Posted inଜାତୀୟ

ଅଗ୍ନିପଥ ନିଆଁ, ୫୩୯ ଟ୍ରେନ୍‌ ଚଳାଚଳ ବ୍ୟାହତ, ୧୮୧ ଏକ୍ସପ୍ରେସ୍‌ ବାତିଲ…

ନୂଆଦିଲ୍ଲୀ, ୨୦।୬ : ଅଗ୍ନିପଥ ଯୋଜନା ବିରୋଧରେ ଦେଶ ବ୍ୟାପି ଭାରତ ବନ୍ଦ ଡାକରାରେ ଅଭାବନୀୟ ସ୍ଥିତି ସୃଷ୍ଟି ହୋଇଛି। ଚକାଜାମ୍‌ ଯୋଗୁ ଭାରତୀୟ ରେଲଓ୍ବେ ପକ୍ଷରୁ ୧୮୧ ଏକ୍ସପ୍ରେସକୁ ବାତିଲ କରାଯାଇଛି। ଏହା ସହିତ ୩୪୮ ଯାତ୍ରୀବାହୀ ଟ୍ରେନ ମଧ୍ୟ ବାତିଲ କରାଯାଇଛି।

ରେଳ ମନ୍ତ୍ରଣାଳୟ କହିଛି ଯେ ଏହା ବ୍ୟତୀତ ୪ ଟି ମେଲ ଏକ୍ସପ୍ରେସ ଏବଂ ୬ ଟି ପାସେଞ୍ଜର ଟ୍ରେନକୁ ସାମୟିକ ଭାବେ ବାତିଲ କରାଯାଇଛି। କୌଣସି ଟ୍ରେନର ଗତିପଥ ବଦଳାଯାଇ ନାହିଁ। ଭାରତ ବନ୍ଦ ଯୋଗୁ ମୋଟ ୫୩୯ ଟ୍ରେନ୍‌ ଚଳାଚଳ ଉପରେ ପ୍ରଭାବ ଅନୁଭୁତ ହୋଇଥିବା ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

ଟ୍ରେନ ଚଳାଚଳ ବ୍ୟାହତ ହେବାରୁ ଯାତ୍ରୀମାନେ ହଟହଟା ହେବାରେ ଲାଗିଛନ୍ତି। ସେମାନେ ଗନ୍ତବ୍ୟସ୍ଥଳରେ ନ ପହଞ୍ଚି ଅଧା ବାଟରେ ଅଟକି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳିକାଣ୍ଡ ଘଟଣାକୁ ନେଇ ବିଶ୍ୱର ଶକ୍ତିଶାଳୀ ରାଷ୍ଟ୍ରପତିଙ୍କ ବଡ଼ ବୟାନ, କହିଲେ ଯିଏ ଅଧିକ କାମ କରେ…

ଓ୍ବାଶିଂଟନ,୨୬।୪: ଆମେରିକାର ରାଜଧାନୀ ୱାଶିଂଟନର ହିଲଟନ ହୋଟେଲରେ ‘ହ୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ଘଟିଥିବା ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଟ୍ରମ୍ପ ଏକ ବିବୃତ୍ତି ଜାରି…

ଟଳିଲା ବଡ଼ ବିପଦ, ଅଳ୍ପକେ ବର୍ତ୍ତିଲେ ୨୩୨ ଯାତ୍ରୀ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀରୁ ଜୁରିଚ ଅଭିମୁଖେ ଯାଉଥିବା ସ୍ବିସ ଏୟାରର ବିମାନ SWR146 ହଠାତ ଉଡ଼ାଣ ସମୟରେ ଏକ ଯାନ୍ତ୍ରିକ ତ୍ରୁଟି ସୃଷ୍ଟି ହେବାରୁ ଦିଲ୍ଲୀ ବିମାନବନ୍ଦରରେ ଏକ…

ଟ୍ରମ୍ପଙ୍କୁ ଆଟାକ୍‌ ନେଇ ମୁହଁ ଖୋଲିଲେ ମୋଦି, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୨୬।୪: ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ ଆସୋସିଏସନ ରାତ୍ରୀଭୋଜନରେ ଗୁଳିକାଣ୍ଡ ଘଟଣା ପରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ପ୍ରତିକ୍ରିୟା ଜାରି କରିଛନ୍ତି। ଶନିବାର, ରାତ୍ରୀଭୋଜନ କାର୍ଯ୍ୟକ୍ରମ ସମୟରେ…

ବିଶ୍ୱର ୧୦୦ ଉତ୍ତପ୍ତ ସହର ମଧ୍ୟରୁ ଭାରତର ୯୫

ନୂଆଦିଲ୍ଲୀ,୨୬ା୪: ସାରା ବିଶ୍ୱରେ ଗ୍ରୀଷ୍ମଜନିତ ଉତ୍ତାପକୁ ନେଇ ଭାରତ ଏବେ କେନ୍ଦ୍ରସ୍ଥଳ ପାଲଟିଛି। କାରଣ ଭାରତର ଅଧିକାଂଶ ସହରରେ ତାପମାତ୍ରା ଅହେତୁକ ଭାବେ ବୃଦ୍ଧି ପାଇଚାଲିଥିବାବେଳେ ବହୁ…

ଡିନର ପାର୍ଟିରେ ଗୁଳିମାଡ଼କୁ ନେଇ ଟ୍ରମ୍ପଙ୍କ ବଡ଼ ଖୁଲାସା, କହିଲେ ଇରାନ…

ଓ଼୍ବାଶିଂଟନ,୨୬।୪: ହ଼୍ବାଇଟ ହାଉସ କରିସପଣ୍ଡେଣ୍ଟ୍ସଙ୍କ ରାତ୍ରୀଭୋଜନ ସମୟରେ ହଠାତ ଗୁଳିମାଡ଼ ଉପରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବିବୃତ୍ତି ଜାରି କରିଛନ୍ତି। ଶାନ୍ତ ରହିବାକୁ ନିବେଦନ…

ଡିନର ପାର୍ଟିରେ ହଠାତ୍‌ ଟ୍ରମ୍ପଙ୍କୁ ଗୁଳିମାଡ଼! ଦେଖନ୍ତୁ ଭିଡିଓ

ଓ଼୍ବାଶିଂଟନ,୨୬।୪: ‘ହ଼୍ବାଇଟ ହାଉସ କରେସପଣ୍ଡେଣ୍ଟ୍ସ’ ରାତ୍ରୀଭୋଜନ ସମୟରେ ୱାଶିଂଟନ ହିଲଟନ ହୋଟେଲରେ ଗୁଳିମାଡ଼। ତେବେ ଏହି ଘଟଣା ସମୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଏବଂ ଉପରାଷ୍ଟ୍ରପତି ଜେଡି…

ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ମୁହାଁଇଥିଲେ ହଜାର ହଜାର ଲୋକ: ପୋଲିସ-ବିକ୍ଷୋଭକାରୀଙ୍କ ମଧ୍ୟରେ ଘଟିଲା ସଂଘର୍ଷ

ଇମ୍ଫାଲ,୨୫ା୪: ମଣିପୁରରେ ହୋଇଥିବା ହିଂସାକୁ ନେଇ ସ୍ଥିତି ପୁଣି ଜଟିଳ ହେବାରେ ଲାଗିଛି। କୁକି ଏବଂ ନାଗା ସମ୍ପ୍ରଦାୟର ୨ ସଶସ୍ତ୍ର ଗୋଷ୍ଠୀଙ୍କ ମଧ୍ୟରେ ହିଂସା ଘଟି…

ଇରାନ-ଆମେରିକା ଶାନ୍ତି ଆଲୋଚନା ପୁଣି ବିଫଳ: ପ୍ରତିନିଧିଙ୍କ ଇସଲାମାବାଦ ଯାତ୍ରା ବାତିଲ କଲେ ଟ୍ରମ୍ପ, ଫେରିଗଲେ…

ୱାଶିଂଟନ/ଇସଲାମାବାଦ,୨୫।୪: ପାକିସ୍ତାନରେ ହେବାକୁ ଥିବା ବହୁ ପ୍ରତିକ୍ଷିତ ଶାନ୍ତି ଆଲୋଚନା ପୁଣି ଥରେ ବିଫଳ ହୋଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ପ୍ରତିନିଧି ଷ୍ଟିଭ ୱିଟକଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri