ପୁଣି ଇଡିରେ ହାଜର ହେଲେ ଅର୍ଚ୍ଚନାଙ୍କ ଡ୍ରାଇଭର

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବହୁ ଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ଦିନକୁ ଦିନ ନୂଆ ମୋଡ ନେଉଛି। ସୋମବାର ଅର୍ଚ୍ଚନାଙ୍କ ଡ୍ରାଇଭର ଚନ୍ଦନ ଇଡି କାର୍ଯ୍ୟାଳୟରେ ପୁଣି ହାଜର ହୋଇଛନ୍ତି। ଅର୍ଚ୍ଚନାଙ୍କ ସମ୍ପର୍କରେ ଅଧିକ ତଥ୍ୟ ଜାଣିବା ପାଇଁ ତାଙ୍କୁ ପଚରାଉଚରା କରୁଛି। ଏହା ପୂର୍ବରୁ ମଧ୍ୟ ଦିନ ଚନ୍ଦନଙ୍କୁ ଇଡି ଅଧିକାରୀମାନେ ଭୁବନେଶ୍ୱରରେ ଥିବା କାର୍ଯ୍ୟାଳୟକୁ ଡାକି ପଚରାଉଚରା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ବାହାରି ଯାଇ ଆଉ ଫେରି ନ ଥିଲେ , ୪ ଦିନ ପରେ ମିଳିଲା ମୃତଦେହ

ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ...

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୭

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୭...

ଆଇଏଏସ୍‌, ଓଏଏସ୍‌ ଅଫିସର ସ୍ତରରେ ବଦଳି

ଭୁବନେଶ୍ୱର,୪। ୮(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଏବଂ ବରିଷ୍ଠ ଓଏଏସ୍‌ ସ୍ତରରେ ଅଦଳ ବଦଳ କରିଛନ୍ତି। ଏ ନେଇ ସୋମବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ...

ହନୁମାଙ୍କଡ଼ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ ଘଟିଣା: ଟ୍ରାଙ୍କୁଲାଇଜ କରି ଧରାଗଲା

ଭୁବନେଶ୍ୱର/ବାରଙ୍ଗ,୯।୫(ବ୍ୟୁରୋ/ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଚନ୍ଦକା ଥାନା ଅର୍ନ୍ତଗତ ଗିରିଙ୍ଗାପୁଟ ଗ୍ରାମରେ ହନୁମାଙ୍କଡ ଆକ୍ରମଣରେ ଶୁକ୍ରବାର ଜଣେ ବିଧବା ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ କଅଁଳ...

ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଆଇନ ଓ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା କରୋନା ସଂକ୍ରମିତ ହୋଇଥିବା ନିଜେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି । ସେ ଟୁଇଟ୍‌ରେ...

ଜାତୀୟ ଦଳର ରାଜ୍ୟ ନେତା ମୂକ

ଭୁବନେଶ୍ୱର,୧୯।୧୨(ବ୍ୟୁରୋ): ଜାତୀୟ ଦଳର ରାଜ୍ୟ ନେତା ମୂକ ପାଲଟିଛନ୍ତି। ରାଜ୍ୟ ସ୍ବାର୍ଥକୁ ଅଣଦେଖା କରି ଶୀର୍ଷ ନେତାଙ୍କୁ ଖୁସି କରି ମନ୍ତ୍ରୀ କିମ୍ବା କିଛି ବଡ଼...

ରାଜ୍ୟସ୍ତରୀୟ ଆମ୍ବ ମେଳା ଉଦ୍‌ଘାଟିତ: ୧୦ରୁ ଊର୍ଦ୍ଧ୍ୱ କିସମର ଆମ୍ବ ପ୍ରଦର୍ଶନ

ଭୁବନେଶ୍ୱର, ୨ା୬(ବ୍ୟୁରୋ)- ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନ ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ଓ ବିପଣନ ସମିତି (ଓର୍‌ମାସ୍‌) ତଥା ଓଡ଼ିଶା ଜୀବିକା ମିଶନର...

ଖାରଜ ହୋଇଗଲା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କ ପିଟିଶନ

କଟକ ଅଫିସ,୮ା୧୦: ୨୦୨୦ ଡିସେମ୍ବର ୧୮ରେ ପୋଲିସ କମିଶନର ଝାରପଡା ଜେଲରେ ଥିବା ଗ୍ୟାଙ୍ଗଷ୍ଟର ରାଜା ଆଚାର୍ଯ୍ୟଙ୍କୁ ଜାତୀୟ ନିରାପତ୍ତା ଆଇନ(ଏନ୍‌ଏସ୍‌ଏ)ରେ ଅଟକ ରଖିବାକୁ ନିର୍ଦ୍ଦେଶନାମା...

Advertisement
Archives

Model This Week