CORONAVIRUS UPDATE: ରାଜ୍ୟରେ ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଲା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୫୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୫୨୭ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୮ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୮୯ ଲୋକାଲ କେସ୍‌ ରହିଛି।
ନୂଆ ୫୨୭ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିରୁ ୨୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୋଳ ୧, ବାଲେଶ୍ୱର ୨୬, ବରଗଡ଼ ୧, ଭଦ୍ରକ ୨, ବଲାଙ୍ଗୀର ୨୧, କଟକ ୧୭, ଢେଙ୍କାନାଳ ୧, ଗଜପତି ୩, ଜଗତ୍‌ସିଂହପୁର ୪, ଯାଜପୁର ୨୫, ଝାରସୁଗୁଡ଼ା ୪, କେନ୍ଦ୍ରାପଡ଼ା ୫, କେନ୍ଦୁଝର ୭, ଖୋର୍ଦ୍ଧା ୫୦, କୋରାପୁଟ ୬, ମାଲକାନଗିରି ୩, ମୟୂରଭଞ୍ଜ ୧୦, ନବରଙ୍ଗପୁର ୩, ନୟାଗଡ଼ ୧୮, ନୂଆପଡ଼ା ୪, ପୁରୀ ୧୬, ରାୟଗଡ଼ା ୧, ସମମ୍ବଲପୁର ୧, ସୋନପୁର ୫, ସୁନ୍ଦରଗଡ଼ ୭୮।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୦,୬୨୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୮୬୦ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୬,୭୦୩ଜଣ ସୁସ୍ଥ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରେ ବଡ଼ ଆକ୍ରମଣ କଲା ଆମେରିକା: ଖସାଇଲା ଡ୍ରୋନ୍‌

ଓ୍ବାଶିଂଟନ୍‌,୨୮।୫: ଆମେରିକୀୟ ସେନା ପୁଣି ଥରେ ଇରାନରେ ବଡ଼ ଧରଣର ସାମରିକ ଆକ୍ରମଣ କରିଛି। ଆମେରିକୀୟ ଅଧିକାରୀଙ୍କ ଅନୁଯାୟୀ, ଏହି ରାତାରାତି ଆକ୍ରମଣ ସେହି ସାମରିକ ଘାଟିଗୁଡ଼ିକୁ…

କାଳବୈଶାଖୀର ପ୍ରଭାବରେ ଉଡିଲା ଛପର: ୧୪ ଘଣ୍ଟା ହେଲା ବିଦ୍ୟୁତ-ମୋବାଇଲ ସେବା ଅଚଳ

ଦାରିଙ୍ଗବାଡି, ୨୮।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କାଳ ବୈଶାଖୀର ପ୍ରଭାବରେ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ସିମନବାଡି ସମେତ କିରିକୁଟି, ତିଲୋରୀ, ବୁଡ଼ାଗୁଡା,…

ବିଧାୟିକାଙ୍କ ଫଣ୍ଡକୁ ଖର୍ଚ୍ଚ କରିବାରେ ବ୍ଲକ ପ୍ରଶାସନର ବିଳମ୍ବ: ବିଜେଡି କର୍ମୀଙ୍କୁ ଅଣଦେଖା

କେସିଙ୍ଗା,୨୮।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ନର୍ଲା ନିର୍ବାଚନ ମଣ୍ଡଳୀର ବିଧାୟିକା ମନୋରମା ମହାନ୍ତି କେସିଙ୍ଗା ବ୍ଳକ ଗସ୍ତକରି ନିଜ ନିର୍ବାଚନ ମଣ୍ଡଳୀ ଅଧୀନରେ ଥିବା କେସିଙ୍ଗା ବ୍ଳକର…

ବିମାନ ଯାତ୍ରୀଙ୍କୁ ଝଟ୍‌କା! ୨୨% ଘରୋଇ ଉଡ଼ାଣ ବନ୍ଦ କଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୨୮ା୫: ଇନ୍ଧନ ମୂଲ୍ୟ ଅତ୍ୟଧିକ ବୃଦ୍ଧି ଯୋଗୁ କ୍ଷତିରେ ଚାଲୁଥିବା ଏୟାର ଇଣ୍ଡିଆ ଏହାର ଘରୋଇ ବିମାନ ଉଡ଼ାଣ ଅସ୍ଥାୟୀ ଭାବେ ୨୨ ପ୍ରତିଶତ ହ୍ରାସ କରିଛି।…

ରାସ୍ତା ନ ଥିବାରୁ ୩ କିମି ଷ୍ଟ୍ରେଚରରେ ବୁହାହେଲେ ଗର୍ଭବତୀ ମହିଳା: ପ୍ରଶଂସା ସାଉଁଟିଲେ ଆମ୍ବୁଲାନ୍ସ କର୍ମଚାରୀ

କେସିଙ୍ଗା/ଖପ୍ରାଖୋଲ,୨୮/୫(ତୁମେଶ୍ୱର ସାହୁ/ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଳକ ଅନ୍ତର୍ଗତ ଜାନିପଡା ପାହାଡ଼ ପାଖରେ ରହୁଥିବା ରୋହିତ ଧରୂଆଙ୍କ ସ୍ତ୍ରୀ ସୀମା ମାଝୀଙ୍କ ଗର୍ଭଯନ୍ତ୍ରଣା ହେଉଥିବାରୁ ତାଙ୍କୁ ଡାକ୍ତରଖାନା ଆଣିବା…

୯ମ ଶ୍ରେଣୀ ପାଇଁ CBSEର ତ୍ରିଭାଷୀ ନିୟମ: କେନ୍ଦ୍ର, ଏନ୍‌ସିଇଆର୍‌ଟିକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଜୁଲାଇ ୧ରୁ ନବମ ଶ୍ରେଣୀ ପିଲାଙ୍କ ପାଇଁ ୩ ଭାଷା ପଢ଼ିବା ବାଧ୍ୟତାମୂଳକ ନୀତି ଲାଗୁ କରିଥିବାରୁ ଏହାକୁ…

୨ଦିନ ପରେ ପାଗ ବଦଳିବ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୨୮ା୫ (ସୌମ୍ୟରଞ୍ଜନ ରାଉତ):ପ୍ରବଳ ଗରମ ଓ ଗୁଳୁଗୁଳିରୁ ଓଡ଼ିଶାବାସୀଙ୍କୁ ଆଶ୍ବସ୍ତି ମିଳିଛି। ରାଜ୍ୟ ତାପମାତ୍ରାରେ ସାମାନ୍ୟ ହ୍ରାସ ପାଇଥିଲେ ମଧ୍ୟ ବୁଧବାର ଦିନସାରା ଗୁଳୁଗୁଳି ଜାରି ରହିଥିଲା।…

ଜୁଲାଇ ୨ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା, ଜୁଲାଇ ୨ରୁ ୧୦ ପର୍ଯ୍ୟନ୍ତ ଚାଲିବ; ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

କଟକ,୨୭ା୫ (କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ବର୍ଷର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ଆଗାମୀ ଜୁଲାଇ ୨ ତାରିଖରୁ ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri