ପୁଣି ପ୍ରଶ୍ନପତ୍ର ଲିକ୍‌ : OSSC ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌…

ଭୁବନେଶ୍ୱର,୬।୧୦: OSSC ପରିଚାଳିତ ଷ୍ଟାଟିଷ୍ଟିକାଲ ଆସିଷ୍ଟାଣ୍ଟ ପରୀକ୍ଷାରେ ତ୍ରୁଟି ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆସିଛି ବାଲେଶ୍ବରର ଗୋପାଳ ଗାଁ ପରୀକ୍ଷା କେନ୍ଦ୍ରରୁ। ଏଭଳି ଏକ ଗୁରୁତର ଅଭିଯୋଗ କରିଛନ୍ତି କିଛି ପରୀକ୍ଷାର୍ଥୀ । ପରୀକ୍ଷା ପୂର୍ବରୁ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ୍‌ ଖୋଲାଯାଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି ।

ସୂଚନା ଅନୁସାରେ, ପରୀକ୍ଷାର୍ଥୀଙ୍କ ଉପସ୍ଥିତିରେ ଦସ୍ତଖତ ନେଇ ପ୍ରଶ୍ନପତ୍ର ଖୋଲାଯିବା କଥା। କିନ୍ତୁ ପୂର୍ବରୁ ହିଁ ପ୍ରଶ୍ନପତ୍ର ପ୍ୟାକେଟ୍‌ ସିଲ ଖୋଲାଯାଇଥିବା ଅଭିଯୋଗ ହୋଇଛି। ଏପରି ସ୍ଥିତିରେ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲେ ପରୀକ୍ଷାର୍ଥୀ । ତେବେ ସିସିଟିଭି ଯାଞ୍ଚ ବେଳେ ଏହା ସମୟ ସହ ମେଳ ଖାଇ ନ ଥିବା ସୂଚନା ମିଳିଛି । ସେପଟେ ସିସିଟିଭି ସମୟ ମେଳ ନ ଖାଇବା ବୈଷୟିକ ତ୍ରୁଟି କହିଥିଲେ କର୍ତ୍ତୃପକ୍ଷ । ସେପଟେ ପରୀକ୍ଷା ବିଭ୍ରାଟ କଥାକୁ କର୍ତ୍ତୃପକ୍ଷ ଅସ୍ବୀକାର କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri