ଯୁବକଙ୍କ ମୃତ୍ୟୁ ପରେ ଉତ୍ତ୍ୟେକ୍ତ ଲୋକେ ଜାଳିଦେଲେ ହାଇଓ୍ବା

ଜୟପୁର,୮ା୩: କୋରାପୁଟ ଜିଲା ଜୟପୁର ସ୍ଥିତ ଭିଜିଲାନ୍ସ ଅଫିସ ସମ୍ମୁଖରେ ସୋମବାର ସନ୍ଧ୍ୟାରେ ଏକ ହାଇଓ୍ବା ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏନେଇ ଘଟଣା ସ୍ଥଳରେ ଉତ୍ତେଜନା ପରିସ୍ଥିତ ସୃଷ୍ଟି ହୋଇଛି। ଉତ୍ତ୍ୟେକ୍ତ ଲୋକେ ହାଇଓ୍ବା ଗାଡି ଡ୍ରାଇଭରଙ୍କ ଧରି ନିସ୍ତୁକ ମାଡ଼ କରିଛନ୍ତି। ଫଳରେ ସେ ଅଚେତ ହୋଇପଡିଥିଲେ। ଏପରିକି ଲୋକେ ହାଇଓ୍ବାରେ ନିଆଁ ଲଗାଇ ଦେଇଛନ୍ତି। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଗାଡି ମୋଟର ଅଟକି ରହିଛି। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାଶୁଝା କରୁଥିବା ବେଳେ ଉତ୍ତେଜନା ଲାଗି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନରେ ଡେଣା ଯୋଡ଼ିଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଛି ଦ୍ବିତୀୟ ପର୍ଯ୍ୟାୟ ସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୧୦୭୦ଟି ହାଇସ୍କୁଲର ରୂପାନ୍ତର ହୋଇଥିବା ବେଳେ ଦ୍ବିତୀୟ...

ଭେରିଫିକେଶନ ପାଇଁ ସାର୍ଟିଫିକେଟ ମାଗିବାରୁ ଇସ୍ତଫା ଦେଲେ ଶିକ୍ଷକ

କଣ୍ଟାବାଞ୍ଜି,୨୯ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ତୁରେକେଲା ବ୍ଲକର ବିଭିନ୍ନ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଜାଲ ସିଟି ଓ ଶିକ୍ଷାଗତ ସାର୍ଟିଫିକେଟ ଦେଇ ନିଯୁକ୍ତି...

ଚାକିରି କରାଇଦେବା ନାଁରେ ୭୦ ଲକ୍ଷ ଠକେଇ କରି ମହିଳା ଫେରାର, ଟାଉନ୍‌ ଥାନାରେ ମାମଲା ରୁଜୁ

ବଲାଙ୍ଗୀର ଅଫିସ,୭।୧୨: ବଲାଙ୍ଗୀର ସହରରେ ଘର ଭଡ଼ା ନେଇ ରହୁଥିବା ଯାଜପୁର ଜିଲାର ଜଣେ ମହିଳା ଚାକିରି କରାଇଦେବା ନାଁରେ ପ୍ରାୟ ୭୦ ଲକ୍ଷ ଟଙ୍କା...

ଫନୀରେ ଧ୍ୱସ୍ତ ବିଧ୍ୱସ୍ତ ରତ୍ନବଟ ଆଶ୍ରମ: ଆଜି ପ୍ରାଚୀ ଉପତ୍ୟକାରେ ବାରଗାଦି ମେଳଣ

କାକଟପୁର, ୧୭।୫(ଡି.ଏନ୍‌.ଏ.):ପବିତ୍ର ବୁଦ୍ଧ ପୂର୍ଣ୍ଣମୀ ଅର୍ଥାତ୍‌ ବୈଶାଖ ପୂର୍ଣ୍ଣୀମାରେ ଶନିବାର କାକଟପୁରର ରତ୍ନବଟ ଆଶ୍ରମରେ ଅନୁଷ୍ଠିତ ହେବ ବାରଗାଦି ମେଳଣ। ଦିନକ ପାଇଁ ଉତ୍ସବ ମୁଖର...

ଥମୁନି ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ କରୋନା ନେଲା ୬୯ ଜୀବନ

ଭୁବନେଶ୍ୱର,୨୧।୭(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ୍‌। ବୁଧବାର ରାଜ୍ୟରେ କରୋନାଜନିତ ୬୯ଜଣଙ୍କର ମୃତ୍ୟୁ ଘଟିଛି।...

ଜଙ୍ଗଲ ଜମି ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ପଥପାର୍ଶ୍ୱ ସେବା କେନ୍ଦ୍ରରେ ଗୁରୁବାର ଅଞ୍ଚଳର ଜନଜାତି ସମ୍ପ୍ରଦାୟର ଲୋକଙ୍କୁ ଜଙ୍ଗଲ ଜମି ପଟ୍ଟା ବଣ୍ଟନ କରାଯାଇଛି। ଏଥିପାଇଁ ସେବାକେନ୍ଦ୍ରରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ...

ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ମାଓବାଦୀ ଗତିବିଧି, ୫ଟି ଉପରେ ସମୀକ୍ଷା

ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର...

ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କଲେ ଅତିରିକ୍ତ ଡିଜି

ପୁରୀ ଅଫିସ,୧୬।୨: ଚଳିତ ମାସ ୧୯ ଏବଂ ୨୦ ତାରିଖ ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ୧୯ ତାରିଖରେ ରାଷ୍ଟ୍ରପତି ପୁରୀରେ...

Advertisement
Archives

Model This Week