ଭିନେଶଙ୍କ ଅବସର ଘୋଷଣା ପରେ ଶଶି ଥରୁର କହିଲେ ଲଢୁ ଲଢୁ ଝିଅ…

ନୂଆଦିଲ୍ଲୀ,୮ା୮: ଭାରତର ଷ୍ଟାର୍‌ ରେସଲର ଭିନେଶ ଫୋଗଟ ଅବସର ଘୋଷଣା କରିଛନ୍ତି। ବର୍ତ୍ତମାନ କଂଗ୍ରେସ ଏମ୍‌ପି ଶଶି ଥରୁର ଭିନେଶଙ୍କ ଅବସରକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ଝିଅଟି ସିଷ୍ଟମ ଦ୍ୱାରା ରନ୍ଧା ଯାଇଛି’।

'Tired Of...': Shashi Tharoor As Vinesh Phogat Retires After Olympics Exit

ଏଥିସହିତ ସେ ଭିନେଶଙ୍କ ଫଟୋ ସୋସିଆଲ ମିଡିଆରେ ଶେୟାର ବି କରିଛନ୍ତି। ସେ ଏଥିରେ କ୍ୟାପଶନ ଲେଖିଛନ୍ତି, ପ୍ୟାରିସ ଅଲିମ୍ପିକ୍ସର ଫାଇନାଲ ମ୍ୟାଚ୍‌ର କିଛି ଘଣ୍ଟା ପୂର୍ବରୁ ଭିନେଶ ଅଧିକ ଓଜନ ହେତୁ ଅଯୋଗ୍ୟ ଘୋଷିତ ହୋଇଥିଲେ। ସେ ଲେଖିଛନ୍ତି,’ ‘ଏହି ଝିଅ ଏହି ସିଷ୍ଟମରେ ସିଝିଗଲେ, ଝିଅ ଯୁଦ୍ଧରେ ଲଢୁ ଲଢୁ ଥକି ଯାଇଛନ୍ତି।

Vinesh Phogat Retirement Announced After Paris Olympics 2024 Disqualification Vinesh Phogat Retirement: ‘कुश्ती जीत गई, मैं हार गई....’ डिसक्वॉलिफिकेशन के बाद विनेश फोगाट ने रेसलिंग को कहा अलविदा

ପ୍ୟାରିସ ଅଲିମ୍ପିକ୍ସରୁ ଅଯୋଗ୍ୟ ହେବା ପରେ ଭିନେଶ ଗୁରୁବାର ସୋସିଆଲ ମିଡିଆରେ ଅବସର ଘୋଷଣା କରିଥିଲେ। ସେ ତାଙ୍କ ପୋଷ୍ଟରେ ଲେଖିଛନ୍ତି, ‘ମୋ’ କୁସ୍ତି ମୋ’ଠାରୁ ଜିତିଗଲା, ମୁଁ ହାରିଗଲି ‘ଦୁଃଖିତ ମୋର ସାହସ ସବୁ ଭାଙ୍ଗି ଯାଇଛି। ମୋର ବର୍ତ୍ତମାନଠାରୁ ଅଧିକ ଶକ୍ତି ନାହିଁ। ବିଦାୟ ରେସଲିଂ ୨୦୦୧-୨୦୦୪, ଆପଣଙ୍କ ପାଇଁ ସବୁଦିନ ପାଇଁ ଋଣୀ, ସରି।’ ବୋଲି ତାଙ୍କ ପୋଷ୍ଟରେ ଲେଖିଛନ୍ତି।

India’s Vinesh Phogat reacts after the round of 16 of the women’s freestyle 50kg wrestling match against Japan’s Yui Susaki, at Champ-de-Mars Arena, during the 2024 Summer Olympics, on Aug. 6, 2024, in Paris, France. Vinesh Phogat and PM Modi

ସେହିପରି ପ୍ୟାରିସ ଅଲିମ୍ପିକ୍ସରୁ ଭିନେଶଙ୍କ ଅଯୋଗ୍ୟ ଘୋଷଣା ପରେ ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ଦୁଃଖ ପ୍ରକାଶ କରିଛନ୍ତି। ସେ ସୋସିଆଲ ମିଡିଆରେ ଲେଖିଥିଲେ, ‘ଭିନେଶ, ତୁମେ ଚାମ୍ପିୟନ। ତୁମେ ଭାରତର ଲୋକଙ୍କ ପାଇଁ ଏକ ଗର୍ବ ଏବଂ ପ୍ରେରଣା। ଆଜିର ଝଟ୍‌କା ମୁଁ ଇଚ୍ଛା କରେ ଶବ୍ଦଗୁଡ଼ିକ ମୁଁ ହତାଶାର ଭାବନାକୁ ପ୍ରକାଶ କରିପାରେ। ମୁଁ ଜାଣେ ତୁମେ ସାହସର ସହିତ ଚ୍ୟାଲେଞ୍ଜର ସମ୍ମୁଖୀନ ହେବ, ଏହିପରି ତୁମର ନେଚର। ଅଧିକ ଶକ୍ତିଶାଳୀ ହୁଅ। ଆମେ ସମସ୍ତେ ତୁମ ସହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଇତିହାସରେ ପ୍ରଥମଥର ପାଇଁ ଆର୍ଜେଣ୍ଟିନା-ସ୍ପେନ୍‌ ମଧ୍ୟରେ ବିଶ୍ୱକପ ଫାଇନାଲ

ଆଟଲାଣ୍ଟା, ୧୬।୭: ୭ ମିନିଟ ବ୍ୟବଧାନରେ ୨ ଗୋଲ ବଳରେ ଗତଥରର ଚାମ୍ପିୟନ ଆର୍ଜେଣ୍ଟିନା ଏଥର ପୁଣି ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ବୁଧବାର ଅନୁଷ୍ଠିତ…

୪୧ ବର୍ଷରେ ପୁଣି ବିବାହ କରିବାକୁ ଯାଉଛନ୍ତି ଏହି ଅଭିନେତ୍ରୀ: ସମ୍ପତ୍ତି ଜାଣିଲେ ଉଡ଼ିଯିବ ହୋଶ୍‌

ଲୋକପ୍ରିୟ ଟେଲିଭିଜନ ଅଭିନେତ୍ରୀ ଜେନିଫର ୱିଙ୍ଗେଟ ପୁଣି ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ସିଙ୍ଗାପୁରର ବ୍ୟବସାୟୀ ୱିଲିୟମ ଇସମାଏଲଙ୍କୁ ସେ ଜୀବନସାଥୀ ଭାବେ ବାଛିଛନ୍ତି। ଜେନିଫରଙ୍କ…

କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର: ୨୦୨୭ ବିଶ୍ୱକପରେ ଦେଖିବାକୁ ମିଳିପାରେ ୩ଟି ହାଇଭୋଲ୍ଟେଜ ଭାରତ-ପାକିସ୍ତାନ ମ୍ୟାଚ

ନୂଆଦିଲ୍ଲୀ,୧୬।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ସଦାସର୍ବଦା ଦର୍ଶକଙ୍କ ପ୍ରଥମ ପସନ୍ଦ ହୋଇ ରହିଆସିଛି । ଆଇସିସି (ICC) ଟର୍ନାମେଣ୍ଟଗୁଡ଼ିକରେ ପ୍ରଶଂସକଙ୍କୁ ଏହି ରୋମାଞ୍ଚକର…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

ତେଲ ବଜାରରେ ହଲଚଲ: ପେଟ୍ରୋଲରେ ଆଶ୍ୱସ୍ତି, ଡିଜେଲ ଦେଲା ଝଟ୍‌କା, ଲାଗୁ ହେଲା ନୂଆ ଦର

ନୂଆଦିଲ୍ଲୀ,୧୬।୭: ମିଡିଲ ଇଷ୍ଟ (ମଧ୍ୟ ପ୍ରାଚ୍ୟ)ରେ ଆମେରିକା ଏବଂ ଇରାନ ମଧ୍ୟରେ ଜାରି ରହିଥିବା ସାମରିକ ତିକ୍ତତା ମଧ୍ୟରେ ଆନ୍ତର୍ଜାତୀୟ ତେଲ ବଜାରରେ ବଡ଼ ଧରଣର ଅସ୍ଥିରତା…

‘କିଡନୀ ଦିଅ ନଚେତ୍‌ ମୃତ୍ୟୁ ଦିଅ’ ରାଷ୍ଟ୍ରପତିଙ୍କୁ ଚିଠି ଲେଖି ଗୁହାରୀ କଲେ ୫ ମହିଳା, ଜାଣନ୍ତୁ କାହିଁକି…

କୋଟା,୧୬।୭: ରାଜସ୍ଥାନର କୋଟାରୁ ଏକ ଅତ୍ୟନ୍ତ ଆବେଗପୂର୍ଣ୍ଣ ଏବଂ ଗମ୍ଭୀର ମାମଲା ସାମ୍ନାକୁ ଆସିଛି । କିଡନୀର ଗମ୍ଭୀର ରୋଗରେ ପୀଡ଼ିତ ହୋଇ ଡାକ୍ତରଖାନାରେ ଜୀବନ ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri