Posted inଜାତୀୟ

ଗୋଗୋଇଙ୍କ ବିରୋଧରେ ମକଦ୍ଦମା ପାଇଁ ଅନୁମତି ଦେଲେନି ଏଜି

ନୂଆଦିଲ୍ଲୀ, ୨୮।୨: ସର୍ବୋଚ୍ଚ ନ୍ୟାୟାଳୟ ବିରୋଧରେ ମନ୍ତବ୍ୟ ଦେଇଥିବା ଭାରତର ପୂର୍ବତନ ପ୍ରଧାନ ବିଚାରପତି ତଥା ରାଜ୍ୟ ସଭା ସଦସ୍ୟ ରଞ୍ଜନ ଗୋଗୋଇଙ୍କ ବିରୋଧରେ ଅଦାଲତ ଅବମାନନା ମକଦ୍ଦମା ଚଳାଇବା ପାଇଁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଅନୁମତି ଦେବାକୁ ମନା କରିଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବତନ ସିଜେଆଇ କହିଥିଲେ, ଦେଶର ନ୍ୟାୟପାଳିକା ଭୁଶୁଡ଼ିବା ଅବସ୍ଥାରେ। ତେଣୁ ଜଣେ ବ୍ୟକ୍ତି ଠିକ୍‌ ସମୟରେ ନ୍ୟାୟ ପାଇବା ସମ୍ପୂର୍ଣ୍ଣ ଅସମ୍ଭବ ବୋଲି ସେ କହିଥିଲେ। ଗୋଗୋଇଙ୍କ ଏଭଳି ମନ୍ତବ୍ୟ ଲାଗି ତାଙ୍କ ବିରୋଧରେ କଣ୍ଟେପ୍ଟ ପ୍ରୋସିଡିଂ ପାଇଁ ସାମାଜିକ କର୍ମୀ ସାକେତ୍‌ ଗୋଖଲେ ଆଟର୍ନି ଜେନେରାଲଙ୍କ ଅନୁମତି ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପର ମାଟିତଳେ କେତେ ତେଲ ଥାଏ? କେବଳ ଏତିକି ଦିନ ପାଇଁ ରୁହେ ଷ୍ଟକ୍‌…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଯୋଗୁଁ, ଏକ ବିଶ୍ୱ ଶକ୍ତି ସଙ୍କଟ ଦେଖାଦେଉଛି। ଏହି ଅସ୍ଥିରତାର ପ୍ରଭାବ ଘରୋଇ ସ୍ତରରେ ମଧ୍ୟ ଅନୁଭୂତ ହେଉଛି, ବିଶେଷକରି ଗ୍ୟାସ ଯୋଗାଣ…

ହର୍ମୁଜ ଷ୍ଟ୍ରେଟରେ ଇରାନର ମାୟାବି ଜାଲ, ଏନର୍ଜି କରିଡର ଏବେ ‘ମୃତ୍ୟୁର କୂଅ’! ସୁପରପାଓ୍ବାରକୁ ଦେଖାଇଦେଲା ଅସଲ ସ୍ଥିତି

ତେହରାନ୍‌,୨୮।୩: ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଇବା ପରେ, ପରିସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ବନ୍ଦ ହେବା…

ସରକାରଙ୍କ ବଡ଼ ଘୋଷଣା, ପହିଲାରୁ ସ୍କୁଲରେ ଖରାଛୁଟି, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୨୮।୩: ଏପ୍ରିଲ ଆରମ୍ଭ ନ ହେଉଣୁ ତାତି ତାର କରାଳ ରୂପ ଦେଖାଇଲାଣି । ସ୍ଥିତି ଏମିତି ହେଲାଣି ଯେ, ଘରୁ ବାହାରିବା ମଧ୍ୟ ମୁସ୍କିଲ ହୋଇପଡ଼ିଲାଣି…

‘ଇରାନର ନୂଆ ସର୍ବୋଚ୍ଚ ନେତା ଆଉ ନାହାନ୍ତି’: ମୋଜତାବା ଖାମେନେଇଙ୍କୁ ନେଇ କିଏ ଏମିତି ଦାବି କଲେ ଜାଣନ୍ତୁ…

ଓ୍ବାଶିଂଟନ,୨୮।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଦାବି କରିଛନ୍ତି ଯେ ଇରାନର ନୂତନ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇଙ୍କ ମୃତ୍ୟୁ ଘଟିଛି। ମିଆମିରେ ‘ଭବିଷ୍ୟତ ନିବେଶ…

ଥୁଆମୂଳ ରାମପୁର ଜେଏମ୍‌ଏଫ୍‌ସି କୋର୍ଟ ବାର୍‌ ଆସୋସିଏଶନ୍‌ର ନୂତନ କର୍ମକର୍ତ୍ତା ଚୟନ

ଥୁଆମୂଳ ରାମପୁର,୨୮ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକସ୍ଥିତ ଜେଏମ୍‌ଏଫ୍‌ସି କୋର୍ଟ ପରିସରରେ ଶନିବାର ବାର୍‌ ଆସୋସିଏଶନର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି…

ଇସ୍ରାଏଲକୁ ସାଂଘାତିକ ଧମକ ଦେଲା ପାକିସ୍ତାନ, ନେତାନ୍ୟାହୁଙ୍କୁ ଖୋଲାଖୋଲି ଚ୍ୟାଲେଞ୍ଜ କରି କହିଲା…

ଇସଲାମବାଦ,୨୮।୩: ଇରାନର ରାଜଧାନୀ ତେହେରାନରେ ପାକିସ୍ତାନୀ ଦୂତାବାସ ନିକଟରେ ଇସ୍ରାଏଲୀ-ଆମେରିକୀୟ ଆକ୍ରମଣର ରିପୋର୍ଟ ପରେ, ଇସଲାମାବାଦ ଇସ୍ରାଏଲକୁ ଏକ କଡ଼ା ଚେତାବନୀ ଦେଇଛି। ପାକିସ୍ତାନ କହିଛି ଯେ…

ଚୋରକୁ ଧରି ହାଜତରେ ପୂରାଇଥିଲା ପୋଲିସ, ଫେରାର ହୋଇଯିବା ପରେ…

ଧର୍ମଶାଳା/ବ୍ରହ୍ମବରଦା,୨୮ା୩(ଶିବପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନାରେ ଘଟିଛି ଏକ ଅଭାବନୀୟ ଘଟଣା। ପୋଲିସ ଚୋରକୁ ଧରି ହାଜତରେ ରଖିଥିବା ବେଳେ ରାତି ପ୍ରାୟ…

କୋହଲିଙ୍କ ଦକ୍ଷତା ମାନିଲା ଗିନିଜ୍‌ ବୁକ: IPL 2026 ପୂର୍ବରୁ ଏମିତି କିଛି ଶେୟାର କରି ସମସ୍ତଙ୍କୁ କଲା ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୩: IPL 2026 ପୂର୍ବରୁ ଗିନିଜ ବୁକ ସୋସିଆଲ ମିଡିଆ ମାଧ୍ୟମରେ ବିରାଟ କୋହଲିଙ୍କ ପାଞ୍ଚଟି IPL ରେକର୍ଡ ଉପରେ ଆଲୋକପାତ କରି ଏକ ପୋଷ୍ଟ ଶେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri