Posted inଜାତୀୟ

ସୈନ୍ୟ ପ୍ରତ୍ୟାହାର ଲାଗି ସହମତି

ନୂଆଦିଲ୍ଲୀ, ୨୬ା୧ (ପି.ଟି.): ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅନ୍ତର୍ଗତ ଅଞ୍ଚଳରେ ଦୀର୍ଘ ୯ ମାସ ହେଲା ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ ମୁହାଁମୁହିଁ ସ୍ଥିତି ଲାଗି ରହିଥତ୍ବାବେଳେ ଅଚଳାବସ୍ଥା ଦୂର ପାଇଁ ଉଭୟ ପକ୍ଷର ସେନା କମାଣ୍ଡର ସ୍ତରୀୟ ନବମ ପଯର୍ୟାୟ ବୈଠକ ଅନୁଷ୍ଠିତ ହୋଇଥତ୍ଲା। ଅ।ଲୋଚନା ସକାରାତ୍ମକ ତଥା ଗଠନମୂଳକ ହୋଇଥତ୍ବା ସରକାର କହିଛନ୍ତି। ସୀମାରେ ମୁତୟନ ଥତ୍ବା ଫ୍ରଣ୍ଟଲାଇନ ସୈନ୍ୟ ତୁରନ୍ତ ପ୍ରତ୍ୟାହାର କରିନେବାକୁ ଉଭୟ ପକ୍ଷର କମାଣ୍ଡରମାନେ ରାଜି ହୋଇଛନ୍ତି। ରବିବାର ଚାଇନା ପାର୍ଶ୍ୱର ମୋଲ୍ଡୋ-ଚୁଶୁଲ ସୀମାରେ ଦୀର୍ଘ ୧୫ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅ।ଲୋଚନା ଚାଲିଥତ୍ଲା। ଫଳରେ ଉଭୟ ପକ୍ଷରେ ମଧ୍ୟରେ ପାରସ୍ପରିକ ବିଶ୍ୱାସ ଓ ବୁଝାମଣା ବୃଦ୍ଧି ପାଇଛି । ଏଲ୍ଏସିରେ ଶାନ୍ତି ଓ ସ୍ଥିରତା ବଜାୟ ରଖତ୍ବା ଦିଗରେ ଦୁଇପକ୍ଷ ଫଳପ୍ରଦ ଉଦ୍ୟମ ଜାରି ରଖତ୍ବା ଲାଗି ସହମତ ହୋଇଛନ୍ତି । ଖୁବ୍ଶୀଘ୍ର ଦଶମ ପଯର୍ୟାୟ ଅ।ଲୋଚନା କରିବାକୁ ସ୍ଥିର ହୋଇଛି ଗତ ନଭେମ୍ବରରେ ଅନୁଷ୍ଠିତ ଅଷ୍ଟମ ପଯର୍ୟାୟ ଅ।ଲୋଚନା ବେଳେ ସେନା ପ୍ରତ୍ୟାହାର ସମ୍ପର୍କରେ ଉଭୟ ପକ୍ଷ ମତ ରଖତ୍ଥତ୍ଲେ। ସୂଚନାଯୋଗ୍ୟ ଗତବର୍ଷ ମେରୁ ଭାରତ ଓ ଚାଇନା ସେନା ମଧ୍ୟରେ ମୁହଁ।ମୁହିଁ ସ୍ଥିତି ଜାରି ରହିଥତ୍ବାବେଳେ ପୂର୍ବ ଲଦାଖ ପାର୍ବତ୍ୟାଞ୍ଚଳରେ ୫୦ ହଜାର ଭାରତୀୟ ଯବାନ ମୁତୟନ ଅଛନ୍ତି ଚାଇନା ମଧ୍ୟ ନିଜ ପାର୍ଶ୍ୱରେ ସମାନ ସଂଖ୍ୟକ ସୈନ୍ୟ ସୀମାରେ ଠୁଳ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କ iPhone ଧରିଥିଲା କୁନି ପୁଅ, ବୋଟିଂ ସମୟରେ କରିଦେଲା ଏମିତି କାଣ୍ଡ, ୟୁଜର୍ସ ଦେଖି…

ପିଲାମାନଙ୍କ ଦୁଷ୍ଟାମୀର ଭିଡିଓ ପ୍ରତିଦିନ ସୋସିଆଲ ମିଡିଆରେ ଭାଇରାଲ ହୁଏ, କିନ୍ତୁ ଏଥର ଜଣେ କୁନି ପିଲା ଏମିତି କାରନାମା କରିଛି ଯାହା ୟୁଜର୍ସଙ୍କୁ ଚକିତ କରିଦେଇଛି।…

G7 ବୈଠକରେ ଟ୍ରମ୍ପ କାହିଁକି କହିଲେ I’m the Boss? ଜବାବ ଦେଇ କହିଲେ…

ଓ୍ବାଶିଂଟନ,୨୦।୬: ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ସମୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଉପସ୍ଥିତ ନେତାମାନଙ୍କୁ କହିଥିଲେ, “ମୁଁ ହେଉଛି ବସ୍।” ଏହା ଭାଇରାଲ ହେବା…

ହର୍ମୁଜ ପାଇଁ ଇରାନର ନୂତନ ନିୟମ: ବିନା ଅନୁମତିରେ କରିପାରିବ ନାହିଁ ଜାହାଜ ଚଳାଚଳ – ବିଶ୍ୱ ବାଣିଜ୍ୟ ଉପରେ କ’ଣ ପଡ଼ିବ ପ୍ରଭାବ? ଜାଣନ୍ତୁ…

ତେହରାନ,୨୦।୬: ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ସମ୍ପ୍ରତିକ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ବାଣିଜ୍ୟ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀରେ କାର୍ଯ୍ୟକଳାପ…

ପ୍ରଧାନମନ୍ତ୍ରୀଙ୍କୁ ନିଜ ଗାଁ ବୁଲାଇବେ ରାଷ୍ଟ୍ରପତି

ବାରିପଦା,୨୦ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବାବେଳେ ଶନିବାର ପୂର୍ବାହ୍ନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଶାଶୁଘର ଗାଁ ମୟୂରଭଞ୍ଜର ପାହାଡ଼ପୁରରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଶାଶୁଘର…

ବିଶ୍ୱର ସବୁଠାରୁ ଚମତ୍କାର ନେତା କିଏ? ଟ୍ରମ୍ପ ଦେଲେ ଏମିତି ଉତ୍ତର ପାକିସ୍ତାନକୁ ଲାଗିବ ଜୋରଦାର ଝଟକା!

ଓ୍ବାଶିଂଟନ,୨୦।୬: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ପ୍ରଶଂସା କରିଛନ୍ତି। ଟ୍ରମ୍ପ ଉଭୟ ନେତାଙ୍କୁ ସେ ସବୁଠାରୁ…

NEET Re-Exam: NEET ଛାତ୍ରଙ୍କ ପରୀକ୍ଷା କେନ୍ଦ୍ର ଆବୁଧାବି ଜାଣିବା ପରେ କାନ୍ଦି କାନ୍ଦି ବେହାଲ ହେଲେଣି ପରୀକ୍ଷାର୍ଥୀ, ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୨୦।୬: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ନାଗପୁରର ଜଣେ ଛାତ୍ରଙ୍କୁ NEET ପୁନଃପରୀକ୍ଷା ପାଇଁ ଆବୁଧାବିରେ ଏକ ପରୀକ୍ଷା କେନ୍ଦ୍ର ଦେଇଛି। ଛାତ୍ର ଜଣକ କହିଛନ୍ତି ଯେ…

ପାହାଡପୁରରେ ପହଞ୍ଚିଲେ ମୋଦି: ଓଡ଼ିଶା ଇତିହାସରେ ପ୍ରଥମଥର ପାଇଁ…

ବାରିପଦା,୨୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି MI-17 ହେଲିକପ୍ଟର ଯୋଗେ ମୟୂରଭଞ୍ଜ ପାହାଡ଼ପୁରରେ ପହଞ୍ଚିଛନ୍ତି। ପୂର୍ବରୁ ପାହାଡ଼ପୁରରେ ପହଞ୍ଚି ସାରିଛନ୍ତି ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ। ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ…

ଜନ୍ମଦିନରେ ପିଲାଙ୍କୁ ଚକୋଲେଟ ବାଣ୍ଟିଲେ ରାଷ୍ଟ୍ରପତି: ଘରୁ ବାହାରିବାବେଳେ…

ବାରିପଦା,୨୦।୬: ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ। ଏହି ଅବସରରେ ସେ ନିଜ ଜନ୍ମମାଟି ମୟୁରଭଞ୍ଜରେ ଅଛନ୍ତି। ସକାଳୁ ସକାଳୁ ଘରୁ ବାହାରିବାବେଳେ ପିଲାମାନେ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri