Posted inଜାତୀୟ

୮୧ ଦିନର ଆନ୍ଦୋଳନ ପରେ ଚାଲିଗଲା ଜୀବନ, ତଥାପି ଶୁଣିଲେନି

ଆଗ୍ରା, ୩।୧: ଉତ୍ତରପ୍ରଦେଶର ଆଗ୍ରା ଜିଲା ଅଧୀନ ଅଜିଜ୍‌ପୁରା ଓ ସିରୋଲି ଗ୍ରାମରେ ରାସ୍ତା ଓ ଉପଯୁକ୍ତ ଡ୍ରେନ୍‌ଜ୍‌ ବ୍ୟବସ୍ଥା ଦାବି କରି ୮୧ ଦିନ ହେଲା ଆନ୍ଦୋଳନ ଚଳାଇଥିବା ରାନି ଦେବୀ ରବିବାର ଆଖି ବୁଜିଛନ୍ତି।

ଆନ୍ଦୋଳନସ୍ଥଳରେ ତାଙ୍କ ସହ ଥିବା ଅନ୍ୟ ଜଣେ ମହିଳାଙ୍କୁ ସଂଜ୍ଞାହୀନ ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜିଲା ସଦର ମହକୁମାଠାରେ ସ୍ଥାନୀୟ ଲୋକେ ଆନ୍ଦୋଳନ ଚଳାଇଥିଲେ। ସେମାନେ ଅନଶନରେ ବସିବା ସହ ଆଗାମୀ ବିଧାନସଭା ନିର୍ବାଚନ ବର୍ଜନ କରିବେ ବୋଲି କହିଥିଲେ। ବିକାଶ ନଗରର ରାନି (୪୮) ଅକ୍ଟୋବର ୧୩ରୁ ଆନ୍ଦୋଳନରେ ବସିରହିଥିଲେ। ରାନିଙ୍କ ମୃତ୍ୟୁ ପାଇଁ ତାଙ୍କ ପୁଅ ନୀରଜ ଜିଲା ପ୍ରଶାସନକୁ ଦାୟୀ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲଙ୍କ ବଡ଼ ଚେତାବନୀ, ଦେଶରେ ଆସିବ ‘Economic Earthquake’, ମୋଦି କହିଲେ…

ନୂଆଦିଲ୍ଲୀ,୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଭାଷଣରେ ପଶ୍ଚିମ ଏସିଆର ସଙ୍କଟ କେନ୍ଦ୍ରବିନ୍ଦୁ ପାଲଟିଥିଲା। ଉଭୟ ନେତା ଭାରତ ଉପରେ…

ନା ଖୋଲିଲା ହର୍ମୁଜ, ନା ହେଲା କୌଣସି ଚୁକ୍ତି… ଏହାପରେ ବି କାହିଁକି ଯୁଦ୍ଧ ବନ୍ଦ କରିବାକୁ ଚାହୁଁଛନ୍ତି ଟ୍ରମ୍ପ୍‌? ଜାଣନ୍ତୁ କ’ଣ ରହିଛି ଏହାର ବଡ଼ କାରଣ

ଓ୍ବାଶିଂଟନ,୧।୪: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଏକ ନୂତନ ମୋଡ଼ ନେଇଛି। ଇରାନ ସହିତ ଯୁଦ୍ଧ ଏବେ ଯେକୌଣସି ମୁହୂର୍ତ୍ତରେ ଶେଷ ହୋଇପାରେ। ଆମେରିକା ମଧ୍ୟ…

ଓଲଟିଲା ମାଛ ବୋଝେଇ ମିନି ଟ୍ରକ: ଆଉ ତା’ପରେ ଘଟିଲା…

ଗଞ୍ଜାମ,୧।୪(ଅନାଥ ତରାଇ): ଗଞ୍ଜାମ ଥାନା ଅନ୍ତର୍ଗତ ବିଞ୍ଚଣାପଲି ଛକ ୧୬ ନମ୍ବର ଜାତୀୟ ରାଜପଥଠାରେ ଗତକାଲି ବିଳମ୍ବିତ ରାତି ପ୍ରାୟ ୧୨ଟା ୩୦ ମିନିଟ ସମୟରେ ଏକ…

ଗଞ୍ଜାମ ଜିଲାକୁ ୩ ଜାତୀୟ ପୁରସ୍କାର: ଚାରିଆଡ଼ୁ ଛୁଟିଲା ଶୁଭେଚ୍ଛାର ସୁଅ

ଛତ୍ରପୁର, ୧/୪(ଦିଲ୍ଲୀପ ସାମଲ): ପୁଣି ରାଜ୍ୟରେ ଗଞ୍ଜାମ ଜିଲା ସୁନାମ ଆଣିଛି । ଜିଲାକୁ ୩ଟି ଜାତୀୟ ପୁରସ୍କାର ମିଳିଛି । ଦୀନଦୟାଲ ଉପାଧ୍ୟାୟ ପଞ୍ଚାୟତ ସତତ…

ବଡ଼ ଦୁର୍ଘଟଣା, ସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୨୯ ମୃତ

ମସ୍କୋ,୧।୪: ରୁଷିଆରେ ଏକ ବଡ଼ ବିମାନ ଦୁର୍ଘଟଣାର ରିପୋର୍ଟ ସାମ୍ନାକୁ ଆସିଛି। ରୁଷିଆ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ଉଦ୍ଧୃତ କରି, ସମ୍ବାଦ ସଂସ୍ଥା TASS ବୁଧବାର ରିପୋର୍ଟ କରିଛି…

ବଦଳିଛି ମାନଚିତ୍ର, ବାଟବଣା ବିକାଶ ପଥ: ଜିଲା ଗଠନକୁ ପୂରିଲା ୩୩ବର୍ଷ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଗଠନକୁ ୩୩ବର୍ଷ ପୂରିଛି। ନୂତନ ଜିଲା ମନ୍ୟତା ପାଇବା ପରେ ୧୯୯୩ ଅପ୍ରେଲ ୧ ତାରିଖ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ସ୍ବର୍ଗତ…

ଆଜି ସମଲେଶ୍ବରୀଙ୍କ ମହାସ୍ନାନ: ମନ୍ଦିରରେ ଶ୍ରଦ୍ଧାଳୁଙ୍କ ସମାଗମ

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ)- ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ବରୀଙ୍କ ବୁଧବାର ମହାସ୍ନାନ ହୋଇଛି। ଏହି କ୍ରମରେ ଶୀତଳଧାରା ଅର୍ପଣ ପୂର୍ବକ ପ୍ରାତଃ ୪ଟା ୫୧ମିନିଟରୁ ଭକ୍ତମାନଙ୍କ ଦ୍ୱାରା…

ବଢ଼ିଲା ଗ୍ୟାସ୍‌ ଦର: ଜାଣନ୍ତୁ କେତେ ହେଲା ସିଲିଣ୍ଡର

ନୂଆଦିଲ୍ଲୀ,୧।୪:କମର୍ସିଆଲ LPG ଦର ବଢ଼ାଇଛନ୍ତି କେନ୍ଦ୍ର ସରକାର। କମର୍ସିଆଲ LPG ସିଲିଣ୍ଡର ପିଛା ଦର ୧୯୫ ଟଙ୍କା ୫୦ ପଇସା ବୃଦ୍ଧି ହୋଇଛି। ନୂଆଦିଲ୍ଲୀରେ ୧୯ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri