ଭୁବନେଶ୍ୱର, ୩।୧୦: ଦେଶର ଅଗ୍ରଣୀ ଇ-କମର୍ସ ପ୍ଲାଟଫର୍ମ ଆମାଜନ.ଇନ୍ର ବହୁ ପ୍ରତୀକ୍ଷିତ ଫେଷ୍ଟିଭ୍ ଇଭେଣ୍ଟ ଆମାଜନ୍ ଗ୍ରେଟ୍ ଇଣ୍ଡିଆନ୍ ଫେଷ୍ଟିଭାଲ୍ (ଏଜିଆଇଏଫ୍)ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ଫେଷ୍ଟିଭାଲ ୨୦୨୩ ଅକ୍ଟୋବର ୮ରୁ ଆରମ୍ଭ ହେବ। ଏହି ପରିପ୍ରେକ୍ଷୀରେ ଆମାଜନର ପ୍ରାଇମ୍ ସଦସ୍ୟମାନଙ୍କୁ ୨୪ ଘଣ୍ଟା ପୂର୍ବରୁ ପ୍ରାକ୍ ଆକ୍ସେସର ସୁବିଧା ପ୍ରଦାନ କରାଯାଉଛି। ବିଶେଷ କରି ଗ୍ରାହକମାନେ ଏଥିରେ ଉପଲବ୍ଧ ଥିବା ବ୍ୟାପକଶ୍ରେଣୀୟ ଉତ୍ପାଦ ଉପରେ ଆକର୍ଷଣୀୟ ମୂଲ୍ୟ ଓ ସୁବିଧାରେ ଅତୁଳନୀୟ ଡିଲର ସୁବିଧା ଦ୍ୱାରଦେଶରେ ପାଇପାରିବେ। ଏପରିକି ଗ୍ରାହକମାନେ ୨୫,୦୦୦ରୁ ଅଧିକ ଉତ୍ପାଦ ଉପରେ କିକ୍ ଷ୍ଟାର୍ଟର ଡିଲ୍ ମାଧ୍ୟମରେ ଅକ୍ଟୋବର ୬ ପର୍ଯ୍ୟନ୍ତ ପ୍ରାରମ୍ଭିକ ଆକ୍ସେସ୍ ପାଇପାରିବେ।
ଏ ସମ୍ପର୍କରେ ଆମାଜନର ଭାଇସ୍ ପ୍ରେସିଡେଣ୍ଟ ଓ କଣ୍ଟ୍ରି ମ୍ୟାନେଜର, ଇଣ୍ଡିଆ କଞ୍ଜ୍ୟୁମର ବିଜନେସ୍ ମନୀଷ୍ ତିୱାରୀ କହିଛନ୍ତି, ଆମେ ସାରା ଭାରତରେ ଆମର ପ୍ରିୟ ଗ୍ରାହକମାନଙ୍କ ପାଇଁ ‘ବକ୍ସ ଅଫ୍ ହାପିନେସ୍’ ନେଇ ଆସିଛୁ।
ଇସଲାମାବାଦ ବୈଠକ ପୂର୍ବରୁ ତେହରାନକୁ ବଡ଼ ଅଲ୍ଟିମେଟମ୍ ଦେଲେ ଟ୍ରମ୍ପ, ଭୟରେ ଥରହର ଇରାନ
ତେହରାନ୍,୧୦।୪: ହର୍ମୁଜ ପ୍ରଣାଳୀ ଉପରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଏବଂ ଉତ୍ତେଜନା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ସ୍ପଷ୍ଟ କରିଛନ୍ତି ଯେ ତେଲ…
ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନରେ ବଡ଼ ଘୋଷଣା: କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ
ଭୁବନେଶ୍ୱର,୯ା୪(ଅନୁରାଧା ମହାରଣା): ଅନନ୍ତ ଅମ୍ବାନୀଙ୍କ ଜନ୍ମଦିନ ଅବସରରେ ଭୁବନେଶ୍ୱରସ୍ଥିତ କିସ୍ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ପାଇଁ ରିଲାଏନ୍ସର ଚାକିରି ସୁଯୋଗ, ଚଳିତ ଶିକ୍ଷାବର୍ଷରେ କିସ୍ ଛାତ୍ରୀଛାତ୍ରଙ୍କ ପାଇଁ ଛାତ୍ରବୃତ୍ତି,…
ମାସେ ଘୁଞ୍ଚିଲା ଓଟିଇଟି-୨୦୨୬ ଅନଲାଇନ୍ ଆବେଦନ ସମୟସୀମା
ଭୁବନେଶ୍ୱର,୧୦।୪: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ)ଦ୍ୱାରା ପରିଚାଳିତ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି-୨୦୨୬)ଅନଲାଇନ୍ ଆବେଦନ ସମୟସୀମା ମେ’ ୯ ତାରିଖ ଯାଏ ବୃଦ୍ଧି କରାଯାଇଛି। ପୂର୍ବରୁ ଏହାର…
ନୀରୋଗ ସ୍ବାସ୍ଥ୍ୟ ପାଇଁ ହୋମିଓପାଥି
ହୋମିଓପାଥି ଚିକିତ୍ସାର ଜନକ ଭାବେ ବିବେଚିତ ଡା. ସାମୁଏଲ ହ୍ୟାନିମାନ ୧୭୯୬ ଏପ୍ରିଲ ୧୦ ରେ ଜନ୍ମଗ୍ରହଣ କରିଥିଲେ। ସେହି ବିଶିଷ୍ଟ ଡାକ୍ତରଙ୍କ ଜନ୍ମଦିନ ଅବସରରେ ପ୍ରତିବର୍ଷ…
ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେନି ପୋଲିସ ବାବୁ, ତଥ୍ୟ ମାଗିଲେ ସରକାର
ଭୁବନେଶ୍ବର,୧୦।୪: ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଏକ ନୂଆ ବିଜ୍ଞପ୍ତି ଜାରି ହୋଇଛି। ଏଣିକି ଗୋଟିଏ ସ୍ଥାନରେ ୩ବର୍ଷ ରହି ପାରିବେ ନାହିଁ ପୋଲିସ । ସେହିପରି…
ମେଣ୍ଟ ଭାଙ୍ଗିଲେ ଓୱାଇସି, ବଡ଼ ଘୋଷଣା କରି କହିଲେ ପଶ୍ଚିମବଙ୍ଗ ନିର୍ବାଚନରେ ଏକାକୀ ଲଢିବ AIMIM
ନୂଆଦିଲ୍ଲୀ,୧୦।୪: ୨୦୨୬ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ, AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ହୁମାୟୁନ କବୀରଙ୍କ ଦଳ ସହିତ ତାଙ୍କର ମେଣ୍ଟକୁ ଭାଙ୍ଗିବାକୁ ଘୋଷଣା କରିଛନ୍ତି। ସେ…
ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…
ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…
ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ପ୍ରତାରଣା, ସମ୍ପର୍କୀୟଙ୍କ ଘରେ ୩ ଦିନ ରଖି…
ନନ୍ଦାହାଣ୍ଡି,୧୦।୪ (ପ୍ରତୀପ କୁମାର ଦାଶ): ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖିବା ପରେ ଯୁବତୀଙ୍କୁ ଛାଡି ଜଣେ ଯୁବକ ଫେରାର ହୋଇଯାଇଥିବା ନେଇ ନବରଙ୍ଗପୁର ଥାନାରେ…
Archives

