ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ: କାଜୁ ଗୋଟାଉ ଗୋଟାଉ କଚାଡ଼ି ଦେଲା ମହିଳାଙ୍କୁ

ଖୋର୍ଦ୍ଧା ଅଫିସ,୩।୪: ପୁଣି ଖୋର୍ଦ୍ଧାରେ ହାତୀ ଆତଙ୍କ ଦେଖା ଦେଇଛି। ହାତୀ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି। ଟାଙ୍ଗି ବନାଞ୍ଚଳ ଡମଣଭୂଇଁରେ ଏହି ଘଟଣା ଘଟିଛି। ଗୁରୁତର ହେଲେ ଗୀତାଞ୍ଜଳି ମାର୍ଥା। ତାଙ୍କୁ ବନ କର୍ମଚାରୀ ଉଦ୍ଧାର କରି ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରିଛନ୍ତି। ସେଠାରୁ ଗୁରୁତର ଅବସ୍ଥାରେ କଟକ ବଡ ମେଡିକାଲ ସ୍ଥାନାନ୍ତରିତ କରାଯାଇଛି।
ସକାଳ ସମୟରେ ଗାଁ ନିକଟ କାଜୁ ଜଙ୍ଗଲରେ କାଜୁ ଗୋଟାଉଥିବା ବେଳେ ହାତୀ ତାଙ୍କୁ କଚାଡ଼ି ଦେଇଥିଲା। ତେବେ ସକାଳେ ଖୋର୍ଦ୍ଧା ବନାଞ୍ଚଳ ଧଉଳିମୂହଁ ପଞ୍ଚାୟତର ରାମଚଣ୍ଡି (ଦୁର୍ଗାପୁର) ଗ୍ରାମରେ ଶନିବାର ହାତୀ ଆତଙ୍କ ଦେଖାଯାଇଛି। ହାତୀ ଆକ୍ରମଣରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଗୁରୁତର ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଲେଓ଼୍ବ ଷ୍ଟେଶନରେ ମହଙ୍ଗା ହେଲା ଖାଦ୍ୟ; ଜାଣନ୍ତୁ କେଉଁ ଖାଦ୍ୟ କେତେ ବଢିଲା…

ନୂଆଦିଲ୍ଲୀ,୨୭।୫: ରେଳ ଷ୍ଟେସନରେ ମହଙ୍ଗା ହେଲା ଖାଦ୍ୟ; ନୂତନ ଦର ଜୁନ ୧ ରୁ ଲାଗୁ ହେବା ନେଇ ବଡ଼ ଘୋଷଣା। ଏହି ନୂତନ ସଂଶୋଧନ ପରେ,…

ସ୍କୁଟିରେ ଚାଲାଣ ହେଉଥିଲା ବ୍ରାଉନସୁଗାର, ମାଡ଼ି ବସିଲା ପୋଲିସ

ଧାମନଗର,୨୭ା୫(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଦିନକୁ ଦିନ ବ୍ରାଉନସୁଗାର ବା ନିଶା କାରବାର ବୃଦ୍ଧି ପାଉଥିବା ବେଳେ ଏହା ଉପରେ ଲଗାମ ଲଗାଇବାକୁ ପୋଲିସକୁ…

୮୦% ଭିନ୍ନକ୍ଷମ ସୁନୀଲଙ୍କୁ ମିଳୁନି ଭତ୍ତା: ପଚାରିବାରୁ ସରପଞ୍ଚଙ୍କ ଦେଲେ ଏଭଳି ମନ୍ତବ୍ୟ, କହିଲେ ମୋ ନିଜ ଭାଉଜଙ୍କର ମଧ୍ୟ…

ଥୁଆମୂଳ ରାମପୁର, ୨୭ା୫ (ଦୁର୍ଗା କୀର୍ତ୍ତି): ସରକାର ଗରିବ, ଅସହାୟ ଓ ଭିନ୍ନକ୍ଷମମାନଙ୍କ ସାମାଜିକ ସୁରକ୍ଷା ପାଇଁ କୋଟି କୋଟି ଟଙ୍କାର ଯୋଜନା ପ୍ରଣୟନ କରୁଥିବା ବେଳେ,…

ବାଇଜୁ ମାଲିକଙ୍କୁ ବଡ଼ ଝଟ୍‌କା: ୬ ମାସ ଜେଲ୍‌, ଏହାସହ…

ନୂଆଦିଲ୍ଲୀ,୨୭।୫: ଭାରତର ସବୁଠାରୁ ହାଇ-ପ୍ରୋଫାଇଲ ଷ୍ଟାର୍ଟଅପ ମଧ୍ୟରେ ଗଣିତ ଏଡଟେକ କମ୍ପାନୀ ବାଇଜୁର ପ୍ରତିଷ୍ଠାତା ବାଇଜୁ ରବିନ୍ଦ୍ରନ ଫସିଯାଇଛନ୍ତି। ସିଙ୍ଗାପୁରର ଏକ କୋର୍ଟରେ ରବିନ୍ଦ୍ରନଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ…

ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଯନ୍ତ୍ରୀ, ଟଙ୍କା ଜବତ କରି…

ସୁନ୍ଦରଗଡ଼,୨୭ା୫(ଜୟ ନାରାୟଣ ମେଣ୍ଡୁଳି): ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି କନିଷ୍ଠ ଯନ୍ତ୍ରୀ। ଜଣେ ଠିକାଦାରଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେଉଥିବାଥିବା ବେଳେ ଜିଲା ସ୍ବାସ୍ଥ୍ୟ…

ଜୁନ୍ ୧ରୁ ପ୍ରତି ମାସରେ ମହିଳାଙ୍କୁ ମିଳିବ ୩୦୦୦ ଟଙ୍କା ସହ ମାଗଣା ବସ୍ ଯାତ୍ରା; ଜାଣନ୍ତୁ କେମିତି କରିବେ ଆବେଦନ

କୋଲକାତା,୨୭।୫: ପଶ୍ଚିମବଙ୍ଗର ନବନିର୍ୱାଚିତ ସରକାର ରାଜ୍ୟର ମହିଳାମାନଙ୍କୁ ଆର୍ଥିକ ଭାବେ ସଶକ୍ତ କରିବା ପାଇଁ ସେମାନଙ୍କର ସବୁଠାରୁ ବଡ଼ ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରିବାକୁ ଯାଉଛନ୍ତି। ରାଜ୍ୟ…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ତାଳଚୁଆ ସାମୁଦ୍ରିକ ଥାନାରେ ଥାର୍ଡ ଡିଗ୍ରୀ : ମହିଳା ଓ ତାଙ୍କ ପୁଅଙ୍କୁ ଥାନାରେ ମାଡ଼

ଭୁବନେଶ୍ୱର/ରାଜନଗର, ୨୭।୫(ତ୍ରିନାଥ ମହାନ୍ତି/ଭାସ୍କର ରାଉତରାୟ): ବାରଙ୍ଗ ଥାନାରେ ଜଣେ ଯୁବକଙ୍କୁ ପତ୍ନୀ ହତ୍ୟା ସନ୍ଦେହରେ ପୋଲିସ ଉଠାଇ ଆଣି ଥାର୍ଡ ଡିଗ୍ରୀ ଦେଇ ଗୁରୁତର କରି ଆଇସିୟୁ’ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri