ମିଷ୍ଟ୍ରିୟସ ଗାର୍ଲଫ୍ରେଣ୍ଡଙ୍କ ସହ ବାର୍ଥ ଡେ ପାଳନ କଲେ ଅମିତାଭ ବଚ୍ଚନଙ୍କ ନାତି, ଭିଡିଓ ଭାଇରାଲ

ମୁମ୍ବାଇ: ବିଗ୍‌ ବି ଅମିତାଭ ବଚ୍ଚନଙ୍କ ନାତି ଓ ଶ୍ୱେତା ବଚ୍ଚନଙ୍କ ପୁଅ ଅଗସ୍ତ ନନ୍ଦା ନିଜ ଅପକମିଗଂ ଫିଲ୍ମ ଦି ଆଚିର୍ଜ ପାଇଁ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ଫଇଲ୍ମରୁ ଅଗସ୍ତ ବଲିଉଡରେ ଡେବ୍ୟୁ sକରିବାକୁ ଯାଉଛନ୍ତି। ତାଙ୍କ ସହ ଶାହାରୁଖ ଖାନଙ୍କ ଝିଅ ସୁହାନା ଓ ଶ୍ରିଦେବୀଙ୍କ ଝିଅ ଖୁସି କପୁର ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ନିକଟରେ ସେ ତାଙ୍କର ୨୩ତମ ଜନ୍ମଦିନ ପାଳନ କରିଛନ୍ତି। ଏହି ଖାସ୍‌ ସେଲିବ୍ରେଶନେର ଫ୍ୟାନ୍ସ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଏହି ଖ।ସ୍‌ ଦିନରେ ଅଗସ୍ତଙ୍କ ସହ ନଜର ଆସିଛନ୍ତି ତାଙ୍କର ମିଷ୍ଟ୍ରିୟସ ଗାର୍ଲଫ୍ରେଣ୍ଡ ସୁହାନା ଖାନ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାକୁ ଯାଉଛି।

 

View this post on Instagram

 

A post shared by Mihir Ahuja (@mihirahuja_)

ଅଗସ୍ତ ତାଙ୍କ ଜନ୍ମଦିନରେ ସୁହାନା ଓ ତାଙ୍କ ଫିଲ୍ମ ଆର୍ଚିଜର କୋ-ଷ୍ଟାରଙ୍କର ସହ ସେଲିବ୍ରେଟ କରିଛନ୍ତି। ଅଗସ୍ତଙ୍କ ବାର୍ଥଡେ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଅଗସ୍ତ ଓ ସୁହାନା ଏକାଠି କେକ୍‌ କାଟୁଥିବାର ଦେଖାଯାଇଛି। ଏଥିସହ ଟ୍ୟୁନିଗଂ କରି ଦୁହେଁ ବ୍ଲାକ୍‌ କଲର ଆଉଟଫିଟ୍‌ ମଧ୍ୟ ପିନ୍ଧିଛନ୍ତି। ଭିଡିଓ ଦେଖି ଫ୍ୟାନ୍ସ ବିଭିନ୍ନ ପ୍ରକାର ରିଆକ୍ସନ ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଏହି ଦେଶରୁ ବିଦା ହେଲେଣି ୩ ହଜାରରୁ ଊର୍ଦ୍ଧ୍ୱ ଭାରତୀୟ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୮ା୮: କାନାଡା ଚଳିତ ବର୍ଷର ପ୍ରଥମ ୬ ମାସ ମଧ୍ୟରେ ୩,୩୨୩ ଜଣ ଭାରତୀୟଙ୍କୁ ବିଦା କରିଛି, ଯାହାକି ଗତବର୍ଷ ବହିଷ୍କୃତ ହୋଇଥିବା ସଂଖ୍ୟା ତୁଳନାରେ ଅଧିକ।…

ନାବାଳିକାଙ୍କୁ ଅପହରଣ କରି ନେଇ ସମ୍ପର୍କୀୟଙ୍କ ଘରେ ରଖିଥିଲେ, ଅଭିଯୁକ୍ତ ନାବାଳକ ଅଟକ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଏନେଇ ନାବାଳିକାଙ୍କ…

ତାମିଲନାଡୁରେ ଟ୍ରେନରୁ ଖସି ଓଡ଼ିଆ ଦାଦନ ଶ୍ରମିକ ମୃତ, ସହାୟତା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ଏମ୍.ପି

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ତାମିଲନାଡୁରେ ଟ୍ରେନରୁ ଖସି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ପଞ୍ଚାୟତ ସାହିର ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କର ମୃତ୍ୟୁ ଘଟିଛି।…

ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନ: ସମସ୍ତ ୧୫ ଆସନ ପୋଛିନେଲା ବିଜେଡି

ବରଗଡ଼,୮।୮(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଯୋଜନା କମିଟି ସଦସ୍ୟ ନିର୍ବାଚନରେ ବିଜେଡି ବାଜିମାତ କରିଛି। ଜିଲା ଯୋଜନା କମିଟିର ସମସ୍ତ ୧୫ଟି ଆସନକୁ ବିଜେଡି ପୋଛି ନେଇଛି…

ତାମିଲନାଡୁରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

କର୍ଲାମୁଣ୍ଡା,୮ା୮(ପ୍ରଦୀପ କୁମାର ସାହୁ): ଦାଦନ ଖଟିବାକୁ ଯାଇଥିବା ଜଣେ ଶ୍ରମିକଙ୍କ ଅକାଳ ମୃତ୍ୟୁ ଘଟିଛି। ସେ ହେଲେ କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତ ଅବୁଜବାହାଲ ଗ୍ରାମର ସୀମାଞ୍ଚଳ…

ଫୁଟବଲ ପ୍ରତିଯୋଗିତା: ସୋନପୁରକୁ ହରାଇ ଫାଇନାଲରେ ଜିଏମ୍‌ୟୁ ସମ୍ବଲପୁର

ଅତାବିରା, ୮ା୮(ଯୁଧିଷ୍ଠିର ମହାପାତ୍ର): ଅତାବିରା ବାଳକ ହାଇସ୍କୁଲ ପଡ଼ିଆରେ ଦୁଇଦିନିଆ ଫୁଟବଲ ପ୍ରତିଯୋଗିତା ଶନିବାର ଉଦ୍‌ଘାଟିତ ହୋଇଯାଇଛି l ଅତାବିରା ଫୁଟବଲ ଟିମ୍‌ ପକ୍ଷରୁ ଆୟୋଜିତ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri