Posted inଜାତୀୟ

ଗୋଗୋଇଙ୍କ ବିରୋଧରେ ମକଦ୍ଦମା ପାଇଁ ଅନୁମତି ଦେଲେନି ଏଜି

ନୂଆଦିଲ୍ଲୀ, ୨୮।୨: ସର୍ବୋଚ୍ଚ ନ୍ୟାୟାଳୟ ବିରୋଧରେ ମନ୍ତବ୍ୟ ଦେଇଥିବା ଭାରତର ପୂର୍ବତନ ପ୍ରଧାନ ବିଚାରପତି ତଥା ରାଜ୍ୟ ସଭା ସଦସ୍ୟ ରଞ୍ଜନ ଗୋଗୋଇଙ୍କ ବିରୋଧରେ ଅଦାଲତ ଅବମାନନା ମକଦ୍ଦମା ଚଳାଇବା ପାଇଁ ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳ ଅନୁମତି ଦେବାକୁ ମନା କରିଦେଇଛନ୍ତି। ଏକ କାର୍ଯ୍ୟକ୍ରମରେ ଯୋଗଦେଇ ପୂର୍ବତନ ସିଜେଆଇ କହିଥିଲେ, ଦେଶର ନ୍ୟାୟପାଳିକା ଭୁଶୁଡ଼ିବା ଅବସ୍ଥାରେ। ତେଣୁ ଜଣେ ବ୍ୟକ୍ତି ଠିକ୍‌ ସମୟରେ ନ୍ୟାୟ ପାଇବା ସମ୍ପୂର୍ଣ୍ଣ ଅସମ୍ଭବ ବୋଲି ସେ କହିଥିଲେ। ଗୋଗୋଇଙ୍କ ଏଭଳି ମନ୍ତବ୍ୟ ଲାଗି ତାଙ୍କ ବିରୋଧରେ କଣ୍ଟେପ୍ଟ ପ୍ରୋସିଡିଂ ପାଇଁ ସାମାଜିକ କର୍ମୀ ସାକେତ୍‌ ଗୋଖଲେ ଆଟର୍ନି ଜେନେରାଲଙ୍କ ଅନୁମତି ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିନକରେ ଗଡ଼ିଲା ୯୨ ମୁଣ୍ଡ

ନୂଆଦିଲ୍ଲୀ, ୧୫।୫ : ପ୍ରାଣଘାତୀ କରୋନା ଭୂତାଣୁ ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଛି। ଦେଶରେ ଗୁରୁବାର ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟା ୮୧, ୬୫୮କୁ ବୃଦ୍ଧି...

ଶିକ୍ଷା ବିକାଶ ବିବାଦ, କେଜରିଓ୍ବାଲଙ୍କୁ ଭିଡ଼ିଓ ପଠାଇଲେ ହିମନ୍ତ ବିଶ୍ୱ ସରମା…

ନୂଆଦିଲ୍ଲୀ, ୩।୯ : ଶିକ୍ଷା ଓ ବିକାଶକୁ ନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏବଂ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମାଙ୍କ ମଧ୍ୟରେ ଟୁଇଟର...

୧୨ ଘଣ୍ଟା ପରେ କରୋନା ମୃତକଙ୍କଠାରୁ ବ୍ୟାପି ନ ଥାଏ ସଂକ୍ରମଣ: ଏମ୍ସ୍‌ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ମୃତକଙ୍କଠାରୁ ସଂକ୍ରମଣ ହେବ କି ନାହିଁ ସେ ନେଇ ବିଶେଷଜ୍ଞ ସୂଚନା...

ମୁଖ୍ୟମନ୍ତ୍ରୀ ସାଇକେଲରେ ଗଲେ ସଚିବାଳୟ, ପ୍ରାଣ ବାୟୁ ଦେବତା ପେନସନ୍‌ ଯୋଜନା ଆରମ୍ଭ…

ଚଣ୍ଡିଗଡ଼,୨୨।୯: ହରିୟାନା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର ତାଙ୍କ କ୍ୟାବିନେଟ୍‌ ମନ୍ତ୍ରୀଙ୍କ ସହିତ ସାଇକେଲ ଚଳାଇ ସଚିବାଳୟରେ ପହଞ୍ଚିଛନ୍ତି। ବୁଧବାର ଓ୍ବାଲର୍‌ଡ କାର୍‌ ଫ୍ରି ଡେ...

ଆଇଏସ୍‌ ଆତଙ୍କବାଦୀଙ୍କ ବିରୋଧରେ ଏନ୍‌ଆଇଏ ଚାର୍ଜଶିଟ୍‌

ବେଙ୍ଗାଲୁରୁ, ୫।୯(ଆଇଏଏନ୍‌ଏସ୍‌): ଅଲ୍‌-ହିନ୍ଦ୍‌ ମଡ୍ୟୁଲ୍‌ ମାମଲାର ତଦନ୍ତ କରୁଥିବା ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ଜଣେ ଇସ୍‌ଲାମିକ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀଙ୍କ ବିରୋଧରେ ସ୍ବତନ୍ତ୍ର କୋର୍ଟରେ...

‘ରାଜନୈତିକ ପ୍ରଭାବରୁ ଦୂରେଇ ରହୁ ନ୍ୟାୟପାଳିକା’

ନୂଆଦିଲ୍ଲୀ,୨୦ା୬(ପି.ଟି.): ସ୍ବାଧୀନତା ନ୍ୟାୟପାଳିକାର ଆତ୍ମା। ବିଚାର ବ୍ୟବସ୍ଥା ଜନତାଙ୍କ ଆସ୍ଥା ଜୁଟାଇବାରେ ବିଫଳ ହେଲେ କଦାପି ନ୍ୟାୟ ସ୍ଥାପନ କରିପାରିବ ନାହିଁ ବୋଲି ଭାରତର ପ୍ରଧାନ...

ଲଦାଖର ୟୁଟି ମାନ୍ୟତା ବେଆଇନ

ନୂଆଦିଲ୍ଲୀ/ବେଜିଂ,୧୪ା୧୦: କେନ୍ଦ୍ର ସରକାର ଲଦାଖକୁ କେନ୍ଦ୍ରଶାସିତ ଅଞ୍ଚଳ (ୟୁଟି) ମାନ୍ୟତା ଦେବାର ୧୪ ମାସ ପରେ ମଧ୍ୟ ଏହି ପ୍ରସଙ୍ଗକୁ ନେଇ ଅଡ଼ୁଆ ଛିଣ୍ଡୁନାହିଁ। ଭାରତ...

ଏଲ୍‌ଏସିରେ ଚାଇନାର ଦାଦାଗିରି: ୨୦ ହଜାର ସୈନ୍ୟ କଲା ମୁତୟନ

ଲଦାଖ, ୧।୭: ଚାଇନାର ଦାଦାଗିରି ଜାରି ରହିଛି। ଗଲଓ୍ବାନ ଘାଟିର ହିଂସକ ସଂଘର୍ଷ ପରେ ଭାରତ ଚାଇନା ମଧ୍ୟରେ ଶାନ୍ତିପୂର୍ଣ୍ଣ ଆଲୋଚନା ପାଇଁ ଉଦ୍ୟମ କରାଯାଇଥିଲା।...

Advertisement
Archives

Model This Week