ପୁଣି ସପ୍ତାହେ ବଢ଼ିଲା ଲକ୍‌ଡାଉନ୍‌…

ନୂଆଦିଲ୍ଲୀ, ୯।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀର ଅବସ୍ଥା ସଙ୍କଟ ଜନକ ରହିଛି। ସଂକ୍ରମଣକୁ ରୋକିବା ଲାଗି ଦିଲ୍ଲୀ ସରକାର ଜାରି ରହିଥିବା ଲକ୍‌ଡାଉନ୍‌ ସମୟ ସୀମାକୁ ପୁଣି ସପ୍ତାହେ ବୃଦ୍ଧି କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ରବିବାର ସୂଚନା ଦେଇଛନ୍ତି। ଫଳରେ ଏବେ ମେ’ ୧୭ ସକାଳ ପର୍ଯ୍ୟନ୍ତ ଦିଲ୍ଲୀରେ ଲକ୍‌ଡାଉନ୍‌ ଜାରି ରହିବ। ପରିସ୍ଥିତିରେ ସୁଧାର ଆସିଲେ ସମୀକ୍ଷା କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି। ଜାରି ହୋଇଥିବା ୭ ଦିନିଆ ଲକ୍‌ଡାଉନ୍‌ ଅଧିକ ଶକ୍ତ ହେବ। ସେମାବାରଠାରୁ ଦିଲ୍ଲୀ ମେଟ୍ରୋ ସେବାକୁ ବନ୍ଦ କରି ଦିଆଯିବ। ଲକ୍‌ଡାଉନ୍‌ ଯୋଗୁ ନୂଆ ଆକ୍ରାନ୍ତଙ୍କ ଚିହ୍ନଟ ହେବା ସଂଖ୍ୟା କମିବାରେ ଲାଗିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହା ୩୫ ପ୍ରତିଶତରୁ ୨୩ ପ୍ରତିଶତକୁ ହ୍ରାସ ପାଇଥିବା ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ଜାତି ଗଣନା: ହାଇକୋର୍ଟଙ୍କ ନିଷ୍ପତ୍ତିକୁ କାଏମ ରଖିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୭।୮: ଜାତି ଗଣନା ଉପରେ ପାଟନା ହାଇକୋର୍ଟଙ୍କ ନିଷ୍ପତ୍ତିକୁ ସୁପ୍ରିମକୋର୍ଟ କାଏମ ରଖିଛନ୍ତି। ସୋମବାର ସୁପ୍ରିମକୋର୍ଟ ବିହାରରେ ଜାତି ଗଣନାକୁ ରୋକ ଲଗାଇବାକୁ ମନା କରି...

ହାତ ନ ଭାଙ୍ଗି ପାରୁଛ ଯଦି ଗୋଡ଼ ଭାଙ୍ଗିଦିଅ, ଜାମିନ କରାଇଦେବି, ବିଧାୟକଙ୍କ ଧମକ…

ମୁମ୍ବାଇ, ୧୬।୮ : ଉଦ୍ଧବ ଠାକରେଙ୍କ ଶିବସେନାରୁ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେଙ୍କ ଗୋଷ୍ଠୀରେ ଯୋଗ ଦେଇଥିବା ବିଧାୟକ ପ୍ରକାଶ ସୁର୍ଭେ ତାଙ୍କ ସମର୍ଥକଙ୍କୁ ଶିବ ସୈନିକଙ୍କ...

ଅମୃତ ମହୋତ୍ସବ ବଜେଟ୍‌ରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ, ଆୟକର ସୀମା ଅପରିବର୍ତ୍ତିତ…

ନୂଆଦିଲ୍ଲୀ, ୧।୨ : ବଜେଟରେ ସାଧାରଣ ଲୋକଙ୍କ ପାଇଁ କିଛି ନାହିଁ। ଆୟକର ସୀମାରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଏହାର ସ୍ଲାବ୍‌ ପୂର୍ବ ପରି...

ଉନ୍ନାଓ ମାମଲା: ୧୨ଟା ସୁଦ୍ଧା ସୁପ୍ରିମକୋର୍ଟରେ ହାଜର ହେବାକୁ ସିବିଆଇ ଅଧିକାରୀଙ୍କୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧।୮: ଉନ୍ନାଓ ବଳାତ୍କାର ପୀଡିତାଙ୍କ ଦୁର୍ଘଟଣାକୁ ନେଇ ଗୁରୁବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ହେଲେ ଦିନ ୧୨ଟା ସୁଦ୍ଧା ଏହି ଘଟଣା ସହ ଜଡିତ...

ଟିକା ନେବାକୁ କାହାକୁ ବାଧ୍ୟ କରିପାରିବେନି ସରକାର, ଏସ୍‌ସିଙ୍କ ରାୟ…

ନୂଆଦିଲ୍ଲୀ, ୨।୫ : କରୋନା ଟିକା ନେବାକୁ ସରକାର କାହାକୁ ବାଧ୍ୟ କରିପାରିବେନି। ଏନେଇ ସୁପ୍ରିମ୍‌କୋର୍ଟ(ଏସ୍‌ସି) ରାୟ ଦେଇଛନ୍ତି। ଶୀର୍ଷକୋର୍ଟ କହିଛନ୍ତି ସରକାର ନୀତି ପ୍ରସ୍ତୁତ...

ସମାନ ନାଗରିକ ସଂହିତା: ମନ୍ତବ୍ୟ ରଖିବାର ଅବଧି ବଢାଇଲେ ଲ କମିଶନ

ନୂଆଦିଲ୍ଲୀ,୧୪।୭: ୟୁନିଫର୍ମ ସିଭିଲ କୋଡ ପର ସମାନ ନାଗରିକ ସଂହିତା(ୟୁସିସି) ଉପରେ ଜନସାଧାରଣଙ୍କ ମନ୍ତବ୍ୟ ରଖିବା ପାଇଁ ସମୟସୀମା ବଢାଇଲେ ଲ କମିଶନ। ଏହାର ଶେଷ...

୮ମ ଶ୍ରେଣୀ ଛାତ୍ର ୪୫ କିମି ସାଇକେଲ ଚଳାଇ କଲେ ରେକର୍ଡ

ଶିମଲା,୨୫।୧: ହିମାଚଳପ୍ରଦେଶର ଜଣେ ୮ମ ଶ୍ରେଣୀ ଛାତ୍ର ୨ ଘଣ୍ଟା ୪୩ ମିନିଟ ସାଇକେଲ ଚଳାଇ ୪୫ କିମି ଦୂରତା ଅତିକ୍ରମ କରି ଏକ ରେକର୍ଡ...

କାମଧନ୍ଦା ନ ପାଇ ଦିଲ୍ଲୀ ଛାଡ଼ିଲେଣି ୮ ଲକ୍ଷ ପ୍ରବାସୀ ଶ୍ରମିକ

ନୂଆଦିଲ୍ଲୀ, ୨୨।୫: କରୋନା ସଂକ୍ରମଣ ରୋକିବା ପାଇଁ ଦିଲ୍ଲୀ ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଫଳରେ କାମଧନ୍ଦା ନ ପାଇ ୪ ସପ୍ତାହ ମଧ୍ୟରେ ୮...

Advertisement
Archives

Model This Week