ଆତ୍ମଘାତୀ ଆକ୍ରମଣ ପରେ ତୁର୍କୀ ବାୟୁସେନାର ଇରାକ ଉପରେ ବୋମାମାଡ଼…

ଆଙ୍କରା,୨।୧୦ : ତୁର୍କୀର ରାଜଧାନୀ ଆଙ୍କାରରେ ଆତ୍ମଘାତୀ ଆକ୍ରମଣ ପରେ ତୁର୍କୀ ଏହାର ପ୍ରତିଶୋଧ ନେଇଛି। ତୁର୍କୀ ବାୟୁସେନା ଇରାକରେ କୁର୍ଦ୍ଦ ବିଦ୍ରୋହୀଙ୍କ ଅନେକ ଶିବିର ଉପରେ ବୋମା ପକାଇଛି। ଏହି ବିସ୍ଫୋରଣରେ ବହୁ କୁର୍ଦ୍ଦ ବିଦ୍ରୋହୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି।
ଆଙ୍କାରରେ ଆତ୍ମଘାତୀ ଆକ୍ରମଣ ପାଇଁ କୁର୍ଦ୍ଦ ବିଦ୍ରୋହୀ ସଂଗଠନ ନିଜକୁ ଦାୟୀ କରିଛି। ତୁର୍କୀର ଆଭ୍ୟନ୍ତରୀଣ ମନ୍ତ୍ରୀ ବାୟୁସେନାର କାର୍ଯ୍ୟକୁ ନିଶ୍ଚିତ କରିଛନ୍ତି ଏବଂ କହିଛନ୍ତି ସମସ୍ତ ବୀଦ୍ରୋହୀ ନିହତ ନ ହେବା ପର୍ଯ୍ୟନ୍ତ ଏହା ଜାରି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଜିତ୍ ଦୀପକେଙ୍କ ବଡ଼ ଘୋଷଣା, ଏହି ଦିନ ଆରମ୍ଭ ହେବ ‘ଯନ୍ତର ମନ୍ତର ସିଜନ୍-୨’

ନୂଆଦିଲ୍ଲୀ,୧୨ା୮: କକ୍ରୋଚ୍ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ୍ ଦୀପକେ ଏକ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଇନଷ୍ଟାଗ୍ରାମରେ ଅନେକ ଲୋକ କମେଣ୍ଟ କରି…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

୨ ମିନିଟ୍‌ର ସୂର୍ଯ୍ୟପରାଗ ଦେଖିବାକୁ ଲକ୍ଷେଟଙ୍କା ଟିକେଟ, ଉଡ଼ିବ ସ୍ୱତନ୍ତ୍ର ବିମାନ

ନୂଆଦିଲ୍ଲୀ,୧୨ା୮: ମାତ୍ର ୨ ମିନିଟ୍ ୧୮ ସେକେଣ୍ଡର ଅନ୍ଧାର ଦେଖିବା ପାଇଁ ଲୋକମାନେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ କରୁଛନ୍ତି । ଆଜି ଅର୍ଥାତ୍ ଅଗଷ୍ଟ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ମୋଦି-ପ୍ରିୟଙ୍କାଙ୍କ ବାର୍ତ୍ତାଳପ ମଝିରେ ଏପରି କହିଦେଲେ ଖାର୍ଗେ, ସବୁ ହସି କହିଲେ….

ନୂଆଦିଲ୍ଲୀ,୧୨ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀଙ୍କ ମଧ୍ୟରେ ବାର୍ତ୍ତାଳପ ସମୟରେ ଏପରି ଏକ ଘଟଣା ଘଟିଛି, ଯାହା ସାଧାରଣତଃ ବହୁତ କମ୍…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri