ଘଡ଼ଘଡ଼ି, ବର୍ଷା ପରେ ଥରିଲା ଥୁଆମୂଳ ରାମପୁର, ଲୋକେ ଆତଙ୍କିତ

ଥୁଆମୂଳ ରାମପୁର,୨୯ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ବୁଧବାର ସନ୍ଧ୍ୟାରେ ପ୍ରକୃତିର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ପ୍ରବଳ ପବନ, ଘଡ଼ଘଡ଼ି ଏବଂ ସାମାନ୍ୟ ବର୍ଷା ପରେ ଠିକ୍‌ ୭.୪୦ ମିନିଟ୍‌ରେ ଅଞ୍ଚଳରେ ଏକ ମୃଦୁ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୫ ରହିଥିବା ସୂଚନା ମିଳିଛି।
ହଠାତ୍‌ ଭୂମି ଓ ଘରଦ୍ୱାର ଥରିବା ଯୋଗୁ ଲୋକେ ଭୟଭୀତ ହୋଇପଡ଼ିଥିଲେ। ଅନେକ ନିଜ ପାଦ ତଳୁ ମାଟି ହଲୁଥିବା ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ସ୍ଥାନୀୟ ବାସିନ୍ଦାଙ୍କ ଅନୁସାରେ, ଏହି ଅଞ୍ଚଳରେ ପୂର୍ବରୁ କେବେ ଏଭଳି ଭୂକମ୍ପ ହୋଇ ନ ଥିଲା। ଥୁଆମୂଳ ରାମପୁର ସମେତ ପଡ଼ୋଶୀ ବ୍ଲକ ଗୁଡ଼ିକରେ ମଧ୍ୟ ଏହି କମ୍ପନ ଅନୁଭୂତ ହୋଇଥିବା ବେଳେ କୌଣସି କ୍ଷୟକ୍ଷତିର ଖବର ମିଳିନାହିଁ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

ପଞ୍ଚାୟତ ନିର୍ବାଚନ ପାଇଁ ରଣନୀତି : ବୁଥ୍‌ରୁ ଗାଁ ଯାଏ ସଂଗଠନ ମଜବୁତ କରିବ ଭାଜପା

ଭଞ୍ଜନଗର, ୧୫/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଡେକା ସମ୍ମିଳନୀ କକ୍ଷରେ ମଙ୍ଗଳବାର ଭାଜପା ଭଞ୍ଜନଗର ସାଂଗଠନିକ ଜିଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା…

ରହସ୍ୟଜନକ ପାରା ଥାନାରେ ଅଟକ: ବାଂଲାଦେଶରୁ ଆସିଥିବା ସନ୍ଦେହ

ବୈଶିଙ୍ଗା, ୧୫/୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଷିପଦା ଗ୍ରାମରୁ ମଙ୍ଗଳବାର ଦ୍ୱିପ୍ରହର ସମୟରେ ଏକ ରହସ୍ୟଜନକ ପାରା ଉଦ୍ଧାର କରାଯାଇଛି। ଗ୍ରାମର…

କଳାହାଣ୍ଡିରେ ଧୁମ୍‌ଧାମ୍‌ରେ ପାଳିତ ହେଲା ନୂଆଁଖାଇ, ଖିରି, ପିଠାରେ ମହକିଲା ଗାଁ ଦାଣ୍ଡ

ଭବାନୀପାଟଣା,୧୫ା୯(ଉତ୍ତମ କୁମାର ଦାଶ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ମଙ୍ଗଳବାର କଳାହାଣ୍ଡି ଜିଲାରେ ଧୁମ୍‌ଧାମରେ ପାଳିତ ହୋଇଯାଇଛି। ଜିଲାର ସର୍ବପୁରାତନ ଜୁନାଗଡ଼ ସହରସ୍ଥିତ ଦଧିବାମନ ମନ୍ଦିରରେ ସକାଳ…

ମଦ ବିକ୍ରିକୁ ନେଇ ତାତିଲେ ମହିଳା, ପ୍ରଶାସନ ନିକଟରେ ଦାବି

ପାଟଣା, ୧୪/୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ବଡ଼ପାଟଣା ପଞ୍ଚାୟତ ମଙ୍ଗଳପୁର, କୁଆପଶି, ଲେଖେନା ଓ ଡିଆନାଳି ଅଞ୍ଚଳରେ ବେଆଇନ ଭାବେ…

୧୯ ବର୍ଷ ହେଲା ବଜାୟ ରହିଛି ପରମ୍ପରା: ନୂଆଁଖାଇରେ ଶିରାବାହାଲ ଗ୍ରାମବାସୀ ଏକାଠି ଖାଇଲେ

ବଲାଙ୍ଗୀର ଅଫିସ, ୧୫।୯ (ସୁନିଲ କୁମାର ମହାନ୍ତି): ଯେଉଁ ମହାନ ଉଦ୍ଦେଶ୍ୟ ନେଇ ନୂଆଁଖାଇ ତିହାରର ପରିକଳ୍ପନା କରାଯାଇଥିଲା, ତାହାକୁ ସାକାର ରୂପ ଦେଉଛନ୍ତି ବଲାଙ୍ଗୀର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?