ପୁଣି ଡରାଇଲାଣି କରୋନା: ରାଜ୍ୟରେ ୪୦୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି।
ବୁଧବାର ୪୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୨୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬୫ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୧ ହଜାର ୫୮ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ବାଲେଶ୍ୱରରୁ ୧୭, ଭଦ୍ରକରୁ ୨, କଟକରୁ ୬୪, ଗଜପତିରୁ ୬, ଗଞ୍ଜାମରୁ ୨,ଜଗତ୍‌ସିଂହପୁରରୁ ୫, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୩, ଖୋର୍ଦ୍ଧାରୁ ୧୯୪, କୋରାପୁଟରୁ ୧, ମାଲକାନଗିରି ୬, ମୟୂରଭଞ୍ଜରୁ ୬, ନୟାଗଡ଼ରୁ ୪ ,ନୂଆପଡ଼ାରୁ ୧, ପୁରୀରୁ ୧୪, ରାୟଗଡ଼ାରୁ ୧, ସମ୍ବଲପୁରରୁ ୫, ସୁବର୍ଣ୍ଣପୁରରୁ ୧, ସୁନ୍ଦରଗଡ଼ରୁ ୧୯ ଓ ଷ୍ଟେଟ୍‌ ପୁଲ୍‌ରୁ ୪୬ ଜଣ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର୍ତ୍ତିକ ମାସର ତୃତୀୟ ସୋମବାରରେ ବଟେଶ୍ୱର ଶୈବପୀଠରେ ୫୦ ହଜାରରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁଙ୍କ ସମାଗମ: ପାଣି ପାଇଁ ଡହଳବିକଳ ହେଲେ….

ଗଞ୍ଜାମ,୧୬/୧୧ (ବିଦ୍ୟାଧର ସାହୁ): ପବିତ୍ର କାର୍ତ୍ତିକ ମାସର ତୃତୀୟ ସୋମବାର ଅବସରରେ ଗଞ୍ଜାମ ବ୍ଲକ୍‌ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର କଣ୍ଟିଆଗଡ଼ସ୍ଥିତ ପ୍ରସିଦ୍ଧ ବଟେଶ୍ୱର ଶୈବପୀଠରେ ୫୦ ହଜାରରୁ…

ନିର୍ବାଚନ ମଇଦାନକୁ ଓହ୍ଲାଇବ CJP? ଅଭିଜିତ ଦୀପକେ ଗଠନ କଲେ ଟିମ୍‌

ନୂଆଦିଲ୍ଲୀ,୧୬।୧୧: ୨୦୨୭ ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ, ଯେତେବେଳେ ବିଭିନ୍ନ ରାଜନୈତିକ ଦଳ ନିର୍ବାଚନ ପାଇଁ ପ୍ରସ୍ତୁତି ଚଳାଇଛନ୍ତି, ସେହି ସମୟରେ ଅଭିଜିତ ଦୀପକେଙ୍କ ଦ୍ୱାରା…

କିଡ୍‌ନୀ ଖରାପ ହେଲେ ଶରୀରରେ ଦେଖାଦିଏ ଏସବୁ ସମସ୍ୟା, କରନ୍ତୁ ନାହିଁ ଅଣଦେଖା

କିଡ୍‌ନୀ ଏପରି ଏକ ଅଙ୍ଗ ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଜଣାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ବାତ୍ୟା ଅକ୍ୱାନ; ୨୦ରେ ଲ୍ୟାଣ୍ଡଫଲ୍, ୧୩୦ କିମି ବେଗରେ ବହିବ ପବନ!

ଭୁବନେଶ୍ୱର, ୧୬ା୧୧: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଅଧିକ ଘନୀଭୂତ ହୋଇ ରବିବାର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟା ସୁଦ୍ଧା ଏହା…

ବିଳମ୍ବରେ ଉଠୁଛନ୍ତି କି? ହୋଇପାରେ ଏହି ବଡ଼ ସମସ୍ୟା

ଠିକ୍‌ ସମୟରେ ଖାଇବା ଏବଂ ଶୋଇବା ଆମକୁ ଅନେକାଂଶରେ ସୁସ୍ଥ ରଖିଥାଏ। ହେଲେ କେତେକ ବ୍ୟକ୍ତି ବିଳମ୍ବରେ ଖାଦ୍ୟ ଖାଇବା ଏବଂ ଶୋଇବାକୁ ଅଭ୍ୟାସରେ ପରିଣତ କରିଦେଇଥାଆନ୍ତି।…

ମୃତ୍ୟୁ ପୂର୍ବରୁ ନିଜ ଶ୍ରାଦ୍ଧ କରାଇଲେ ୮୦ ବର୍ଷୀୟ ବୃଦ୍ଧ; ୯୦୦ ଲୋକଙ୍କୁ ଦେଲେ ଭୋଜି, ଅଞ୍ଚଳରେ ଚର୍ଚ୍ଚା

ଲକ୍ଷ୍ନୌ,୧୬।୧୧: ସାଧାରଣତଃ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ପରେ ଶ୍ରାଦ୍ଧ ଭୋଜିର ଆୟୋଜନ କରାଯାଏ । କିନ୍ତୁ ଉତ୍ତରପ୍ରଦେଶର ବାଗପତ ଜିଲା ଜୋହଡ଼ି ଗାଁରେ ଏକ ନିଆରା ଘଟଣା…

ବିବାହ ପାଇଁ କୋର୍ଟ କିମ୍ବା ପୁରୋହିତଙ୍କ ନିକଟକୁ ଯିବାର ଆବଶ୍ୟକତା ନାହିଁ! Self-Respect Wedding)କ’ଣ? ଯାହା ଏବେ ଟ୍ରେଣ୍ଡ କରୁଛି?

ନୂଆଦିଲ୍ଲୀ,୧୬।୧୧: ଆଜିକାଲିର ଆଧୁନିକ ଯୁଗରେ, ବିବାହ କେବଳ ପାରମ୍ପରିକ ‘ସାତ ଫେରା’ କିମ୍ବା ରୀତିନୀତି ମଧ୍ୟରେ ସୀମିତ ହୋଇ ରହିନାହିଁ; ବିବାହ କରିବାର ଧାରାରେ ପରିବର୍ତ୍ତନ ଆସୁଛି।…

ଶୋଇଥିବା ବେଳେ ଘର ଉପରକୁ ମାଡ଼ିଗଲା କାର୍, ଡ୍ରାଇଭର ଫେରାର

ମୋହନା,୧୬।୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପିଣ୍ଡିକି ଗାଁର ୩୨୬ ଏ ଜାତୀୟ ରାଜପଥର ରାସ୍ତା କଡରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?