ଟ୍ରୋଲ ହେଲେ ନେହା ଭାସିନ

ମୁମ୍ବାଇ: ବଲିଉଡ ସିଙ୍ଗର ନେହା ଭାସିନ ବିଗ ବସ ଓଟିଟିରେ ଭାଗ ନେବା ପରଠାରୁ ଅନଲାଇନ ଟ୍ରୋଲର ଶିକାର ହେଉଛନ୍ତି । ଟ୍ରୋଲର୍ସ ସବୁବେଳେ ତାଙ୍କୁ ସପ୍ଟ ଟାର୍ଗେଟ କରୁଥିବା ନଜର ଆସିଛି । ଅଧିକାଂଶ ସମୟରେ ସେ ତାଙ୍କର ବୋଲଡ ଲୁକ୍ସକୁ ନେଇ ଟ୍ରୋଲର ଶିକାର ହେଉଛନ୍ତି । ନିକଟରେ ସେ ତାଙ୍କର ବିକିନି ଡ୍ୟାନ୍ସକୁ ନେଇ ଟ୍ରୋଲର ଶିକାର ହୋଇଥିଲେ । ଏବେ ଏକ ନୂଆ ଇନଷ୍ଟାଗ୍ରାମ ପୋଷ୍ଟକୁ ନେଇ ସେ ଟ୍ରୋଲର ଶିକାର ହୋଇଛନ୍ତି ।
ସୂଚନାଯୋଗ୍ୟ, ସୋମବାର ନେହା ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ ଏକ ଭିଡିଓ ଶେୟାର କରିଥିଲେ । ଯେଉଁଥିରେ ସେ ଖୁବ୍ ବୋଲ୍ଡ ଅନ୍ଦାଜରେ ନଜର ଆସିଥିଲେ । ସେ ଟ୍ୟୁବ ଟପ ଓ ପ୍ୟାଣ୍ଟରେ କର୍ଟସକୁ ପ୍ଲାଣ୍ଟ କରୁଥିବା ଦେଖାଯାଇଥିଲା । ଏହାସହ ସେ କଟ-ଆଉଟ ବ୍ଲାକ କୋ-ଆର୍ଡ ସେଟ ପିନ୍ଧିଥିଲେ ଓ ଡ୍ରେସର ଚାରିପଟେ ସୁନେଲି ରଙ୍ଗର ଡିଟେଲିଂ ହୋଇଥିଲା । ନେହା ତାଙ୍କ ଡ୍ରେସକୁ ଗୋଲଡେନ ଚୋକର, ମ୍ୟାଚିଂ ରିଙ୍ଗସ ଶିମରି ସୁଜ ସହ ପେୟାର କରିଥିଲେ । ସୁନେଲି ସ୍ମୋକି ଆଖି ଓ ଚିକମିକ ଓଠ ସହ ତାଙ୍କ ମେକଅପ ଏକଦମ ପରଫେକ୍ଟ ଥିଲା । ଏହାକୁ ଶେୟାର କରି କ୍ୟାପଶନରେ ଲେଖିଥିଲେ, ‘ଏଲିୟନ ସୁପରଷ୍ଟାର: ମେ ଇସ ଦୁନିଆ କେ ଲିଏ ବହୁତ କ୍ଲାସି ହୁଁ’ । ହେଲେ ନେହାଙ୍କ ଏହ ଅବତାର ଦେଖିବା ପରେ ୟୁଜର୍ସ ତାଙ୍କୁ ଉର୍ଫି ଯାଭେଦଙ୍କ ସହ ତୁଳା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

ବଢୁଛି ବୈତରଣୀ: ଚାରିଆଡ଼େ ଜଳମଗ୍ନ

କେନ୍ଦୁଝର, ୨୮।୭: (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲାରେ ଗତ ୨୪ ଘଣ୍ଟାରେ ପ୍ରବଳ ବର୍ଷା ଯୋଗୁ ବୈତରଣୀ ନଦୀର ଜଳ ସ୍ତର ବୃଦ୍ଧି ପାଇବାରେ…

ସକାଳୁ କାମରେ ଆସୁଥିଲେ ସୁଶାନ୍ତ: ପଛପଟୁ ଧକ୍କା ଦେଇ ଚମ୍ପଟ ମାରିଲା କାର୍‌, ଅବସ୍ଥା ଗୁରୁତର ହେବାରୁ…

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି – ରାୟଗଡ଼ା ୩୨୬ନଂ ଜାତୀୟ ରାଜପଥର ପୁଞ୍ଜିକଂୟା ଛକ ନିକଟ ବିଏସଏନଏଲ ଅଫିସ ସମ୍ମୁଖରେ ମଙ୍ଗଳବାର ସକାଳେ ଏକ ଦ୍ରୁତଗାମୀ କାର୍‌…

ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟ୍‌ର ପର୍ଦ୍ଦାଫାଶ କଲା STF

ଭୁବନେଶ୍ୱର,୨୮।୭: ଗଞ୍ଜେଇ ଚାଲାଣରେ ରାଜସ୍ଥାନ ସିଣ୍ଡିକେଟର ପର୍ଦ୍ଦାଫାଶ କରିଛି STF ଟିମ୍‌। ଟାର୍ଗେଟରେ ଥିବା ଗଞ୍ଜାମ ଜିଲାର ୩ଜଣ ଗଞ୍ଜେଇ ମାଫିଆ ଗିରଫ ହୋଇଛନ୍ତି। STF ଗିରଫ…

ଅନ୍ତରଙ୍ଗ ଦୃଶ୍ୟକୁ ନା… ନିହାରିକାଙ୍କ ମନର କଥା

କଣ୍ଟେଣ୍ଟ କ୍ରିଏଟର ଭାବରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ନିହାରିକା ଏନଏମ ଅଭିନେତା ରାଘବ ଜୁୟାଲଙ୍କ ସହ ‘ଭାଇ ତେରା ଷ୍ଟାର ହୈ’ ଜରିଆରେ…

ଭାରୋତ୍ତଳନ ପ୍ରତିଯୋଗିତାରେ ଚମକିଲେ ଭଞ୍ଜନଗରର ଶିବା: ଜିତିଲେ ସ୍ବର୍ଣ୍ଣ

ଭଞ୍ଜନଗର, ୨୮।୭ (ବାବୁଲା ପ୍ରଧାନ): ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଗତ ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଆୟୋଜିତ ୨ୟ ଓଡ଼ିଶା ଭାରୋତ୍ତଳନ ପ୍ରତିଯୋଗିତାରେ ଭଞ୍ଜନଗରର ଉଦୀୟମାନ…

ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ, କୁମିଆ ପାଲିରେ ଆରମ୍ଭ ହେଲା ସର୍ଭେ

ବଲାଙ୍ଗୀର,୨୮।୭ ( ସୁନିଲ କୁମାର ମହାନ୍ତି) : ଲଗାଣ ବର୍ଷା ଯୋଗୁ ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା ବଲାଙ୍ଗୀର ଜିଲା କୁମିଆପାଲି ଗାଁରେ ରବିବାର ସାଂଘାତିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri