ପୁଣି କରୋନା ଆତଙ୍କ: ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ଟପିଲା

ନୂଆଦିଲ୍ଲୀ,୧୩।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୮୮୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୦ ଛୁଇଁଛି। ଗତ ୨୦୨୦ ଡିସେମ୍ବର ୨୩ ପରେ ଦେଶରେ ଗୋଟିଏ ଦିନରେ ୨୪ ହଜାରରୁ ଅଧିକ ଆକ୍ରାନ୍ତଙ୍କୁ ଚିହ୍ନଯ କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଡସେମ୍ବର ୨୩ରେ ଦେଶରେ ୨୪ ହଜାର ୭୧୨ ଜଣ ନୂଆ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ତେବେ ଏହା ପରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଳାଗିଥିଲା। ପୁଣି କରୋନା ଫେରିଥିବାରୁ ସରକାରଙ୍କ ଚିନ୍ତା ବୃଦ୍ଧି ପାଇବାରେ ଲାଗିଛି। କରୋନା ବେକାବୁ ହେବା ପୂର୍ବରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ ନେଇ ସ୍ବତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉନ୍ନାଓ ବଳାତ୍କାର ମାମଲାର ଦୋଷୀ କୁଲଦୀପଙ୍କ ସରିଲା ବିଧାନସଭା ସଦସ୍ୟତା

ଲକ୍ଷ୍ନୌ,୨୫।୨: ଉତ୍ତରପ୍ରଦେଶର ଚର୍ଚ୍ଚିତ ଉନ୍ନାଓ ବଳାତ୍କାର ମାମଲାର ଦୋଷୀ ଭାଜପା ବିଧାୟକ କୁଲଦୀପ ସିଂହ ସେନ୍‌ଗାରଙ୍କ ବିଧାନସଭା ସଦସ୍ୟତା ଶେଷ ହୋଇଛି। ଏହାପରେ ସେ ଆଉ...

ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ, ପୁଲଓ୍ବାମା ଆକ୍ରମଣରେ କିଏ ଲାଭବାନ ହୋଇଛି

ନୂଆଦିଲ୍ଲୀ,୧୪।୨: ପୁଲଓ୍ବାମା ଆକ୍ରମଣର ବର୍ଷପୂର୍ତ୍ତୀ ଅବସରରେ ଶହୀଦ ଯବାନଙ୍କୁ ସାରା ଦେଶ ମନେ ପକାଉଛି। ଏହି ଅବସରରେ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ଏକ...

ଧୂଆଁ ଚାଦରରେ ଅଣନିଃଶ୍ୱାସୀ ଦିଲ୍ଲୀ: ୪ ନଭେମ୍ବରରେ ସୁପ୍ରିମ୍‌କୋର୍ଟରେ ରିପୋର୍ଟ ଦାଖଲ

ନୂଆଦିଲ୍ଲୀ,୨।୧୧: ବାୟୁ ପ୍ରଦୂଷଣ ଯୋଗୁ ଧୂଆଁର ବହଳ ଚାଦରରେ ଦିଲ୍ଲୀ ଅଣନିଃଶ୍ୱାସୀ ହେବାରେ ଲାଗିଛି। ଦୀପାବଳିରେ ବାଣ ଫୁଟା ଯୋଗୁ ଏଠାକାର ବାୟୁ ପ୍ରଦୂଷିତ ହୋଇଛି।...

ଲକ୍‌ଡାଉନ୍‌ରେ ଜେଲ୍‌ରୁ ଘରକୁ ଆସିଥିବା କଏଦି ଆଉ ଫେରୁ ନାହାନ୍ତି

ଫିରୋଜାବାଦ୍‌, ୨୦।୧: ଲକ୍‌ଡାଉନ୍‌ ସମୟରେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶର ବିଭିନ୍ନ ଜେଲ୍‌ରୁ କଏଦିଙ୍କୁ ଘରକୁ ପଠାଇ ଦିଆଯାଇଥିଲା। ସୁପ୍ରିମ୍‌କୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ...

ଭିମସାରରେ ୪ ନମୂନା ନେଗେଟିଭ୍‌

ସମ୍ବଲପୁର,୪।୪(ବ୍ୟୁରୋ): ବୁର୍ଲା ଭିମସାରେ ଭର୍ତ୍ତି ହୋଇଥିବା ୪ସନ୍ଦିଗ୍ଧଙ୍କ ରକ୍ତ ନମୂନା ପରୀକ୍ଷା ରିପୋର୍ଟ ଶନିବାର ଆସିଛି। ସମସ୍ତ ରିପୋର୍ଟ ନେଗେଟିଭ୍‌ ଆସିଥିବା ଜଣାପଡ଼ିଛି। ୪ସନ୍ଦିଗ୍ଧଙ୍କ ମଧ୍ୟରୁ...

ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ

ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ...

ଜଗନ୍ନାଥ କ୍ଷମାଦେଇ ନ ଥାନ୍ତେ: ସିଜେଆଇ

ନୂଆଦିଲ୍ଲୀ,୧୯ା୬(ପି.ଟି.):ଚଳିତବର୍ଷ ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ହେବନାହିଁ। କରୋନା ସଂକ୍ରମଣକୁ ନଜରରେ ରଖି ବୃହତ୍‌ ଜନସ୍ବାର୍ଥ ଦୃଷ୍ଟିରୁ ରଥଯାତ୍ରା ଉପରେ ଗୁରୁବାର ସୁପ୍ରିମକୋର୍ଟ ରୋକ ଲଗାଇଛନ୍ତି। ଭାରତର...

ଅନ୍ୟ କଥାରେ ଆନ୍ଦୋଳନ କରୁଛନ୍ତି କୃଷକ, ଆଇନର ସମସ୍ୟା ବିଷୟରେ ସେମାନଙ୍କୁ ଜଣାନାହିଁ: ହେମା

ନୂଆଦିଲ୍ଲୀ,୧୩ ।୧: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନକୁ ନେଇ କୃଷକ ସଙ୍ଗଠନ ଓ ସକାରଙ୍କ ମଧ୍ୟରେ ଏବେବି ତୁତୁମେମେ ଲାଗି ରହିଛି । ସୁପ୍ରିମକୋର୍ଟ...

Advertisement


Archives

Model This Week