ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୯ ଜଣ ଥିବାବେଳେ ଗଜପତିରୁ ୫୬, ଝାରସୁଗୁଡାରୁ ୩୩, କଟକ ଓ ନବରଙ୍ଗପୁରରୁ ୧୬ ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୧୫, ସମ୍ବଲପୁରରୁ ୧୧, ଖୋର୍ଦ୍ଧାରୁ ୧୦, ମୟୁରଭଞ୍ଜରୁ ୮, କେନ୍ଦୁଝର ଓ ପୁରୀରୁ ୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୫, ନୟାଗଡରୁ ୩, ବରଗଡ ଓ କୋରାପୁଟରୁ ୨, ଯାଜପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୬୨୨୪ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଛତ୍ରପୁରରେ ମା’ ରାମାୟାଣାମ୍ମା ଠାକୁରାଣୀ ଯାତ୍ରା: ଆକର୍ଷଣ ସାଜିଛି ପାରମ୍ପରିକ ବାଘ ବେଶ

ଛତ୍ରପୁର (ଦିଲୀପ ସାମଲ), ୨୩।୫: ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମା ଠାକୁରାଣୀଙ୍କ ବାର୍ଷିକ ଯାତ୍ରା ଅବସରରେ ଏବେ ସାରା ସହର ଉତ୍ସବମୁଖର ହୋଇଉଠିଛି।…

ସନାତନ ଧର୍ମକୁ ଅପମାନ ବିରୋଧରେ ବଲାଙ୍ଗୀରରେ ଗର୍ଜିଲା ରାଷ୍ଟ୍ରୀୟ ହିନ୍ଦୁ ପରିଷଦ: ଉଦୟନିଧି ଷ୍ଟାଲିନଙ୍କ ଗିରଫଦାରୀ ଦାବି

ବଲାଙ୍ଗୀର,୨୩।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଶନିବାର ସଂଧ୍ୟାରେ ରାଷ୍ଟ୍ରୀୟ ହିନ୍ଦୁ ପରିଷଦ ଓଡ଼ିଶା, ବଲାଙ୍ଗୀର ଜିଲ୍ଲା କମିଟି ପକ୍ଷରୁ ଏକ ବିଶାଳ ବିକ୍ଷୋଭ…

ଭଞ୍ଜନଗର ଯାତ୍ରାରେ ଆତଙ୍କ ମାମଲାରେ ୪ ଗିରଫ, ମ୍ୟୁନିସିପାଲଟି ଅଧ୍ୟକ୍ଷଙ୍କ ଘରକୁ ବୋମା ମାଡ଼ ଘଟଣାରେ ଅଭିଯୁକ୍ତ…

ଭଞ୍ଜନଗର,୨୩।୫(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଠାକୁରାଣୀ ଯାତ୍ରା ଚାଲିଥିବା ସମୟରେ ଗତ ୧୭ ତାରିଖ ରାତିରେ ସହରର ଦୁଇ ଯୁବ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ତଗୋଳ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

କୋଟିଏ ଟଙ୍କାର ବୀମା ଟଙ୍କା ପାଇଁ ସ୍ବାମୀଙ୍କ ଉପରେ ଲାଗିଲା ଗୁରୁତର ଅଭିଯୋଗ! ସୋସିଆଲ ମିଡ଼ିଆରେ ଘୁରି ବୁଲୁଛି ଭିଡ଼ିଓ

ଚେନ୍ନାଇ,୨୩।୫: ତେଲେଙ୍ଗାନାର ଖମ୍ମମ ଜିଲାର ଥିରୁମାଲାୟାପାଲେମ ମଣ୍ଡଳରେ ଅବସ୍ଥିତ ଗୋଲ ଥାଣ୍ଡା ଗାଁରେ ଜଣେ ୨୯ ବର୍ଷୀୟ ବିବାହିତ ମହିଳାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri