ରୁପାଲି ଛକକୁ ବାଛିଛି ଆମ ବସ୍‌: ଅଟୋ ପରେ ପୁଣି ସ୍କୁଟିକୁ …

ଭୁବନେଶ୍ୱର,୩।୧: ଦୁର୍ଘଟଣା ପାଇଁ ରୁପାଲି ଛକକୁ ବାଛି ନେଇଛି ଆମ ବସ୍‌। ସକାଳେ ଅଟୋକୁ ଧକ୍କା ଦେଲା ଆଉ ଏବେ ସ୍କୁଟିକୁ। କିଛି ସମୟ ପୂର୍ବରୁ ‘ଆମ ବସ’ ଧକ୍କାରେ ଜଣଙ୍କର ଜୀବନ ଯାଇଥିଲା। ଜଣେ ଗୁରୁତର ହୋଇଥିଲେ।

ଏକ ଅଟୋ ପଛରୁ ପିଟିଥିଲା ଆମ ବସ୍‌। ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିଲା । ଜଣେ ଗୁରୁତର ହୋଛନ୍ତି ।  ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଯାଇଥିଲା। ସ୍ଥିତି ନିୟନ୍ତ୍ରଣ ପାଇଁ ଡିସିପି ଘଟଣାସ୍ଥଳରେ ପହଞ୍ଚିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜେଲ ଗଲେ କୋଟିପତି ଫରେଷ୍ଟର: ଆୟରୁ ୪୭୦ ଶତକଡ଼ା ଅଧିକ ସମ୍ପତ୍ତି କରିଥିଲେ ଠୁଳ, ୪ କୋଟିର ମାଲିକ

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରା ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡିଥିଲେ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

ମେଟ୍ରିକ୍‌ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର

ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍‌.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…

ଜଙ୍ଗଲରେ ଭୋଜି ମନା

ଅନୁଗୋଳ,୨୧।୨: ଗ୍ରୀଷ୍ମ ଋତୁରେ ଜଙ୍ଗଲ ନିଆଁ ରୋକିବାକୁ ଅନୁଗୋଳ ଉପଜିଲାପାଳଙ୍କ ପକ୍ଷରୁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଏନେଇ ଉପଜିଲାପାଳଙ୍କ ପକ୍ଷରୁ ଶନିବାର ଏକ କଟକଣା ଜାରି…

ଛାତ୍ରୀଙ୍କୁ ଗଣ ବଳାତ୍କାର ମାମଲା, ୫ କୋର୍ଟ ଚାଲାଣ

କେନ୍ଦ୍ରାପଡା/ରାଜକନିକା, ୨୧ା୨(ଜଗନ୍ନାଥ ଧଳ/ ସଞ୍ଜୟ କୁମାର ଦାଶ/ ରବୀନ୍ଦ୍ର କୁମାର ଦାଶ):କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ଓଳାଭର ଅଞ୍ଚଳର ଏକ ଘରୋଇ ଇଂଲିଶ ମିଡିୟମ ସ୍କୁଲରେ ଜଣେ…

Odisha Budget 2026: ବଜେଟରେ ୧୬ଟି ନୂଆ ଯୋଜନା ଘୋଷଣା କଲେ ମୁଖ୍ୟମନ୍ତ୍ରୀ; ଖର୍ଚ୍ଚ ହେବ ଏତିକି ଟଙ୍କା…

ଭୁବନେଶ୍ୱର,୨୧।୨: ଓଡ଼ିଶା ସରକାର ଆଜି ୩,୧୦,୦୦୦ କୋଟି ଟଙ୍କାର ଐତିହାସିକ ବଜେଟ୍ ଆଗତ କରିଛନ୍ତି ।ଚଳିତ ବର୍ଷ ବଜେଟରେ ଓଡିଶାର ବିଭିନ୍ନ କ୍ଷେତ୍ର ପାଇଁ ସରକାର ହାତ…

ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ: ଜୀବଜନ୍ତୁ ବଞ୍ଚିଲେ ଆମେ ବଞ୍ଚିବା

 ଗଞ୍ଜାମ,୨୧।୨(ବିଦ୍ୟାଧର ସାହୁ ): ଜୈବ୍ୟ ବିବିଧତା ବୋର୍ଡ ଭୁବନେଶ୍ୱର ନିର୍ଦ୍ଦେଶକ୍ରମେ  ବ୍ରହ୍ମପୁର ବନଖଣ୍ଡ ବିଭାଗ ପକ୍ଷରୁ ଜୈବ୍ୟ ବିବିଧତା ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଶନିବାର ବ୍ଲକ କନଫରେନ୍ସ…

ମୁଁ କହିଥିଲି ମୁଁ ଗଲେ ମୋ ପୁଅକୁ ତଳକୁ ଓହ୍ଲାଇବ: ଏମିତି କହିଥିଲେ …

ଭୁବନେଶ୍ୱର,୨୧।୨: କିସ୍‌ ଛାତ୍ର ମୃତ୍ୟୁ ଘଟଣାରେ ତଦନ୍ତ ଦାବିକଲେ ଉକ୍ତ ଛାତ୍ରଙ୍କ ବାପା। ପୁଅର ମତ୍ୟୁକୁ ନେଇ ସନ୍ଦେହ ପ୍ରକାଶ କଲେ ବାପା। ସେ କହିଛନ୍ତି, ୩…

ବିଦ୍ୟୁତ୍‌ ଟିକସ ବୃଦ୍ଧି ବାତିଲ, ସ୍ମାର୍ଟ ମିଟର ଲଗାଇବା ବନ୍ଦ ନେଇ ସିପିଆଇଏମ୍‌ର ବିକ୍ଷୋଭ

ଛତ୍ରପୁର,୨୧ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପରିଷଦ ଭବନର ଋଷିକୁଲ୍ୟା ସମ୍ମିଳନୀ କକ୍ଷରେ ବିଭିନ୍ନ ବିଷୟକୁ ନେଇ ଓଇଆରସି ପକ୍ଷରୁ ଏକ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଟିପିଏସଓଡିଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri