକୁ ଯାଉଛି । ଏହି ଦିନ ସୂର୍ଯ୍ୟ ଦେବତା ତାଙ୍କର ଉଚ୍ଚ ରାଶି …

ଶୁଖିଯାଉଛି ନଦୀ-ପୋଖରୀ, ମଣିଷଙ୍କ ସହ ଡହଳବିକଳ ହେଉଛନ୍ତି ଗୃହପାଳିତ ପଶୁ

କେସିଙ୍ଗା,୯ା୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଥିବା ୧୧୦ଟି ଗ୍ରାମରେ ପ୍ରଚଣ୍ଡ ଗ୍ରୀଷ୍ମତାପ ଯୋଗୁ ନଦୀନାଳ, ପୋଖରୀ, ଚେକ୍‌ ଡ୍ୟାମ୍‌, ନଳକୂପ ଶୁଖିଯାଉଛି।…

ପୋଖରୀରେ ବୁଡ଼ି ୩ ନାବାଳିକା ମୃତ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଉମରକୋଟ,୯।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଥାନା କୁର୍ସୀ ଗ୍ରାମର ଉପରପାରାରେ ଦୁଃଖଦ ଘଟଣା ଦେଖିବାକୁ ମିଳିଛି । ଗୋଟିଏ ଗ୍ରାମର ଦୁଇ ପରିବାରର ତିନି ଜଣଙ୍କ…

ଶିକ୍ଷାବିଭାଗର ବିକଳ ଚିତ୍ର; ଗୋଟିଏ ଶ୍ରେଣୀ ଗୃହରେ ଚାଲିଛି ୬କ୍ଲାସ, ଫାଟକରେ ତାଲା ପକାଇ ଖରାରେ ଆନ୍ଦୋଳନ…

ଦିଗପହଣ୍ଡି,୯।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତରେ ଶିକ୍ଷା ବିଭାଗର ବିକଳ ଚିତ୍ର ଦେଖିବାକୁ ମିଳିଛି । ପଞ୍ଚାୟତ ଅଧିନ ଶ୍ୟାମସୁନ୍ଦର ପଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri