Posted inରାଜ୍ୟ

ଜିତିବା ପରେ ଧର୍ମେନ୍ଦ୍ର ଶୁଣାଇଲେ-”ଉଠ କଙ୍କାଳ ଛିଡୁ ଶୃଙ୍ଖଳ ଜାଗ ଦୂର୍ବଳ ଆଜି”

ଭୁବନେଶ୍ୱର,୪।୬: ଓଡ଼ିଶାରେ ଭାରତୀୟ ଜନତା ପାର୍ଟି ବିଧାନସଭା ଏବଂ ଲୋକସଭାରେ ବିଜୟ ପରେ ଗଣମାଧ୍ୟମକୁ ସମ୍ବୋଧନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଦଳର ରାଜ୍ୟ କାର୍ଯ୍ୟାଳୟ ନିକଟରେ ଆୟୋଜିତ ବିଜୟଉଶ୍ଚବ ପାଳନ ବେଳେ ଧର୍ମେନ୍ଦ୍ର ଲୋକମାନଙ୍କୁ ଶୁଣାଇଥିବା ଗୀତ ଏବେ ଚର୍ଚ୍ଚାରେ। ଏକ ଫୋନରେ ସେ ବିଂଶ ଶତାବ୍ଦୀରେ ବିଶିଷ୍ଟ କବି ପଣ୍ଡିତ ଗୋଦାବରୀଶ ମହାପାତ୍ରଙ୍କ ଦ୍ୱାରା ଲିଖିତ “ଉଠ କଙ୍କାଳ ଛିଡୁ ଶୃଙ୍ଖଳ”କୁ କଣ୍ଠଶିଳ୍ପୀ ବର୍ଣ୍ଣାଳି ହୋତା ଗାଇଥିବା ଗୀତକୁ ଶୁଣାଇଥିଲେ। ଏହା ସହିତ ସେ କହିଥିଲେ ଏହି ଗୀତଟି ଆଜିର ଦିନରେ ମହତ୍ୱ ରଖୁଛି । ଏହା ହିଁ ଆଜିର ଦିନରେ ଆମ ସଂକଳ୍ପ ।

ତେବେ ଗତ ଦୁଇମାସ ଧରି ଚାଲିଥିବା ୨୦୨୪ସାଧାରଣ ନିର୍ବାଚନ ଫଳାଫଳ ଙ୍ଗଳବାର ପ୍ରକାଶ ପାଇଛି। ସମ୍ବ ସମ୍ବଲପୁର ଲୋକ ସଭା ସଭା ଆସନରେ ଭାଜପା ପ୍ରାର୍ଥୀ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନ ବିଜୟୀ ହୋଇଛ ଇଛନ୍ତି I ସେ ତାଙ୍କ ନିକଟ ଟତମ ପ୍ରତିଦ୍ବନ୍ଦୀ ବିଜେଡି ପ୍ରାର୍ଥୀ ତଥା ଦଳର ସାଙ୍ଗଠନିକ ସମ୍ପଦକ ପ୍ରଣବ ପ୍ରକାଶ ଦାସଙ୍କୁ ୧ଲକ୍ଷ ୧୯ହଜାର ୮୩୬ ଖଣ୍ଡ ଭୋଟରେ ପରାସ୍ତ କରିଛନ୍ତି।

 

ଧର୍ମେନ୍ଦ୍ରଙ୍କୁ ୫ଲକ୍ଷ ୯୨ହଜାର ୧୬୨ ଖଣ୍ଡ ଖଣ୍ଡ ଭୋଟ ମିଳିଥିବା ବେଳେ ପ୍ରଣବଙ୍କୁ ମିଳିଛି ୪ ଲକ୍ଷ ୭୨ ହଜାର ୩୨୬ ଭୋଟ I ଏହି ଆସନରେ ପ୍ରତିଦ୍ବନ୍ଦିତା କରୁଥିବା କଂଗ୍ରେସ ପ୍ରାର୍ଥୀ ନଗେନ୍ଦ୍ର ପ୍ରଧାନଙ୍କୁ ମିଳିଛି ମାତ୍ର ୮୯ ହଜାର ୧୧୩ ଖଣ୍ଡ ଭୋଟ।

 

 

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଶ୍ୱକପ ପାଇଁ ସୁନୀଲ ଗାଭାସ୍କର ବାଛିଲେ ଭାରତୀୟ ଦଳ; ବାଦ ପଡ଼ିଲେ ବଡ଼ ବଡ଼ ନାମ

ନୂଆଦିଲ୍ଲୀ,୫।୮: ଆସନ୍ତା ବର୍ଷ (୨୦୨୭) ହେବାକୁ ଥିବା ଏକଦିବସୀୟ ବିଶ୍ୱକପ ପାଇଁ ଭାରତୀୟ ଦଳରେ କିଏ ସ୍ଥାନ ପାଇବ ସେ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

ଆନନ୍ଦପୁର ରିଂ ରୋଡ଼ର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ପଞ୍ଚାୟତରାଜ ମନ୍ତ୍ରୀ, ଦାବି ଜଣାଇଲେ ସ୍ଥାନୀୟ ଲୋକେ

ବଞ୍ଚୋ, ୫।୮:(ପ୍ରଦୋଷ ବିଶ୍ୱାଳ ): ଆନନ୍ଦପୁର ନିର୍ବାଚନମଣ୍ଡଳୀର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ତଥା ଆନନ୍ଦପୁର ରିଂ ରୋଡ଼କୁ ଆଜି ଓଡ଼ିଶା ସରକାରଙ୍କ ପଞ୍ଚାୟତରାଜ ଏବଂ ପାନୀୟ ଜଳ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ମୁଖ୍ୟମନ୍ତ୍ରୀଙ୍କ ଜିଲାରେ ତାତିଲେ Gen-G: ଏହି ଦାବିକୁ ନେଇ ରାଜରାସ୍ତାକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୫।୮ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଐତିହ୍ୟ ସମ୍ପନ୍ନ ଧରଣୀ ଧର ସୟଂ ଶାସିତ ମହାବିଦ୍ୟାଳୟର ସୁରକ୍ଷା ଦାବି ଜୋର୍‌ ଧରିଛି। ଜିଲାର ଏକ ମାତ୍ର ସାଧାରଣ…

୭୫ ଅଙ୍ଗନୱାଡି କେନ୍ଦ୍ର ପରିଦର୍ଶନ ପାଇଁ ରହିଛନ୍ତି ଜଣେ ମହିଳା ସୂପରଭାଇଜର-ସିଡ଼ିପିଓ: ଖାଲି ପଦବୀ ପୂରଣ ଦାବି

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ୧୨ଟି ପଞ୍ଚାୟତରେ ରହିଛି ୬୨ଟି ରାଜସ୍ବ ଗ୍ରାମ। ଶିଶୁ, ଗର୍ଭବତୀ, ପ୍ରସୂତୀ, କିଶୋରୀ ବାଳିକାମାନଙ୍କ ପାଇଁ ସରକାରଙ୍କ…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଜଣେ ଶିକ୍ଷକରେ ଚାଲିଛି ଶିକ୍ଷାଦାନ: ସମସ୍ୟା ସମାଧାନର ପ୍ରତିଶ୍ରୁତି ଦେଲେ ବିଇଓ

କର୍ଲାମୁଣ୍ଡା,୫।୮(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ବୋରପଦର ଗ୍ରାମ ପଞ୍ଚାୟତ ବତିକୁପା ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ମାତ୍ର ଜଣେ ଶିକ୍ଷକଙ୍କ ଭରସାରେ ପାଠପଢ଼ା ଚାଲିଥିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri