୪୦ କିମି ଚାଲିଚାଲି ଜିଲାପାଳଙ୍କୁ ଭେଟିବାକୁ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୬।୯: ଚାଲି ଚାଲି ୪୦ କିମି ଦୂର ଜିଲାପାଳଙ୍କୁ ଭେଟିବାକୁ ବାହାରିଛନ୍ତି ଛାତ୍ରୀଛାତ୍ର। ଏଭଳି ଏକ ଘଟଣା ଘଟିଛି ୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ସ୍ଥିତ ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ। ଶିକ୍ଷକ ନ ଥିବାରୁ ପାଠପଢ଼ା ହୋଇ ପାରୁନି । ତେଣୁ ଶିକ୍ଷକ ଦାବିରେ ଛାତ୍ରୀଛାତ୍ର ସ୍କୁଲ ଗେଟ୍‌ରେ ତାଲା ପକାଇ ଆନ୍ଦୋଳନରେ ବସିଥିଲେ। ତେବେ ଶିକ୍ଷା ବିଭାଗ ଅଧିକାରୀମାନେ ଏଥିପ୍ରତି ଦୃଷ୍ଟି ନ ଦେବାରୁ ସେମାନେ ଚାଲିଚାଲି ଜିଲାପାଳଙ୍କୁ ଭେଟିବାକୁ ଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

ଯୋଗ- ପ୍ରାଣାୟାମ ସାଙ୍ଗକୁ ବକ୍ତୃତା ପ୍ରତିଯୋଗିତା

ଦିଗପହଣ୍ଡି, ୨୮/୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ସ୍ମାର୍ଟ ପାର୍କ ପରିସରରେ ସ୍ଥାନୀୟ ଏନ୍ଏସି କାର୍ଯ୍ୟାଳୟ ପକ୍ଷରୁ ସ୍ୱାୟତ୍ତ ଶାସନ ସପ୍ତାହ ପାଳନ…

ବାରାହା ଫାସରେ ଶାଳୀ-ଭିଣୋଇ: ମୃତ ଶରୀରରକୁ ଉଠାଇ ନେଇ ଗୁମ୍ଫା ଭିତରେ….

ବଲାଙ୍ଗୀର, ୨୮/୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୁଞ୍ଜାଡ଼ିହି ଜଙ୍ଗଲରେ ବାରାହା ଶିକାର ପାଇଁ ବିଛାଯାଇଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri