Posted inଜାତୀୟ

ଚନ୍ଦ୍ରୟାନ-୩ର ସଫଳତା ପରେ ମନ୍ଦିରରେ ପହଞ୍ଚିଲେ ଇସ୍ରୋ ମୁଖ୍ୟ

ଥିରୁଭାନନ୍ତପୁରମ୍‌,୨୭।୮: ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ମୁଖ୍ୟ ଏସ ସୋମନାଥ ଚନ୍ଦ୍ରୟାନ-୩ର ସଫଳତା ପରେ ରବିବାର କେରଳର ଏକ ମନ୍ଦିରରେ ପହଞ୍ଚିଥିଲେ। ଏଠାରେ ସେ ପୂଜା-ଅର୍ଚ୍ଚନା କରିଥିଲେ।
ଇସ୍ରୋ ମୁଖ୍ୟ ସୋମନାଥ ଥିରୁଭାନନ୍ତପୁରମର ପୁର୍ଣ୍ଣାମିକାଭୁ ଭଦ୍ରକାଳୀ ମନ୍ଦିରରେ ପ୍ରାର୍ଥନା କରିଥିଲେ। ଏହି ସମୟରେ ସେ କହିଥିଲେ ଯେ ଚନ୍ଦ୍ର, ମଙ୍ଗଳ ଏବଂ ଶୁକ୍ରକୁ ଯାତ୍ରା କରିବାର ଭାରତର ସାମର୍ଥ୍ୟ ଅଛି, କିନ୍ତୁ ଆମର ଆତ୍ମବିଶ୍ୱାସ ବଢାଇବା ଆବଶ୍ୟକ। ମହାକାଶ କ୍ଷେତ୍ରର ବିକାଶ ପାଇଁ ଅଧିକ ପୁଞ୍ଜି ବିନିଯୋଗ ଆବଶ୍ୟକ। ଆମର ଲକ୍ଷ୍ୟ ହେଉଛି ମହାକାଶ କ୍ଷେତ୍ରର ବିକାଶ। ସମଗ୍ର ଦେଶର ବିକାଶ ହେବା ଉଚିତ୍‌। ପ୍ରଧାନମନ୍ତ୍ରୀ ଆମକୁ ଦେଇଥିବା ଭିଜନ୍‌କୁ ପୂରଣ କରିବାକୁ ଆମେ ପ୍ରସ୍ତୁତ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ମୁଁ ଜଣେ ଅନୁସନ୍ଧାନକାରୀ। ଉଭୟ ବିଜ୍ଞାନ ଏବଂ ଆଧ୍ୟାତ୍ମିକତାକୁ ଅନୁସନ୍ଧାନ କରିବା ମୋ ଜୀବନର ଯାତ୍ରାର ଏକ ଅଂଶ। ମୁଁ ଅନେକ ମନ୍ଦିର ପରିଦର୍ଶନ କରେ ଏବଂ ଅନେକ ଶାସ୍ତ୍ର ପଢିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା କୋଇଲା ବୋଝେଇ ଟ୍ରକ: ଓଡ଼ିଶା-ଆନ୍ଧ୍ର ଯାତାୟତ ଠପ୍‌

ରାୟଗଡ଼ା,୧୦।୮(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲା ପାର୍ବତୀପୁର ନିକଟରେ ସୋମବାର ଏକ କୋଇଲା ବୋଝେଇ ଏକ ଟ୍ରକ ରାସ୍ତା ଉପରେ ଓଲଟି ପଡ଼ିଥିଲା। ଫଳରେ ଓଡ଼ିଶା-ଆନ୍ଧ୍ରକୁ ସଂଯୋଗ…

ସୂର୍ଯ୍ୟ-କେତୁଙ୍କ ‘ଗ୍ରହଣ ଯୋଗ’ରେ ଚମକିବ ଭାଗ୍ୟ: ୭ ଦିନ ପରେ ଏହି ୩ ରାଶିକୁ ହଠାତ୍‌ ମିଳିବ ଧନଲାଭ!

୭ ଦିନ ପରେ ଅର୍ଥାତ୍‌ ୧୭ ଅଗଷ୍ଟ, ୨୦୨୬ ଦିନଟି ଜ୍ୟୋତିଷ ଦୃଷ୍ଟିରୁ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। କାରଣ ଏହି ଦିନ ଗ୍ରହମାନଙ୍କ ରାଜା ସୂର୍ଯ୍ୟ…

୮ ଫୁଟ ଲମ୍ବର ଅଜଗର ଉଦ୍ଧାର: ଜମିରେ ଚାଷ କାମ କରୁଥିବାବେଳେ…

କେସିଙ୍ଗା,୧୦।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁସ୍ଥିତ ତେଳନଦୀ ଜମି ପାର୍ଶ୍ୱରୁ ସୋମବାର ୮ ଫୁଟ ଲମ୍ବର…

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ପରିବାର ଲୋକ ବେସାହାରା

ଖଡ଼ିଆଳ,୧୦ା୮ (ସୁଜିତ କୁମାର ପ୍ରଧାନ)- ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ସାନମହେଶ୍ୱର ପଞ୍ଚାୟତ କୁଲିଗାଁ ଗ୍ରାମରେ ଲଗାଣ ବର୍ଷାରେ ଘର ଭାଙ୍ଗିବା ପରେ ଏକ ପରିବାର ବେସାହାରା…

ଦାଦନ ଖଟିବାକୁ ଯାଇ କେରଳରେ ଯୁବକ ମୃତ; ମୃତଦେହ ଗାଁକୁ ଆଣିବାକୁ ଜିଲାପାଳଙ୍କୁ ନିବେଦନ

ଜି.ଉଦୟଗିରି,୧୦।୮(ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାରୁ ଦାଦନ ଖଟିବାକୁ କେରଳ ଯାଇଥିବା ଯୁବକଙ୍କ ମୃତ୍ୟୁ ଘଟଣା ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି । ସୂଚନା…

ଅମିତ ଶାହାଙ୍କୁ ଦେଖି ଦୌଡିଲେ କଲେକ୍ଟର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ, ଦେଖନ୍ତୁ VIDEO

ଚେନ୍ନାଇ,୧୦।୮: ତାମିଲନାଡୁ ଏବଂ ପୁଡୁଚେରୀ ଗସ୍ତ ସମୟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ତିରୁଭନ୍ନାମଲାଇର ପ୍ରସିଦ୍ଧ ଅନ୍ନାମଲାଇର ମନ୍ଦିର ପରିଦର୍ଶନ କରି ବିଶେଷ ପ୍ରାର୍ଥନା କରିଥିଲେ।…

ଏମିତି କଥା କହିଲେ ବକ୍ସର, ହସି ହସି ଗଡ଼ିଲେ ମୋଦି: ପଛରେ ପାକିସ୍ତାନ କନେକ୍ସନ

ନୂଆଦିଲ୍ଲୀ,୧୦।୬: ୨୦୨୬ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତର ପ୍ରଦର୍ଶନ ଐତିହାସିକ ଥିଲା। ଦେଶ ୧୩ଟି ସ୍ବର୍ଣ୍ଣ ସହିତ ମୋଟ ୩୯ଟି ପଦକ ହାସଲ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri