Posted inଜାତୀୟ

ସୁପ୍ରିମକୋର୍ଟଙ୍କ ପରେ ପତଞ୍ଜଳିକୁ କେନ୍ଦ୍ର ସରକାରଙ୍କ ଠାରୁ ଝଟ୍‌କା

ନୂଆଦିଲ୍ଲୀ,୧୦।୪: ଏଲୋପାଥିକ ଔଷଧ ବିରୋଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କେନ୍ଦ୍ର ସରକାର ସୁପ୍ରିମକୋର୍ଟରେ ପତଞ୍ଜଳି ବିରୋଧରେ ଏକ ଆଫିଡେଭିଟ ଦାଖଲ କରିଛନ୍ତି। ଆୟୁଷ ମନ୍ତ୍ରଣାଳୟ ପତଞ୍ଜଳିର ଏଲୋପାଥିକ ଔଷଧ ସମ୍ପର୍କରେ ଦେଇଥିବା ବିବୃତ୍ତିକୁ ସମାଲୋଚନା କରିଛି। ମନ୍ତ୍ରଣାଳୟ କହିଛି ଯେ, କରୋନା ସମୟରେ ସରକାର ପତଞ୍ଜଳିଙ୍କୁ ଚେତାବନୀ ଦେଇଛନ୍ତି।

କେନ୍ଦ୍ର ସରକାର ସୁପ୍ରିମକୋର୍ଟଙ୍କୁ କହିଛନ୍ତି, କୋଭିଡ ୧୯ ମହାମାରୀ ସମୟରେ ପତଞ୍ଜଳିକୁ କରୋନିଲ ଦ୍ୱାରା କରୋନା ଭାଇରସ ଚିକିତ୍ସା ପାଇଁ ପ୍ରୋତ୍ସାହିତ ନ କରିବାକୁ ଚେତାବନୀ ଦିଆଯାଇଛି। ଆୟୁଷ ମନ୍ତ୍ରଣାଳୟ ଦ୍ୱାରା ଯାଞ୍ଚ କରାଯାଇ ନ ଥିଲେ ଏହାକୁ ବ୍ୟବହାର କରାଯାଇପାରିବନି ବୋଲି କୁହାଯାଇଥିଲା। ମନ୍ତ୍ରଣାଳୟ ଦ୍ୱାରା ବାଧ୍ୟତାମୂଳକ ପରୀକ୍ଷା ପାଇଁ ଆବଶ୍ୟକତା ବିଷୟରେ ପତଞ୍ଜଳିଙ୍କୁ ନୋଟିସ୍‌ କରାଯାଇଥିଲା।

କେନ୍ଦ୍ର ଆହୁରି କହିଛନ୍ତି, ମନ୍ତ୍ରଣାଳୟ ଏହି ଘଟଣାର ସମ୍ପୂର୍ଣ୍ଣ ଯାଞ୍ଚ ନ ହେବା ପର୍ଯ୍ୟନ୍ତ କରୋନିଲ ବିଜ୍ଞାପନ ନ କରିବାକୁ କମ୍ପାନୀକୁ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା

ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍‌ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍‌ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା...

ସାମ୍ନାକୁ ଆସିଲା ବଡ଼ ଘୋଟାଲା, କମିଶନ୍‌ ନେଇ ୨୦୦ କୋଟିର ନକଲି ବିଲ୍‌ ପାସ୍‌

ନୂଆଦିଲ୍ଲୀ, ୨୬।୦୭: କରୋନା ସମୟରେ ୨୦୦ କୋଟି ଟଙ୍କାର ଏକ ବଡ ଦୁର୍ନୀତିର ଖୁଲାସା କରିଛି ଦୁର୍ନୀତି ନିବାରଣ ବ୍ୟୁରୋ ବା ଏସିବି । ଏହି...

ପ୍ରକାଶ ପାଇଲା ନିଟ୍‌ର ସଂଶୋଧିତ ତାଲିକା, ୬୭ରୁ ୧୭କୁ ଖସିଲେ ଟପ୍ପର

ନୂଆଦିଲ୍ଲୀ, ୨୬।୦୭: ଗତ କିଛିଦିନ ଧରି ବିବାଦରେ ରହିଥିବା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ବା ଏନ୍‌ଟିଏ ମେଡିକାଲ୍‌ ପ୍ରବେଶିକା ପରୀକ୍ଷା ନିଟ୍‌-ୟୁଜିର ଫାଇନାଲ୍‌ ରେଜଲ୍ଟ ପ୍ରକାଶ...

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌...

ମନୀଷ ସିସୋଦିଆଙ୍କୁ ପୁଣି କୋର୍ଟ ଝଟ୍‌କା, ବଢ଼ିଲା ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ, ୨୬।୦୭: ଦିଲ୍ଲୀ ମଦ ଦୁର୍ନୀତି ସହ ଜଡ଼ିତ ସିବିଆଇ ମାମଲାରେ ଆଜି ପୁଣିଥରେ କୋର୍ଟ ଶୁଣାଣି କରିଛନ୍ତି । ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀର...

‘ଦିଲ୍ଲୀରୁ ଗୋଟିଚାଳନା ସରିଛି, ଉତ୍ତରପ୍ରଦେଶରେ କିଛି ବଡ଼ ହେବାକୁ ଯାଉଛି’

ନୂଆଦିଲ୍ଲୀ,୨୬।୭: ଆମ ଆଦମୀ ପାର୍ଟି(ଏଏପି)ର ଏମ୍‌ପି ସଞ୍ଜୟ ସିଂ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ନେଇ ଏକ ବଡ଼ ଦାବି କରିଛନ୍ତି। ସଞ୍ଜୟ ଶୁକ୍ରବାର କହିଛନ୍ତି...

ରାହୁଲ ଗାନ୍ଧୀଙ୍କ ନୂଆ ଠିକଣା: ବଙ୍ଗଳା ନମ୍ବର-୫, ସୁନ୍‌ହେରୀ ବାଗ୍‌ ରୋଡ…

ନୂଆଦିଲ୍ଲୀ,୨୬।୭: କଂଗ୍ରେସ ନେତା ଏବଂ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଠିକଣା ବଦଳିବାକୁ ଯାଉଛି। ସୁନ୍‌ହରୀ ବାଗ୍‌ ରୋଡ୍‌, ବଙ୍ଗଳା ନମ୍ବର-୫...

ଗୁଗୁଲ ସିଇଓ ସୁନ୍ଦର ପିଚାଇଙ୍କୁ ଭାରତରୁ ମିଳିଲା ବଡ଼ ଉପାଧି, କହିଲେ…

ନୂଆଦିଲ୍ଲୀ, ୨୬।୦୭: ଲୋକପ୍ରିୟ ସର୍ଚ୍ଚ ଇଞ୍ଜିନ୍‌ ଗୁଗୁଲର ସିଇଓ ସୁନ୍ଦର ପିଚାଇଙ୍କୁ ନିଜେ ପଢ଼ୁଥିବା ଅନୁଷ୍ଠାନରୁ ବଡ଼ ଉପାଧି ମିଳିଛି । ଆଇଆଇଟି ଖଡ଼ଗପୁରରୁ ସେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri