ପୁଣି କରୋନା ଭାଙ୍ଗିଲା ସବୁ ରେକର୍ଡ: ଗୋଟିଏ ଦିନରେ ମୃତ୍ୟୁ ସଂଖ୍ୟା ୩୯୦୦ ଟପିଲା…

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅଣାୟତ୍ତ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ପୁଣି କରୋନା ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୨ ହଜାର ୨୬୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନାରେ ୩୯୮୦ ଜଣଙ୍କ ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଇତି ମଧ୍ୟରେ ଦେଶରେ ୨୯ କୋଟି ୬୭ ଲକ୍ଷ ୭୫ ହଜାର ୨୦୯ ଲୋକଙ୍କ ନମୁନା ପରୀକ୍ଷା କରାଯାଇଥିବା ଆଇସିଏମ୍‌ଆର୍‌ ପକ୍ଷରୁ କୁହାଯାଇଛି। ସେହିପରି ବର୍ତ୍ତମାନ ସୁଦ୍ଧା ୧୬ କୋଟି ୨୫ ଲକ୍ଷ ୧୩ ହଜାର ୩୩୯ ଲୋକଙ୍କୁ ଟିକାଦାନ କରାଯାଇ ସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନରେ ଗୋଟିଏ ରାତିରେ ୨ ଥର ଭୂକମ୍ପ

ପୋର୍ଟବ୍ଲେୟାର,୨୫।୫: ଆଣ୍ଡାମାନ ନିକୋବରରେ ୨ଥର ଭୂକମ୍ପ ଅନୁଭୁତ ହୋଇଛି। ପ୍ରଥମ ଭୂକମ୍ପ ରାତି ୨ଟା ୫୨ରେ ହୋଇଥିବାବେଳେ ଦ୍ୱିତୀୟ ଭୂକମ୍ପ ଭୋର ୫ଟାରେ ହୋଇଛି। ପ୍ରଥମ...

ପୁଣି ସହାୟତାର ହାତ ବଢାଇଲେ ସୁଷମା

ନୂଆଦିଲ୍ଲୀ,୨୭।୪: ସୁଦୂର କାନାଡାରେ ଜଣେ ଯୁବ ଇଞ୍ଜିନିୟର ଓ ତାଙ୍କ ପୁଅ ସୁଇମିଂ ପୁଲରେ ବୁଡି ଯିବାରୁ ସେମାନଙ୍କର ମୃତ୍ୟୁ ହୋଇଥିବା ଜାଣିବାକୁ ପାଇଥିଲେ ବୈଦେଶିକ...

କରୋନା କଟକଣାକୁ ବେଖାତିର: ସାକ୍ଷୀଗୋପାଳରେ ମନ୍ଦିର ଠାରୁ ମାଛ ମାର୍କେଟ ସବୁଠି ଲୋକଙ୍କ ଭିଡ଼

ସାକ୍ଷୀଗୋପାଳ, ୧୫।୪(ଡି.ଏନ୍‌. ଏ.): ବିଶ୍ବ ମହାମରୀ କରୋନାର ଭୟାବହତା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାର ମୁକାବିଲା ଲାଗି ରାଜ୍ୟ ସରକାର ନୂଆ ନୂଆ...

କଟକରେ ମାଡିଲାଣି କରୋନା: ଆଜି ଚିହ୍ନଟ ହେଲେ ୨୭ ନୂଆ ପଜିଟିଭ

କଟକ ଅଫିସ, ୧୪।୭(ବ୍ୟୁରୋ): କଟକ ସହରରେ ମଙ୍ଗଳବାର ଆଉ ୨୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ସରକାରୀ କ୍ୱାରାଣ୍ଟାଇନରୁ ୨୦ଜଣ, ହୋମ୍‌ କ୍ୱାରାଣ୍ଟାଇନ୍‌ରୁ...

ବିହାରରେ ରାହୁଲଙ୍କ ପୋଷ୍ଟରକୁ ନେଇ ଆରମ୍ଭ ହେଲା ରାଜନୀତି

ପାଟନା,୨୦।୨: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭିନ୍ନ ଅବତାରର ଏକ ପୋଷ୍ଟର ବିହାରରେ ଦେଖିବାକୁ ମିଳିଛି। ଏଥିରେ ରାହୁଲ ସଂରକ୍ଷଣକୁ ଶେଷ ହେବାକୁ ଦେବେ ନାହିଁ...

ମୋଦିଙ୍କ କ୍ୟାବିନେଟରେ ଜ୍ୟୋତିରାଦିତ୍ୟ ସବୁଠୁ ଧନୀ ମନ୍ତ୍ରୀ, ଜାଣନ୍ତୁ ସମ୍ପତ୍ତି କେତେ

ନୂଆଦିଲ୍ଲୀ, ୧୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିକଟରେ ସମ୍ପ୍ରସାରିତ କରିଥିବା କ୍ୟାବିନେଟରେ ୪୨ ପ୍ରତିଶତ ମନ୍ତ୍ରୀଙ୍କ ନାଁରେ ଆପରାଧିକ ମାମଲା ରହିଥିବା ଜଣାପଡ଼ିଛି। ଗତ ବୁଧବାର...

ଦିଲ୍ଲୀ ନିର୍ବାଚନ: ଭୋଟ ହାର ଘୋଷଣାରେ ବିଳମ୍ବ ନେଇ ଅସନ୍ତୋଷ ପ୍ରକାଶ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୯ା୨: କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଦିଲ୍ଲୀ ବିଧାନସଭାର ୭୦ ଆସନରେ ନିର୍ବାଚନ ଶେଷ ହୋଇଛି। ଇତିମଧ୍ୟରେ ୧୭ ଘଣ୍ଟା ବିତି ଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ...

ବିଧାନସଭାରେ ବିରୋଧୀ ଦଳର ନେତା ହେବେ ଅଜିତ ପାଓ୍ବାର

ମୁମ୍ବାଇ,୪।୭: ମହାରାଷ୍ଟ୍ରରେ ଜାରି ରହିଥିବା ହାଇଡ୍ରାମା ଏବେ ଶେଷ ହୋଇଛି। ସୋମବାର ମହାରାଷ୍ଟ୍ର ବିଧାନସଭାରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଶକ୍ତି ପରୀକ୍ଷାରେ ସଫଳ ହୋଇଛନ୍ତି। ୧୬୪ଟି...

Advertisement
Archives

Model This Week