ପୁଣି ବାହାନଗା ଷ୍ଟେଶନରେ ସିବିଆଇ ଟିମ୍‌

ବାଲେଶ୍ୱର ଅଫିସ,୭ା୬: ବାହାନଗା ରେଳ ଷ୍ଟେଶନରେ ବୁଧବାର ପୁଣି ସିବିଆଇ ଟିମ୍‌ ପହଞ୍ଚିଛି। ମଙ୍ଗଳବାର ଦିନ ଓ ରାତି ଦୁର୍ଘଟଣାସ୍ଥଳ ସମେତ ବାହାନଗା ଷ୍ଟେଶନରେ ଟିମ୍‌ ଯାଞ୍ଚ କରିଥିବା ବେଳେ ଆଜି ପୁଣି ବାହାନଗାରେ ଜୋରଦାର ତନାଘନା କରିଛି ସିବିଆଇ। ଷ୍ଟେଶନ ମାଷ୍ଟର ଓ ଗାର୍ଡଙ୍କୁ ପଚରାଉଚରା କରାଯିବା ସହ ରେଳ ବିଭାଗର ବରିଷ୍ଠ ଅଧିକାରୀଙ୍କୁ ପଚରାଉଚରା କରିଛି। ଦୁର୍ଘଟଣା କିପରି ଘଟିଥିଲା ସମସ୍ତ ଦିଗକୁ ନଜରରେ ରଖି ତଦନ୍ତ କରୁଛି ସିବିଆଇ।


Enter your email to get our daily news in your inbox.

All Right Reserved By Dharitri.Com

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଧରିତ୍ରୀ’ ପ୍ରଭାବ: ଜଗନ୍ନାଥପ୍ରସାଦ ମୁଖ୍ୟ ବଜାରରୁ ହଟିଲା ଅଳିଆ ପାହାଡ଼, ସ୍ୱଚ୍ଛତା ଅଭିଯାନରେ ନିଜେ ସାମିଲ ହେଲେ ବିଡିଓ

ଜଗନ୍ନାଥପ୍ରସାଦ, ୧।୭(ବିଭୁ ପ୍ରସାଦ ପଟ୍ଟନାୟକ): ଅଞ୍ଚଳର ସମସ୍ୟାକୁ ପ୍ରଶାସନର ସାମ୍ନାକୁ ଆଣିବା ଏବଂ ସମାଜରେ ସକାରାତ୍ମକ ପରିବର୍ତ୍ତନର ସୂତ୍ରଧର ସାଜିବା ହିଁ ଜଣେ ସଚେତନ ଖବରଦାତାଙ୍କ ପ୍ରକୃତ କର୍ତ୍ତବ୍ୟ।…

ତାମିଲନାଡୁଗ୍ୟାସ ଟ୍ରାଜେଡି: ଆଖି ବୁଜିଲେ ଆଉ ଜଣେ ଓଡ଼ିଆ ଯୁବତୀ

ଭୁବନେଶ୍ୱର,୧।୭: ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍‌ ଲିକ୍‌ ଘଟଣାରେ ବୁଧବାର ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି ଆଉ ଜଣେ…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri