୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର

ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି ଫେରସ୍ତ କରିଛନ୍ତି।
ମହାରାଷ୍ଟ୍ରର ଗୃହମନ୍ତ୍ରୀ ଜିତେନ୍ଦ୍ର ଆୱାଡ ଗତ ବର୍ଷ ବାନ୍ଦ୍ରା ଅଞ୍ଚଳରେ ସୁନୀଲ ଗାଭାସ୍କରଙ୍କୁ ଦିଆଯାଇଥିବା ପ୍ଲଟକୁ ବ୍ୟବହାର ନ କରିବାକୁ ନେଇ ଅସନ୍ତୋଷ ପ୍ରକାଶ କରିଥିଲେ। ଏହି ଜମିରେ ଗାଭାସ୍କର ଏକ କ୍ରିକେଟ ଏକାଡେମୀ ପ୍ରତିଷ୍ଠା କରିବାର ଥିଲା, କିନ୍ତୁ ତିନି ଦଶନ୍ଧି ପରେ ମଧ୍ୟ ଏହା ହୋଇପାରି ନାହିଁ। ଜଣେ ରାଜ୍ୟ ସରକାରୀ ଅଧିକାରୀ କହିଛନ୍ତି ଯେ, ସୁନୀଲ ଗାଭାସ୍କର ଏହି ଜମିକୁ ମହାରାଷ୍ଟ୍ରର ଗୃହ ଏବଂ କ୍ଷେତ୍ର ବିକାଶ ପ୍ରାଧିକରଣ (ଏମ୍‌ଏଚ୍‌ଏଡିଏ)କୁ ଫେରାଇ ଦେଇଛନ୍ତି।
ସୁନୀଲ ଗାଭାସ୍କର ବାନ୍ଦ୍ରାଠାରେ ଦିଆଯାଇଥିବା ପ୍ଲଟରେ କ୍ରିକେଟ ଏକାଡେମୀ ସ୍ଥାପନ କରି ନ ପାରିଥିବା କଥା ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଚିଠି ଯୋଗେ ଜଣାଇଥିଲେ। ମହାରାଷ୍ଟ୍ର ହାଉସିଂ ଆଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ଏମ୍‌ଏଚ୍‌ଏଡିଏ) ଗାଭାସ୍କରଙ୍କୁ ଏହି ପ୍ଲଟ ଫେରସ୍ତ ପାଇଁ ଅନୁରୋଧ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ପଡ଼ିଆରେ ମୁହାଁମୁହିଁ ହେଲେ ବିରାଟ-ଗମ୍ଭୀର, କିନ୍ତୁ ଅନ୍ଦାଜ ଥିଲା ଅଲଗା

କୋଲକାତା,୨୦।୪: ଆଇପିଏଲ୍ ୨୦୨୩ ରେ କଥା ଭାରତର ଦୁଇ ଷ୍ଟାର ବ୍ୟାଟର ଗୌତମ ଗମ୍ଭୀର ଏବଂ ବିରାଟ କୋହଲି ସାମାନ୍ୟ କିଛି କଥାକୁ ନେଇ ମୁହାଁମୁହିଁ...

Video: କେବଳ ଗୋଟିଏ ବଲ୍‌ରେ ବଡ଼ କାମ କରିଦେଲେ ଧୋନୀ

ନୂଆଦିଲ୍ଲୀ,୨୦।୪: କ୍ରିକେଟ ଇତିହାସରେ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକ କାହିଁରେ କେତେ। ଅନେକଙ୍କର ସେ ପ୍ରେରଣା। ଏଣୁ ସେମାନେ ତାଙ୍କ ଭଳି ହେବାକୁ ଚାହାନ୍ତି। ଅନ୍ତର୍ଜାତୀୟ...

ଲାଇଭ୍‌ ମ୍ୟାଚ୍‌ରେ IPL ନିୟମ ଉଲ୍ଲଂଘନ; ୪୮ ଘଣ୍ଟା ପରେ ମୁମ୍ବାଇ ଟିମ୍‌ର କୋଚ୍‌-ବ୍ୟାଟ୍ସମ୍ୟାନ୍‌ଙ୍କ ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ,୨୦।୪: ଆଇପିଏଲ୍‌ ନିୟମ ଉଲ୍ଲଂଘନ କରିବା ପଡ଼ିଲା ମହଙ୍ଗା। ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟିଂ କୋଚ୍‌ କିରନ୍‌ ପୋଲାର୍ଡ ଏବଂ ବ୍ୟାଟ୍ସମ୍ୟାନ୍‌ ଟିମ୍‌ ଡେଭିଡ୍‌ଙ୍କୁ ଲାଇଭ୍‌ ମ୍ୟାଚ୍‌ରେ...

ଆକାଶ ଅମ୍ବାନୀଙ୍କ ନିଷ୍ପତ୍ତି ଯୋଗୁ ମୁମ୍ବାଇ ଟିମ୍‌ ଦୁଇ ଫାଳ! ରୋହିତ-ହାର୍ଦ୍ଦିକଙ୍କୁ ଏଭଳି ଦେଖି ହେବେ ଚକିତ…

ଭୁବନେଶ୍ୱର,୨୦।୪: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସର ସେତେଟା ଆଖିଦୃଶିଆ ପ୍ରଦର୍ଶନ ହୋଇନାହିଁ। ପ୍ରଥମେ ଦଳ ୧୦ ନଂରେ ରହୁଥିବା ବେଳେ ଏବେ ୭ନଂରେ ପହଞ୍ଚିଛି। ଦଳ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri