ମିଳିଲା ଅଗ୍ନିବୀରଙ୍କ ମୃତଦେହ, ଉଚ୍ଚସ୍ତରୀୟ ତଦନ୍ତ ଦାବି କଲେ ବାପା

ବାଲୁଗାଁ,୨୦।୪: ଖୋଦ୍ଧା ଜିଲା INS ଚିଲିକାରେ ପୁଣି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ସୋମବାର ଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଛି।

ମୃତ ଅଗ୍ନିବୀର ଜଣକ ବିହାର ଭୋଜପୁର ଅଞ୍ଚଳର ବୋଲି ସୂଚନା ମିଳିଛି। ଦିନକ ପୂର୍ୱରୁ ଅଗ୍ନିବୀରଙ୍କ ମୃତ୍ୟୁ ଘଟିଥିବା ପୋଲିସ ଅନୁମାନ କରୁଛି। ଅନ୍ୟପକ୍ଷେ ପୁଅର ମୃତ୍ୟୁକୁ ବାପା ସହଜରରେ ଗ୍ରହଣ କରୁ ନ ଥିବା ବେଳେ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି। ଏପରିକି ସେ ବାଲୁଗାଁ ଥାନାର ଦ୍ୱାରସ୍ଥ ହୋଇଛନ୍ତି। ଅନ୍ୟପକ୍ଷେ ଗତ ୮ତାରିଖରେ ଅନ୍ୟଜଣେ ଅଗ୍ନିବୀରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୩: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

ଗଞ୍ଜାମ ଜିଲା ପାଇଁ କ୍ରିକେଟ ଖେଳିବେ ଆୟୁଷା, ଘୋଷଣା କଲା ଓସିଏ

ଗୁଡାରି,୨୦।୪(ପ୍ରମୋଦ କୁମାର ପତି ): ଗୁଡାରି ସହରର ପାଇକ ସାହିର ୧୪ ବର୍ଷୀୟା ଝିଅ ଆୟୁଷା ଗଞ୍ଜାମ ଜିଲା ପାଇଁ ଓସିଏ ଆନ୍ତଃଜିଲା ମହିଳା କ୍ରିକେଟ ଟୁର୍ନାମେଣ୍ଟ…

ଇରାନ ବୈଦେଶିକ ମନ୍ତ୍ରଣାଳୟର ବଡ଼ ବୟାନ; ବ୍ଲେମ୍ ଗେମ୍ ଖେଳୁଛି ଆମେରିକା, ଆଉ ଆଲୋଚନା ପାଇଁ…

ତେହରାନ,୨୦।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧ ଥମିବାର କୌଣସି ସଙ୍କେତ ଦେଖାଯାଉ ନାହିଁ । ଏହାରି ଭିତରେ ଇରାନ ସ୍ପଷ୍ଟ ଭାବରେ କହିଛି ଯେ ବର୍ତ୍ତମାନ ଆମେରିକା…

ମୋତେ ଭାରତ ପକ୍ଷରୁ ଖେଳିବାକୁ ମିଳିଥିଲା ଅଫର୍‌: ସାଂଘାତିକ ଖୁଲାସା କଲେ ରଶିଦ ଖାନ

ନୂଆଦିଲ୍ଲୀ,୨୦।୪: ଆଫଗାନିସ୍ତାନର ଅଲରାଉଣ୍ଡର ରଶିଦ ଖାନ କ୍ରିକେଟ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କୁ ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ସ୍ପିନରମାନଙ୍କ ମଧ୍ୟରୁ…

ଡ୍ରାଇଭରଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଟଳିଗଲା ବଡ଼ ଦୁର୍ଘଟଣା, ଟ୍ରକ୍‌କୁ ରକ୍ଷା କରିବାକୁ ଯାଇ ବସକୁ ବାଲି ଗଦା ଉପରକୁ…

ଢେଙ୍କାନାଳ,୨୦।୪(ରତନ ନାୟାର): ପୁରୀରୁ ତୀର୍ଥ ସାରି ମହାରାଷ୍ଟ୍ର ନାସିକ ଫେରୁଥିବା ଏକ ତୀର୍ଥଯାତ୍ରୀ ବସ ଏକ ବଡ଼ ଦୁର୍ଘଟଣା ରୁ ଅଳ୍ପକେ ବର୍ତ୍ତି ଯାଇଛି । ଵସ…

ଯୁବକଙ୍କୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ, ରାସ୍ତାକଡ଼ରେ ଝିଟ୍‌କି ହୋଇପଡିଥିବା ଗୁରୁତର ଆହତଙ୍କୁ ଡ୍ରାଇଭର…

ମୋହନା,୨୦।୪ ( ମନ୍ମଥ ମିଶ୍ର ) : ରାୟଗଡା ଠାରୁ ରୋଗୀଙ୍କୁ ନେଇ ବ୍ରହ୍ମପୁର ଯିବା ସମୟରେ ବିରିକୋଟ ନିକଟସ୍ଥ ଶିବ ମନ୍ଦିର ନିକଟରେ ଯୁବକକୁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri