ପୁଣି ୫୧ ହଜାର ଟଙ୍କା ଜମାକଲେ ବିଡିଓ

ପୁରୁଷୋତ୍ତମପୁର,୫ା୮(ଡି.ଏନ.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା ତାରାତାରିଣୀଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବରେ ଅନ୍ନଯଜ୍ଞ ସାମଗ୍ରୀ ହେରଫେର ହୋଇଥିବା ଅଭିଯୋଗ ହୋଇଥିଲା। ଏହି ସାମଗ୍ରୀ ବିକ୍ରି ପରେ ଗୁରୁବାର ବିଡିଓ ପୁଣି ୫୧ ହଜାର ୩ ଶହ ଟଙ୍କା ଅନ୍ନଯଜ୍ଞ ଆକାଉଣ୍ଟରେ ଜମା କରିଛନ୍ତି। ଗତ ମଙ୍ଗଳବାର ୩ ଲକ୍ଷ ୩୦ହଜାର ୨୪୦ ଟଙ୍କା ଜମା କରିଥିଲେ। ଜମା ରସିଦକୁ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି। ତେବେ ସାମଗ୍ରୀରେ କୌଣସି ହେରଫେର ହୋଇ ନ ଥିବା ବିଡିଓ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେତେ ପଢିଛନ୍ତି ଶାହରୁଖ ଖାନଙ୍କ ଝିଅ: ବାପାଙ୍କ ସହ କରିବେ ଧମାଲ୍‌

ଯେତେବେଳେ ଷ୍ଟାର କିଡ୍ସଙ୍କ ପ୍ରସଙ୍ଗ ଉଠାଯାଏ, ପ୍ରଥମେ ଶାହରୁଖ ଖାନଙ୍କ ଝିଅ ସୁହାନାଙ୍କ ନାଁ ଆଗରେ ଆସେ। ସୁହାନା ତାଙ୍କର ଚମତ୍କାର ଲୁକ ପାଇଁ ପ୍ରାୟତଃ ସୋସିଆଲ…

ଧୋନୀ ସବୁ ବିଗାଡ଼ି ଦେଇଛନ୍ତି….CSK ବିଦା ପରେ କାହିଁକି ଏମିତି କହିଲେ ଅଶ୍ୱିନ

ନୂଆଦିଲ୍ଲୀ,୨୨।୫: ଚେନ୍ନାଇ ସୁପର କିଙ୍ଗ୍ସ ପୁଣିଥରେ IPLରୁ ଖାଲି ହାତରେ ଫେରିଛି। IPL ଇତିହାସର ସବୁଠାରୁ ସଫଳ ଦଳ ମଧ୍ୟରୁ ଗୋଟିଏ ତଥା ପାଞ୍ଚ ଥର ଚାମ୍ପିଅନ…

ନବ ନିର୍ମିିତ ବର୍ହିଚିକିତ୍ସା, ଅର୍ନ୍ତଚିକିତ୍ସା ବିଭାଗ ଗୃହର ଶୁଭ ଉଦ୍‌ଘାଟନ କଲେ ସାଂସଦ-ବିଧାୟକ

ଗଞ୍ଜାମ,୨୨।୫ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ନବନିର୍ମିିତ ବର୍ହିଚିକିତ୍ସା ଓ ଅର୍ନ୍ତଚିକିତ୍ସା ବିଭାଗ ଗୃହକୁ ବ୍ରହ୍ମପୁର ସାଂସଦ ପ୍ରଦୀପ କୁମାର ପାଣିଗ୍ରାହୀ…

ଖଣ୍ଡଦେଉଳୀରେ ପିଏମଶ୍ରୀ ସ୍କୁଲର ଅତିରିକ୍ତ ଶ୍ରେଣୀ ଗୃହ ଉଦଘାଟନ କଲେ ବିଧାୟକ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୨।୫(ଅନାଥ ତରାଇ): ଗଞ୍ଜାମ ବ୍ଲକ୍ ଅନ୍ତର୍ଗତ ଖଣ୍ଡଦେଉଳୀ ଗ୍ରାମରେ ଏକ ଭବ୍ୟ କାର୍ଯ୍ୟକ୍ରମରେ ନବନିର୍ମିତ ବଜାର ଗୃହ ଓ ପି.ଏମ.ଶ୍ରୀ ଉଚ୍ଚ ବିଦ୍ୟାଳୟର ଅତିରିକ୍ତ ଶ୍ରେଣୀ ଗୃହର…

ପ୍ରେମିକା ପାଇଁ ଝୁଲିପଡିଲେ ପ୍ରେମିକ, ଏହି କଥାକୁ ନେଇ ଝଗଡ଼ା ହେବାରୁ…

ପାଟଣା,୨୨।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମିରିଖୋଜି ପଞ୍ଚାୟତ ଅନ୍ତର୍ଗତ ଭାଲିଆଡାଳ ଗ୍ରାମର ଚକ୍ରଧର ସାହୁଙ୍କ ପୁଅ ଜିତେନ୍ଦ୍ର ସାହୁ (୧୮) ଶୁକ୍ରବର ଘର…

ପନିର ଖାଇ ICUରେ ୭ ଛାତ୍ର! NCC ଶିବିରରେ ଆତଙ୍କ

ଜବଲପୁର,୨୨।୫: ମଧ୍ୟ ପ୍ରଦେଶର ଜବଲପୁରର ଡୁମନାରେ IIITDM କ୍ୟାମ୍ପସ ମଧ୍ୟରେ ଚାଲିଥିବା NCC ଶିବିରରେ ଆତଙ୍କ ସୃଷ୍ଟି ହୋଇଛି। ରାତ୍ରୀଭୋଜନ ପରେ ହଠାତ୍‌ ୫୦ରୁ ଅଧିକ କ୍ୟାଡେଟଙ୍କ…

ଖଣ୍ଡଦେଉଳି ଗ୍ରାମର ମୃତ ପରିବାରକୁ ଭେଟି ସମବେଦନା ଜଣାଇଲେ ବିଧାୟକ, ନିଜସ୍ବ ପାଣ୍ଠିରୁ ଦେଲେ ଆର୍ଥିକ ସହାୟତା

ଗଞ୍ଜାମ,୨୨। ୫(ଅନାଥ ତରାଇ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଖଣ୍ଡଦେଉଳି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ଏହି ଗ୍ରାମର ବାସିନ୍ଦା ପୂର୍ଣ୍ଣ…

୧୯ ବର୍ଷୀୟା ବଧୂ, ୪୦ ବର୍ଷୀୟ ବର: ବରମାଳା ପୂର୍ବରୁ ଧରାପଡିଲେ ନକଲି ବର, ଗାଁ ଲୋକେ କାବୁ କରି ….

ପାଟନା,୨୨ା୫: ବିହାରର ମୁଜାଫରପୁର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଦମ୍ପତି ପବିତ୍ର ବନ୍ଧନରେ ବାନ୍ଧିହେବା ପୂର୍ବରୁ ଯୁଦ୍ଧକ୍ଷେତ୍ରରେ ପରିଣତ ହୋଇଥିଲା । ରାଜସ୍ଥାନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri