Posted inଜାତୀୟ

ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ବେରେ ଦୁର୍ଘଟଣା: ୭ ମୃତ, ୩୪ ଆହତ

ମୈନପୁରି,୨୧।୪: ଉତ୍ତର ପ୍ରଦେଶର ମୈନିପୁରିଠାରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ରବିବାର ଭୋର ସମୟରେ ଟ୍ରକ ସହ ଏକ ବସ୍‌ ଧକ୍କା ହେବା ଫଳରେ ଏଥିରେ ଅତିକମ୍‌ରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୪ ଜଣ ଆହତ ହୋଇଥିବା ସୂଚନା ମିଳିଛି। ବସ୍‌ଟି ଦିଲ୍ଲୀରୁ ବନାରସ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା। ଏଥିରେ ୫ ଯାତ୍ରୀଙ୍କ ସମେତ ୨ ବସ୍‌ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରିବା ସହ ମୃତକଙ୍କ ବ୍ୟବଚ୍ଛେଦ ବ୍ୟବସ୍ଥା ମଧ୍ୟ କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ଥିବାରୁ ଆଗକୁ ମୃତ୍ୟୁ ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର କାଂଦିବଲିରେ ଫୁଟିଲା ୪ ରାଉଣ୍ଡ ଗୁଳି: ଜଣେ ମୃତ, ୩ ଆହତ

ମୁମ୍ବାଇ,୧ ।୧୦: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ଫୁଟିଛି ଗୁଳି । ହଠାତ୍ ଏମିତି ଘଟିଥିବା ଘଟଣାକୁ ନେଇ ଲୋକେ ଭୟଭିତ ହୋଇଯାଇଛନ୍ତି । ଏହି...

ଅଯୋଧ୍ୟାରେ ଦୁଇଦିନ ଅଖଣ୍ଡ ରାମାୟଣ ପାଠ ସହ ଘରେ ଘରେ ଜଳିବ ଦୀପ

ଅଯୋଧ୍ୟା,୨୬।୭: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ଭୂମିପୂଜା ଲାଗି ସମସ୍ତ ପ୍ରସ୍ତୁତି ଯୋରସୋରରେ ଚାଲିଛି। ସେଠାରେ ଭୂମିପୂଜା ପାଇଁ ଅଗଷ୍ଟ ୪ରେ ସମସ୍ତ ମଠ...

ଦୈନିକ ସଂକ୍ରମଣ ୪୦ ହଜାର ଉପରେ, କେରଳ ବଢ଼ାଇଲା ଚିନ୍ତା…

ନୂଆଦିଲ୍ଲୀ,୨୯।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ପରେ ଏବେ ତୃତୀୟ ଲହର ଆଶଙ୍କା ଦେଖାଦେଇଛି। ଫଳରେ ଲୋକେ ଆତଙ୍କିତ ହେବାରେ ଲାଗିଛନ୍ତି। ଦୈନିକ...

ସର୍ବଦଳୀୟ ବୈଠକ ଡକାଇଲେ ରାଜ୍ୟ ସଭା ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୭: ସଂସଦର ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ରାଜ୍ୟ ସଭା ଅଧ୍ୟକ୍ଷ ଏମ୍‌. ଭେଙ୍କିଆ ନାଇଡୁ ବିଭିନ୍ନ ରାଜନୈତିକ ଦଳ ସହ ଏକ ସର୍ବଦଳୀୟ...

୫ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟକୁ ପଦୋନ୍ନତି ସୁପାରିସ

ନୂଆଦିଲ୍ଲୀ,୧୪।୧୨: ସୁପ୍ରିମକୋର୍ଟ କଲେଜିୟମ୍‌ ବୈଠକ ମଙ୍ଗଳବାର ବସି ୫ ଜଣ ହାଇକୋର୍ଟ ବିଚାରପତିଙ୍କୁ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ଦେବା ପାଇଁ ସୁପାରିସ କରାଯାଇଛି। ରାଜସ୍ଥାନ...

‘କଂଗ୍ରେସର ଅବସ୍ଥା ଜମିଦାରଙ୍କ ପରି’

ନୂଆଦିଲ୍ଲୀ,୧୦।୯: ଦେଶର ଭେଟେରାନ ନେତା ତଥା ଏନସିପି ମୁଖ୍ୟ ଶରଦ ପାୱାର କଂଗ୍ରେସକୁ କଡ଼ା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, କଂଗ୍ରେସ ଏହା ଗ୍ରହଣ...

‘ହତ୍ୟାକାରୀଙ୍କୁ ଛଡ଼ାଯିବ ନାହିଁ’

ଚଣ୍ଡିଗଡ଼,୨୯।୫: ପଞ୍ଜାବ ସରକାର ୪୨୪ ଜଣ ବିଶିଷ୍ଟ ବ୍ୟକ୍ତିଙ୍କ ସୁରକ୍ଷା ବ୍ୟବସ୍ଥା ପ୍ରତ୍ୟାହାର କରିନେବାର ଦିନକ ପରେ ମନସା ଜିଲାରେ ଖ୍ୟାତନାମା ପଞ୍ଜାବୀ ଗାୟକ ସିଧୁ...

ଭାଜପାକୁ ସମର୍ଥନ ଦେବେ ରାଜ ଠାକରେ

ମୁମ୍ବାଇ,୨୯।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ମଧ୍ୟରେ ଭାଜପା ଆସ୍ଥାଭୋଟ ଦାବି କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନେତା ଦେବେନ୍ଦ୍ର ଅଛନ୍ତି। ଏହି କ୍ରମରେ ବୁଧବାର ସେ...

Advertisement
Archives

Model This Week