ଯାଞ୍ଚ ପରେ ଜିଲାରେ ୧୩,୪୬୭ ପ୍ରାର୍ଥୀ

ବାରିପଦା ଅଫିସ,୨୪।୧: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ ପରେ ଶନିବାର ଯାଞ୍ଚ ପ୍ରକ୍ରିୟା ଶେଷ ହୋଇଛି। ମୟୂରଭଞ୍ଜ ଜିଲାରେ ୧୩ ହଜାର ୪୬୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ ରହିଥିବା ବେଳେ ୯୯୯ ଜଣଙ୍କର ନାକଚ ହୋଇଯାଇଛି। ୨୬୧ ଜିଲା ପରିଷଦ, ୧୮୫୫ ସମିତିସଭ୍ୟ, ୨୨୬୬ ସରପଞ୍ଚ ଓ ୯୦୫୫ ୱାର୍ଡସଭ୍ୟ ପ୍ରାର୍ଥୀ ରହିଥିବା ଜିଲା ପଞ୍ଚାୟତ ଅଧିକାରୀ ଭଗବାନ ଗୌଡା ପ୍ରକାଶ କରିଛନ୍ତି। ସୂଚନା ଅନୁଯାୟୀ, ୨୬ ବ୍ଲକର ମୋଟ ୧୪ ହଜାର ୬୬୬ ଜଣ ପ୍ରାର୍ଥତ୍ପତ୍ର ନାମାଙ୍କନ ଦାଖଲ କରିଥିଲେ। ସେମାନଙ୍କ ମଧ୍ୟରୁ ୨୭୯ ଜଣ ଜିଲା ପରିଷଦ, ୨୦୩୦ ସମିତିସଭ୍ୟ, ୨୪୩୪ ଜଣ ସରପଞ୍ଚ ଓ ୯୭୨୩ ଜଣ ୱାର୍ଡସଭ୍ୟ ପାଇଁ ଥିଲେ। ଯାଞ୍ଚ ବେଳେ ୧୮ ଜିଲା ପରିଷଦ, ୧୪୫ ସମିତିସଭ୍ୟ, ୧୬୮ ସରପଞ୍ଚ ଓ ୬୬୮ ୱାର୍ଡସଭ୍ୟ ପ୍ରାର୍ଥତ୍ପତ୍ର ବିଭିନ୍ନ ତ୍ରୁଟି ଯୋଗୁ ନାକଚ ହୋଇଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବୈଶିଙ୍ଗା-ରୁପ୍‌ସା ମୁଖ୍ୟ ରାସ୍ତାରେ ଚଳାଚଳ ବନ୍ଦ

ବୈଶିଙ୍ଗା,୧୩ା୮(ରତନ ଦାଶ): ମୟୂରଭଞ୍ଜ ଜିଲାର ବେତନଟୀ ବ୍ଲକ ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ ବୁଧବାରଠାରୁ ମୂଷଳ ଧାରାରେ ଲଘୁଚାପ ବର୍ଷା ଲାଗି ରହିଥିବାରୁ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ଜୀବନ…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri