ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୯ ଜଣ ଥିବାବେଳେ ଗଜପତିରୁ ୫୬, ଝାରସୁଗୁଡାରୁ ୩୩, କଟକ ଓ ନବରଙ୍ଗପୁରରୁ ୧୬ ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୧୫, ସମ୍ବଲପୁରରୁ ୧୧, ଖୋର୍ଦ୍ଧାରୁ ୧୦, ମୟୁରଭଞ୍ଜରୁ ୮, କେନ୍ଦୁଝର ଓ ପୁରୀରୁ ୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୫, ନୟାଗଡରୁ ୩, ବରଗଡ ଓ କୋରାପୁଟରୁ ୨, ଯାଜପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୬୨୨୪ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କ ସୁରକ୍ଷା ଆମର ଦାୟିତ୍ୱ: ଜାଗ୍ରତ କଲା ବନ ବିଭାଗ

ଦିଗପହଣ୍ଡି,୩୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ କାର୍ଯ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ଗଜ ସାଥି ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

ନୂଆବର୍ଷରେ ପ୍ରବଳ ଶୀତ: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨ (ବନ୍ଦନା ସେଠୀ):ରାଜ୍ୟରେ ଏବେ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି। ଘନ କୁହୁଡ଼ି ସହିତ ଶୀତ ଲହରି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଥିସହିତ...

ରଙ୍ଗ ବଦଳୁଛି

ନିଶ୍ଚିତ ଭାବେ କୁହାଯାଇପାରେ, ପରିବେଶ ଓ ପରିସଂସ୍ଥାନ ବିଗିଡ଼ିଗଲେ ତାହାର ପ୍ରଭାବ ପ୍ରାଣୀ ଓ ଉଦ୍ଭିଦଜଗତ ଉପରେ ପଡ଼ିବ। ନିଜର ସ୍ବାର୍ଥ ସାଧନ ପାଇଁ ପ୍ରକୃତିର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri