୧୭ ବର୍ଷ ପୂର୍ବେ ଏମିତି ଦେଖାଯାଉଥିଲେ ଏହି ଅଭିନେତ୍ରୀ, ଏବେ ଭାଇରାଲ ହେଉଛି ଫଟୋ

ମୁମ୍ବାଇ : ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଆଜିକାଲି ବଲିଉଡ୍‌ଠାରୁ ହଲିଉଡ୍‌ ପର୍ଯ୍ୟନ୍ତ ଚର୍ଚ୍ଚାରେ। ତାଙ୍କ କଠିନ ପରିଶ୍ରମ ଯୋଗୁ ସେ ସଫଳତା ପରେ ସଫଳତା ହାସଲ କରି ଚାଲିଛନ୍ତି।


ସୁନ୍ଦର ଚେହେରା ଏବଂ ଷ୍ଟାଇଲିସ ତାଙ୍କୁ ଆହୁରି ଆକର୍ଷଣୀୟା କରିଦିଏ। ଏବେ ତାଙ୍କର ଏକ ପୁରୁଣା ଫଟୋ ଶେୟାର କରିଛନ୍ତି। ଯାହାକୁ ନେଇ ଖୁବ୍‌ ଚର୍ଚ୍ଚା ହେଉଛି। ଏହି ଫଟୋଟି ଯେତେବେଳେ ତାଙ୍କୁ ୧୭ ବର୍ଷ ହୋଇଥିଲା ସେତେବେଳର। ସୁନ୍ଦରୀ ପ୍ରତିଯୋଗିତାରେ ଭାଗ ନେବା ପାଇଁ ନିଜକୁ ପ୍ରସ୍ତୁତ କରୁଥିଲେ ପ୍ରିୟଙ୍କା। ଏହି ଫଟୋରେ ପ୍ରିୟଙ୍କା ଏକ କଳା ରଙ୍ଗର ଶର୍ଟ ଏବଂ ବେଲ୍‌ବଟମ ପ୍ୟାଣ୍ଟରେ ନଜର ଆସିଛନ୍ତି।

୧୭ ବର୍ଷର ପ୍ରିୟଙ୍କା ଆଉ ଏବେର ପ୍ରିୟଙ୍କା ମଧ୍ୟରେ ବହୁତ ଫରକ। ସମୟ ସହିତ ପ୍ରିୟଙ୍କାଙ୍କ ଲୁକ୍‌ ଠାରୁ ଆରମ୍ଭ କରି ଷ୍ଟାଇଲ ସବୁକିଛି ବଦଳି ଯାଇଛି। ତଥାପି ଫଟୋ ଦେଖିଲେ ପ୍ରିୟଙ୍କାଙ୍କୁ ସ୍ପଷ୍ଟ ଚିହ୍ନି ହେଉଛି। ଏସବୁର କାରଣ ହେଉଛି ତାଙ୍କ ସଫଳତା। ପ୍ରିୟଙ୍କା ରାଷ୍ଟ୍ରୀୟ ଅନ୍ତଃରାଷ୍ଟ୍ରୀୟ ଅନେକ ଉତ୍ସବରେ ଭାଗ ନେଇ ନିଜକୁ ବେଶ୍‌ ପ୍ରତିପାଦିତ କରିଛନ୍ତି। ତାଙ୍କ ଷ୍ଟାଇଲ୍‌ ସବୁଥର ଚର୍ଚ୍ଚାରେ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଫଳ ତୋଳିବାକୁ ବଗିଚାକୁ ଯାଇଥିଲେ ଧରଣୀଧର: ମାଡ଼ିଆସିଲା ଦନ୍ତା ହାତୀ, ଆଉ ତା’ପରେ…

କେନ୍ଦୁଝର,୧୯।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସଦର ରେଞ୍ଜ ଅନ୍ତର୍ଗତ ହରିଚନ୍ଦନପୁର ବ୍ଲକ ବକ୍ସିବାରିଗାଁ ଗ୍ରାମ ପଞ୍ଚାୟତ ଅଧିନସ୍ଥ ଓସ୍ତପଙ୍ଗା ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିର…

ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ: ପ୍ରତି ମଙ୍ଗଳବାର ୫୦୩ ପଞ୍ଚାୟତରେ…

ଭଞ୍ଜନଗର,୧୯।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆମ ଗଞ୍ଜାମ, ସ୍ବଚ୍ଛ ଗଞ୍ଜାମ ଅଭିଯାନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହାର ଲକ୍ଷ୍ୟ ହେଲା ପ୍ଲାଷ୍ଟିକ ମୁକ୍ତ ଗଞ୍ଜାମ ଲକ୍ଷ୍ୟ।…

ଭାରତରେ ଥାଇ ଚେତାବନୀ ଦେଲେ ଶେଖ ହାସିନା: ମୋ ଅନୁପସ୍ଥିତିର ଅର୍ଥ ନୁହେଁ…

ନୂଆଦିଲ୍ଲୀ,୧୯।୫: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବହୁତ ଶୀଘ୍ର ବାଂଲାଦେଶ ଫେରିବେ। ବର୍ତ୍ତମାନ ଭାରତରେ ରହୁଥିବା ଶେଖ ହାସିନା ଏନେଇ ସଙ୍କେତ ଦେଇଛନ୍ତି। ଏକ ଇମେଲ…

‘ଆମେରିକା ଉପରେ ଭରସା ନାହିଁ…’ଇରାନରୁ ଏକ ଚୂଡ଼ାନ୍ତ ନିଷ୍ପତ୍ତି ପାଇବା ପାଇଁ ପାକିସ୍ତାନୀ ମନ୍ତ୍ରୀ ନକଭି ଧାଇଁଲେ ତେହରାନ

ଇସଲାମାବାଦ,୧୯।୫: ଇରାନର ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଇରାନର ବୈଦେଶିକ ମନ୍ତ୍ରୀ ଏବଂ ମୋହସିନ ନକଭିଙ୍କ ମଧ୍ୟରେ ହୋଇଥିବା ବୈଠକ ସମ୍ପର୍କରେ ଏକ ବିସ୍ତୃତ ବିବୃତ୍ତି ଜାରି କରିଛି।…

ଏବେ ଭାରତରେ ଆଉ ୯ ଦିନ ପାଇଁ ଗଚ୍ଛିତ ଅଛି ପେଟ୍ରୋଲ-ଡିଜେଲ! ସରକାରଙ୍କ ବିବୃତ୍ତି ଜାରି…

ନୂଆଦିଲ୍ଲୀ,୧୯।୫: ଆଜି ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ସହିତ ଆରମ୍ଭ ହୋଇଥିଲା। ଏହା ପାଞ୍ଚ ଦିନ ମଧ୍ୟରେ ଦ୍ୱିତୀୟ ବୃଦ୍ଧି। ପେଟ୍ରୋଲ ପମ୍ପଗୁଡ଼ିକରେ ପୂର୍ବରୁ ଭିଡ଼…

ମଧ୍ୟପ୍ରାଚ୍ୟରୁ ଆସିଲା ଆଶ୍ୱସ୍ତିକର ଖବର: ପାକିସ୍ତାନ ଟ୍ରମ୍ପଙ୍କୁ ପଠାଇଲା ନୂଆ ଶାନ୍ତି ପ୍ରସ୍ତାବ

ତେହରାନ,୧୯।୫: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିରେ ପହଞ୍ଚିବାରେ ବିଫଳତାର ପ୍ରଭାବ ସାରା ବିଶ୍ୱରେ ଅନୁଭୂତ ହେଉଛି। ଶକ୍ତି ସଙ୍କଟ…

ସାରା ଦେଶରେ ଏହିଦିନ ବନ୍ଦ ରହିବ ମେଡିକାଲ ଷ୍ଟୋର, କିଣି ନିଅନ୍ତୁ ଅତି ଜରୁରି ମେଡିସିନ

ନୂଆଦିଲ୍ଲୀ,୧୯।୫: ସାରା ଦେଶରେ ମେଡ଼ିକାଲ ଷ୍ଟୋର (କେମିଷ୍ଟ) ଆସନ୍ତାକାଲି ଅର୍ଥାତ୍‌ ବୁଧବାର, ୨୦ ମଇରେ ଧର୍ମଘଟ କରିବେ। ଏହି ଧର୍ମଘଟ ଅଲ ଇଣ୍ଡିଆ ଅର୍ଗାନାଇଜେସନ ଅଫ କେମିଷ୍ଟ…

ଘର ଉପରେ ଝୁଲୁଛି ବିପଦ:ଭୟରେ ଦିନକାଟୁଛନ୍ତି ୨ ପରିବାର

ଲୋଇସିଂହା,୧୯।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ନବଗଠିତ ଏନଏସି ଅନ୍ତର୍ଗତ ପନେସରା ଗାଁରେ ଦୀର୍ଘଦିନଧରି ଭୟରେ ଦିନ କାଟୁଛନ୍ତି ୨ଟି ପରିବାର। ଗ୍ରାମର ଗ୍ରାମପତି ଗୁଡି ନିକଟରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri