Posted inଖେଳ

ପୁଣି ପାଣ୍ଡିଆ ବାହିନୀ ଫାଇନାଲରେ

ଅହମ୍ମଦାବାଦ,୨୬।୫: ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଶୁକ୍ରବାର ଆଇପିଏଲ ୨୦୨୩ର ଦ୍ୱିତୀୟ କ୍ବାଲିଫାୟର ମ୍ୟାଚ ଗୁଜୁରାଟ ଟାଇଟନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳା ଯାଇଥିଲା । ଏଥିରେ ଗୁଜୁରାଟ ଟାଇଟନ୍ସ ୬୨ ରନରେ ବିଜୟୀ ହୋଇ ଫାଇନାଲକୁ ପ୍ରବେଶ କରିଛି । ପ୍ରଥମେ ଟସ ଜିତି ମୁମ୍ବାଇ ଇଣ୍ଡିଆନ୍ସ ବୋଲିଂ ନିଷ୍ପତ୍ତି ନେଇଥିବା ବେଳେ ଗୁଜୁରାଟ ଟାଇଟନ୍ସ ୩ଟା ଉଇକେଟ୍‌ରେ ୨୩୩ ରନ୍‌ କରିଥିଲା।
ଏହି ମୁକାବିଲା ଜିତି ଫାଇନାଲରେ ପ୍ରବେଶ କରିବା ଲକ୍ଷ୍ୟରେ ଦୁଇ ଦଳ ମୈଦାନକୁ ଆସିଥିଲେ । ମାତ୍ର ମୁମ୍ବାଇ ଇଣ୍ଡିଆନ୍ସ ୨୩୪ ରନ୍‌ ବିଜୟ ଟାର୍ଗେଟ ନ କରିପାରି ମାତ୍ର ୧୭୧ ରନରେ ଅଲଆଉଟ ହୋଇ ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଜାପାନ: ୨୩ ଆହତ, ଟୋକିଓରେ ବିଦ୍ୟୁତ୍ କାଟ୍, ଟ୍ରେନ୍ ଚଳାଚଳ ବ୍ୟାହତ

ଟୋକିଓ,୨୩ା୮: ପୂର୍ବ ଜାପାନର ବିଭିନ୍ନ ଅଞ୍ଚଳ ସମେତ ରାଜଧାନୀ ଟୋକିଓରେ ରବିବାର ସକାଳେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ପ୍ରାରମ୍ଭିକ ତୀବ୍ରତା…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri