ଆଜିଓର ‘ବିଗ୍‌ ବୋଲ୍ଡ ସେଲ୍‌’

ଭୁବନେଶ୍ୱର,୩୦।୫: ଦେଶର ପ୍ରମୁଖ ଇ-କମର୍ସ ତଥା ପ୍ରିମିୟର ଫେଶନ ଇ-ଟେଲର ଆଜିଓ ପକ୍ଷରୁ ବ୍ରାଣ୍ଡ୍‌ର ଫ୍ଲାଗଶିପ୍‌ ଇଭେଣ୍ଟ ‘ବିଗ୍‌ ବୋଲ୍ଡ ସେଲ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏହି ସେଲ ୨୦୨୩ ଜୁନ୍‌ ୧ରୁ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ ଆରମ୍ଭ ହେଉଛି। ବିଶେଷ କରି ଏହାର ଗ୍ରାହକମାନେ ପ୍ରତିଦିନ ୬ ଘଣ୍ଟା ପୂର୍ବରୁ ପ୍ରାରମ୍ଭିକ ଆକ୍ସେସର ସୁବିଧା ପାଇପାରିବେ, ଯାହାକି ୨୦୨୩ ମେ ୨୮ ଠାରୁ ଆରମ୍ଭ ହୋଇଯାଇଛି। ଉଲ୍ଲେଖଯୋଗ୍ୟ ବିଗ୍‌ ବୋଲ୍ଡ ସେଲ୍‌ (ବିବିଏସ)ର ସର୍ବବୃହତ ସଂସ୍କରଣରେ ଗ୍ରାହକମାନେ ୫୦୦୦ରୁ ଅଧିକ ବ୍ରାଣ୍ଡ୍‌ର ସାମଗ୍ରୀ ସୁଲଭ ମୂଲ୍ୟରେ କିଣାକିଣି କରିପାରିବେ। ସେହିଭଳି ଉକ୍ତ ସେଲ ଜରିଆରେ ୧.୩ ମିଲିୟନ୍‌ର ଆକର୍ଷଣୀୟ ଫେଶନ ଷ୍ଟାଇଲ ଉପଲବ୍ଧ। ଅପରପକ୍ଷରେ ସାରା ଭାରତରେ ଥିବା ବିବିଏସର ୧୯,୦୦୦+ ପିନ୍‌ କୋଡ୍‌ର ଗ୍ରାହକମାନଙ୍କୁ ଉକ୍ତ ସୁବିଧା ବ୍ରାଣ୍ଡ୍‌ ଯୋଗାଇ ଦେବ। ଫଳରେ ଗ୍ରାହକମାନେ ମଧ୍ୟ ଏଥିରେ ଅଧିକ ସଞ୍ଚୟ କରିପାରିବେ ଓ ଟପ୍‌ ବ୍ରାଣ୍ଡ୍‌ ଓ ବର୍ଗ ଉପରେ ୫୦ରୁ ୯୦% ପର୍ଯ୍ୟନ୍ତ ରିହାତି ମଧ୍ୟ ପାଇପାରିବେ। ଯେଉଁଥିରେ ମଧ୍ୟ ଏସବିଆଇ କ୍ରେଡିଟ୍‌ ଓ ଡେବିଟ୍‌କାର୍ଡ଼ରେ ୧୦%ର ଅତିରିକ୍ତ ଡିସ୍‌କାଉଣ୍ଟ ସୁବିଧା ରହିଛି।
ଏ ସମ୍ପର୍କରେ ଆଜିଓର ସିଇଓ ବିନୀତ ନାୟାର କହିଛନ୍ତି, ଗତ ସଂସ୍କରଣଗୁଡ଼ିକରେ ଆଜିଓ ବିଗ୍‌ ବୋଲ୍ଡ ସେଲ୍‌ ଭାରତର ପ୍ରିୟ ଫେଶନ କାର୍ଯ୍ୟକ୍ରମ ଓ ଆମର ଗ୍ରାହକମାନେ ଏହାକୁ ବହୁତ ପସନ୍ଦ କରିଥିବାରୁ ଆମେ ବେଶ୍‌ ଉତ୍ସାହିତ ଅଛୁ।


Enter your email to get our daily news in your inbox.

All Right Reserved By Dharitri.Com

UPI ନେଣଦେଣରେ PPI ଚାର୍ଜ କ’ଣ? କାହାର ଲାଭ-କାହାର କ୍ଷତି ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୪: ଆଜିକାଲି ସମୟରେ ୟୁପିଆଇ ନେଣଦେଣ ସାମାନ୍ୟ କଥାରେ ପରିଣତ ହୋଇଗଲାଣି। ରାସ୍ତାକଡ଼ ବୁଲା ବେପାରୀଙ୍କଠାରୁ ଆରମ୍ଭ କରି ବଡ଼ ବଡ଼ ମଲ୍‌ରେ ମଧ୍ୟ ଏହାର...

୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ କଲା ICICI, ପ୍ରଭାବିତ ହୋଇଥିଲେ ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୬।୪: ବେସରକାରୀ ବ୍ୟାଙ୍କ ଆଇସିଆଇସିଆଇ ୧୭ ହଜାର କ୍ରେଡିଟ୍‌ କାର୍ଡକୁ ବ୍ଲକ୍‌ କରିଦେଇଛି। ନିକଟରେ କାର୍ଡଗୁଡ଼ିକ ଜାରି କରାଯାଇଥିବା ବେଳେ ଭୁଲ ୟୁଜର୍ସ ଥିବା ମାମଲା...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ଅନେକ ଦିନର ହ୍ରାସ ପରେ ବଦଳିଲା ଟ୍ରେଣ୍ଡ, ପୁଣି ବୃଦ୍ଧି ପାଇଲା ସୁନା ଏବଂ ରୂପା ମୂଲ୍ୟ

ନୂଆଦିଲ୍ଲୀ,୨୬।୪: ଗତ କିଛି ଦିନ ହେବ ସୁନା ମୂଲ୍ୟରେ ହ୍ରାସ ଘଟିଥିଲା, କିନ୍ତୁ ଶୁକ୍ରବାର ସୁନା ଓ ରୂପା ମୂଲ୍ୟ ବୃଦ୍ଧି ପାଇଛି। ବଜାରରେ ସୁନା...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

ଆକ୍ସିସ୍‌ ବ୍ୟାଙ୍କର ବାର୍ଷିକ ଫଳାଫଳ

ଭୁବନେଶ୍ୱର,୨୬ା୪: ଆକ୍ସିସ୍‌ ବ୍ୟାଙ୍କର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ବ୍ୟାଙ୍କର କାରବାର ଓ ଆଗାମୀ କାର୍ଯ୍ୟକଳାପ ସହ ୨୦୨୩-୨୪ ଆର୍ଥତ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri