ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବୀ କୁଲାଡ ବ୍ୟାଘ୍ରଦେୀ ମନ୍ଦିର ଚୋରି ପରେ ଗ୍ରହଶୁଦ୍ଧି ହୋମଯଜ୍ଞ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଦେବୀଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିଲା। କିନ୍ତୁ ଦେବୀଙ୍କ ଆଖି ଓ ଜିଭ ଚୋରୀ ହୋଇନାହିଁ। ପୋଲିସ ସିସିଟିଭି ଫୁଟେଜକୁ ଆଧାର କରି ତଦନ୍ତ ଚଳାଇଛି। ଅନ୍ୟପଟେ ରବିବାର ଦେବୀଙ୍କ ସମ୍ମୁଖରେ ଗ୍ରହଶୁଦ୍ଧି ପାଇଁ ହୋମଯଜ୍ଞ ଚାଲିଛି। ମନ୍ଦିର ପୂଜାରୀ ପୂଜା କାର୍ଯ୍ୟ ଚଳାଇଛନ୍ତି। ଦୁର୍ବୃତ୍ତମାନେ ଦେବୀଙ୍କୁ ଛୁଇଁଥିବା ଯୋଗୁ ଏହିଭଳି ପୂଜାର୍ଚ୍ଚନା କରାଯାଉଛି ବୋଲି ମନ୍ଦିର କର୍ମକର୍ତ୍ତା ଶିବ ପ୍ରସାଦ ସାହୁ ଏଠାରେ ସୂଚନା ଦେଇଛନ୍ତି।
ଶୁକ୍ରବାର ରାତିରେ ଦେବୀଙ୍କ ୩୫ଟି ରୂପା ଆଖି, ୩ଟି ସୁନା ଚିତା, ୨ଟି ରୂପା ଭୁଲର୍ତା ଚୋରୀ ହୋଇଛି। ଯାହାର ମୂଲ୍ୟ ପ୍ରାୟ ଦେଢ଼ ଲକ୍ଷ ଟଙ୍କା ହେବ। ମାତ୍ରୁ ଦୃର୍ବୁତ୍ତ ମାନେ ଆହୁରି କିଛି ଅଳଙ୍କାର ଛାଡି ଚାଲି ଯାଇଥିଲେ। ୪ ଜଣ ଦୃର୍ବୁତ୍ତ ଏହି କାଣ୍ଡ ଘଟାଇଥିବା ଜଣାପଡିଛି।
ସମ୍ପୃକ୍ତ ଅଞ୍ଚଳର ଦୃର୍ବୁତ୍ତ ମାନେ ହିଁ ଏହି କାଣ୍ଡ ଘଟାଇଥିବା ଆଶଙ୍କା କରାଯାଉଛି। ପୋଲିସ ବିଭିନ୍ନ ଦିଗକୁ ଆଧାର କରି ତଦନ୍ତ ଚଳାଇଛି।
ସୂଚନା ଯୋଗ୍ୟ, ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବୀ ଭାବେ ବ୍ୟାଘ୍ର ଦେବୀ ପରିଚିତ । ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ମନ୍ଦିରରେ ପୂଜାର୍ଚ୍ଚନା କରାଯାଉଥିଲା । ବହୁ ପୁରାତନ ଏହି ମନ୍ଦିରରୁ ଚୋରିକୁ ନେଇ ସଂପୃକ୍ତ ଅଞ୍ଚଳବାସୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିପଦା ଥାନାରେ ଉତ୍ତରପ୍ରଦେଶ ପୋଲିସ୍: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନ ସମ୍ପର୍କରେ ସଂଗ୍ରହ କଲା…

ହାଟଡିହୀ/ଛେନାପଦୀ,୫ା୧୧(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନାରେ ଉତ୍ତରପ୍ରଦେଶ ପୋଲିସ୍ ପହଞ୍ଚି ଯାଜପୁର ଜିଲା ଯଖପୁରା ଥାନା ଦଶମାଣିଆ ଗ୍ରାମର ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନ…

OPSC ପକ୍ଷରୁ ୩୪୦ ASO ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ: ଏହି ଦିନରୁ ଆବେଦନ, ବୟସସୀମା ୨୧ରୁ…

ଭୁବନେଶ୍ୱର,୫ା୧୧: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ରାଜ୍ୟର ଯୁବକଯୁବତୀଙ୍କ ପାଇଁ ଏକ ବଡ଼ ନିଯୁକ୍ତି ସୁଯୋଗ ଆସିଛି। ଗୃହ ବିଭାଗ ଅଧୀନରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର…

କୁନି ଝିଅ ସ୍ୱସ୍ତିକାଙ୍କ କମାଲ: ୩୨ଟି ବିଭାଗରେ ଦକ୍ଷତା ପ୍ରଦର୍ଶନ, ଇଣ୍ଡିଆନ୍ ବୁକ୍ ଅଫ୍ ରେକର୍ଡରେ ପାଇଲେ ସ୍ଥାନ

ହାଟଡିହୀ/ଛେନାପଦୀ,୫ା୧୧(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଞ୍ଚୋ ଗ୍ରାମର ମାତ୍ର ୪ ବର୍ଷର କୁନି ଝିଅ ସ୍ୱସ୍ତିକା ରାଉତ ୨୦ ପ୍ରକାର ଯୋଗାସନ ସମେତ…

କମ୍ବଳ ଘୋଡ଼େଇ ଶୋଇଥିବା ଅବସ୍ଥାରେ ଚାପିଦେଲା ମାଟି-ପଥର: ଭୂସ୍ଖଳନ ସ୍ଥଳରୁ ଗୋଟିଏ ପରିବାରର ୫ ଜଣଙ୍କ ମୃତଦେହ ଉଦ୍ଧାର

ଜି.ଉଦୟଗିରି,୫ା୧୧ (ଚିନ୍ମୟ କୁମାର ସେଠି): କନ୍ଧମାଳ ଏବଂ ଗଞ୍ଜାମ ଜିଲା ସୀମାନ୍ତ ବାଇବାଲି ପଞ୍ଚାୟତର ଗିଡ଼ିପାବାଲି ଗ୍ରାମରେ ଘଟିଥିବା ଭୟଙ୍କର ଭୂସ୍ଖଳନ ସ୍ଥାନରେ ଗୁରୁବାର ସକାଳୁ ପୁଣି…

କଡ଼ା ବିରୋଧ ପରେ ପଛଘୁଞ୍ଚା: ନିଜ ସୀମାରେ ବୁଥ୍ କରି ଓଡ଼ିଶା ଭୋଟରଙ୍କୁ ହାତେଇଲା ଆନ୍ଧ୍ର, ୪୮% ମତଦାନ

ପଟ୍ଟାଙ୍ଗି,୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅନ୍ତର୍ଗତ ବିବାଦୀୟ କୋଟିଆ ପଞ୍ଚାୟତକୁ ନେଇ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ମଧ୍ୟରେ ପୁଣି ଥରେ ଛକାପଞ୍ଜା ଦେଖାଦେଇଛି।…

କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କ ମୋଟ ସମ୍ପତ୍ତି କେତେ? ଫର୍ମ, ଫିଟନେସ, ଆୟ ଦୃଷ୍ଟିରୁ ବିଶ୍ୱର ଏକ ନମ୍ବର କ୍ରୀଡ଼ାବିତ

ନୂଆଦିଲ୍ଲୀ,୫।୧୧: ବିଶ୍ୱ କ୍ରୀଡ଼ା ଇତିହାସରେ ଏପରି କିଛି ନାମ ରହିଛି ଯାହା ସୀମା, ପିଢ଼ି ଏବଂ ରେକର୍ଡର ଊର୍ଦ୍ଧ୍ୱକୁ ଯାଇ ଇତିହାସର ସୁବର୍ଣ୍ଣ ପୃଷ୍ଠାରେ ନିଜର ସ୍ଥାନ…

BCCIର ବଡ଼ ନିଷ୍ପତ୍ତି, ଭାରତ-ଶ୍ରୀଲଙ୍କା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ପାଇଁ ସ୍ଥାନ ପରିବର୍ତ୍ତନ

ନୂଆଦିଲ୍ଲୀ,୫।୧୧: ଡିସେମ୍ବରରେ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚକୁ ଦିଲ୍ଲୀରୁ ବିଶାଖାପାଟଣାକୁ ସ୍ଥାନାନ୍ତର କରାଯାଇଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ମାଲିକଙ୍କ ବାଟ ଚାହିଁ ରହିଥିଲା କୁକୁର, ୧୮ ଦିନ ପରେ ଘଟିଲା…..

ବଡ଼ଗାଁ,୫।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଥାନା ଅନ୍ତର୍ଗତ ଟିକିଲିପଡା ଗାଁ ନିକଟରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରାଜ୍ୟ ରାଜପଥ ପାର୍ଶ୍ବରେ ବନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?