Posted inରାଜ୍ୟ

ଜିତିବା ପରେ ଧର୍ମେନ୍ଦ୍ର ଶୁଣାଇଲେ-”ଉଠ କଙ୍କାଳ ଛିଡୁ ଶୃଙ୍ଖଳ ଜାଗ ଦୂର୍ବଳ ଆଜି”

ଭୁବନେଶ୍ୱର,୪।୬: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ବିଧାନସଭା ଏବଂ ଲୋକସଭାରେ ବିଜୟ ପରେ ଗଣମାଧ୍ୟମକୁ ସମ୍ବୋଧନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଦଳର ରାଜ୍ୟ କାର୍ଯ୍ୟାଳୟ ନିକଟରେ ଆୟୋଜିତ ବିଜୟଉଶ୍ଚବ ପାଳନ ବେଳେ ଧର୍ମେନ୍ଦ୍ର ଲୋକମାନଙ୍କୁ ଶୁଣାଇଥିବା ଗୀତ ଏବେ ଚର୍ଚ୍ଚାରେ। ଏକ ଫୋନରେ ସେ ବିଂଶ ଶତାବ୍ଦୀରେ ବିଶିଷ୍ଟ କବି ପଣ୍ଡିତ ଗୋଦାବରୀଶ ମହାପାତ୍ରଙ୍କ ଦ୍ୱାରା ଲିଖିତ “ଉଠ କଙ୍କାଳ ଛିଡୁ ଶୃଙ୍ଖଳ”କୁ କଣ୍ଠଶିଳ୍ପୀ ବର୍ଣ୍ଣାଳି ହୋତା ଗାଇଥିବା ଗୀତକୁ ଶୁଣାଇଥିଲେ। ଏହା ସହିତ ସେ କହିଥିଲେ ଏହି ଗୀତଟି ଆଜିର ଦିନରେ ମହତ୍ୱ ରଖୁଛି । ଏହା ହିଁ ଆଜିର ଦିନରେ ଆମ ସଂକଳ୍ପ ।

ତେବେ ଗତ ଦୁଇମାସ ଧରି ଚାଲିଥିବା ୨୦୨୪ସାଧାରଣ ନିର୍ବାଚନ ଫଳାଫଳ ଙ୍ଗଳବାର ପ୍ରକାଶ ପାଇଛି। ସମ୍ବ ସମ୍ବଲପୁର ଲୋକ ସଭା ସଭା ଆସନରେ ଭାଜପା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନ ବିଜୟୀ ହୋଇଛ ଇଛନ୍ତି I ସେ ତାଙ୍କ ନିକଟ ଟତମ ପ୍ରତିଦ୍ବନ୍ଦୀ ବିଜେଡି ପ୍ରାର୍ଥୀ ତଥା ଦଳର ସାଙ୍ଗଠନିକ ସମ୍ପଦକ ପ୍ରଣବ ପ୍ରକାଶ ଦାସଙ୍କୁ ୧ଲକ୍ଷ ୧୯ହଜାର ୮୩୬ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି।

 

ଧର୍ମେନ୍ଦ୍ରଙ୍କୁ ୫ଲକ୍ଷ ୯୨ହଜାର ୧୬୨ ଖଣ୍ଡ ଖଣ୍ଡ ଭୋଟ ମିଳିଥିବା ବେଳେ ପ୍ରଣବଙ୍କୁ ମିଳିଛି ୪ ଲକ୍ଷ ୭୨ ହଜାର ୩୨୬ ଭୋଟ I ଏହି ଆସନରେ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ନଗେନ୍ଦ୍ର ପ୍ରଧାନଙ୍କୁ ମିଳିଛି ମାତ୍ର ୮୯ ହଜାର ୧୧୩ ଖଣ୍ଡ ଭୋଟ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ଆରମ୍ଭରୁ ଯୁଦ୍ଧ ନୁହେଁ ହେବ ପ୍ରଳୟ! ସଙ୍କେତ ଦେଲାଣି ଗ୍ରହ ଚଳନ, ଭାରତରେ ପଡିବ ପଡ଼ ପ୍ରଭାବ

ନୂଆଦିଲ୍ଲୀ,୧୧।୧୨: ୨୦୨୬ ହେଉଛି ଏପରି ଏକ ବର୍ଷ ଯାହାକୁ ବିଶ୍ୱ ଅଣଦେଖା କରିପାରିବ ନାହିଁ। ଅନେକ ସୀମା ଏପରି ଏକ ସମୟରେ ଆସିବ ଯେଉଁଠାରେ ଏକ...

ଗମ୍ଭୀରଙ୍କ ଯୋଗୁ ମିଳିଲାନି ଅଧିନାୟକ ପଦ! ଶୁବମନଙ୍କ ଉପରେ କରାଯାଉଥିଲା ପ୍ଲାନିଂ, ସାମ୍ନାକୁ ଆସିଲା ବଡ଼ ସତ

ନୂଆଦିଲ୍ଲୀ,୧୧।୧୨: ଭାରତୀୟ କ୍ରିକେଟରେ ନିକଟରେ ପରିବର୍ତ୍ତନ ପ୍ରଶଂସକମାନଙ୍କୁ ଆଶ୍ଚର୍ଯ୍ୟ କରିଛି। ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟରୁ ହଠାତ୍‌ ଅବସର ଏବଂ ପରବର୍ତ୍ତୀ ସମୟରେ ଶୁବମନ ଗିଲଙ୍କୁ...

ନରେନ୍ଦ୍ର ମୋଦିଙ୍କ ଉତ୍ତରାଧିକାରୀ କିଏ, ମୋହନ ଭାଗବତ କରିଦେଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୧୧।୧୨: ନରେନ୍ଦ୍ର ମୋଦିଙ୍କ ପରେ କିଏ ପ୍ରଧାନମନ୍ତ୍ରୀ ହେବେ, ସେନେଇ ଏବେ ଚର୍ଚ୍ଚା ଚାଲିଛି। ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ଏ...

ଆମେରିକାରେ ରହିବାକୁ ହେଲେ ଦେବାକୁ ହେବ ମୋଟା ଅଙ୍କର ଟଙ୍କା, ଟ୍ରମ୍ପ ଆରମ୍ଭ କଲେ Gold Card

ନୂଆଦିଲ୍ଲୀ,୧୧|୧୨ : ଦିନକୁ ଦିନ ଭାରତ ଏବଂ ଆମେରିକା ମଧ୍ୟରେ ବିବାଦ ବଢିବାରେ ଲାଗିଛି । ଭାରତୀୟଙ୍କୁ ଆମେରିକାରେ ରହିବା ଏକ ପ୍ରକାର ସ୍ବପ୍ନ ହୋଇଯାଇଛି...

ଅଜବ ପରମ୍ପରା:ପ୍ରେମ କରୁଥିଲେ ଏମିତି ଜଣାନ୍ତି….

ବେଜିଂ:ସାରା ବିଶ୍ୱରେ ପ୍ରେମ ପ୍ରକାଶର ଉପାୟ ପ୍ରାୟତଃ ଭିନ୍ନ। କିଏ ଫୁଲ ଦେଇ ପ୍ରପୋଜ୍‌ କରନ୍ତି ତ ଆଉ କିଏ ପ୍ରେମପତ୍ର ଦିଅନ୍ତି। ଆଉ କେହି...

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri