ଆଇଜିଡିଟିୟୁଡବ୍ଲ୍ୟୁ ସହ ସିଜିୟୁର ରାଜିନାମା

ଭୁବନେଶ୍ୱର,୨୪।୧୨: ସି. ଭି. ରମଣ ଗ୍ଲୋବାଲ ୟୁନିର୍ଭସିଟି (ସିଜିୟୁ) ଓ ଇନ୍ଦିରା ଗାନ୍ଧୀ ଦିଲ୍ଲୀ ଟେକ୍ନିକାଲ ୟୁନିର୍ଭସିଟି ଫର୍‌ ଓମେନ (ଆଇଜିଡିଟିୟୁଡବ୍ଲ୍ୟୁ) ମଧ୍ୟରେ ଏକ ବୁଝାମଣାପତ୍ର (ଏମ୍‌ଓୟୁ) ସ୍ବାକ୍ଷରିତ ହୋଇଛି। ଏ ସମ୍ପର୍କରେ ଆଇଜିଡିଟିୟୁଡବ୍ଲ୍ୟୁର କୁଳପତି ଡ. ଅମିତା ଦେବ କହିଛନ୍ତି, ଛାତ୍ରମାନଙ୍କର ପ୍ରୋଜେକ୍ଟ, ଆଇପିଆର୍‌ ଫାଇଲିଂ ଏବଂ ଶିକ୍ଷକ ମାନଙ୍କର କୋଲାବରେଟିଭ ରିସର୍ଚ୍ଚ କାର୍ଯ୍ୟକ୍ରମକୁ ଅଧିକ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ ଦିଆଯିବ। ସେହିଭଳି ସିଜିୟୁର କୁଳପତି ପ୍ରଫେସର ଡ. ଶୁଦ୍ଧୀନ୍ଦ୍ରନାଥ ପଣ୍ଡା କହିଛନ୍ତି, ଦେଶ ଓ ବିଦେଶର ବିଭିନ୍ନ ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟ ସହ ସହଭାଗିତା ସ୍ଥାପନ କରି ଭବିଷ୍ୟତରେ ଛାତ୍ରୀଛାତ୍ରମାନଙ୍କର ପ୍ରୋଜେକ୍ଟଗୁଡିକୁ କିପରି ଷ୍ଟାର୍ଟଅପ୍‌ରେ ପରିଣତ କରାଯିବ, ସେ ବିଷୟରେ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଉଛି।
ଆଇଜିଡିଟିୟୁଡବ୍ଲ୍ୟୁର ମେକାନିକାଲ ବିଭାଗର ପ୍ରଫେସର ମନୋଜ ସୋନି, କମ୍ପ୍ୟୁଟର ସାଇନ୍ସ ଏବଂ ଆଇଟିର ପ୍ରଫେସର ପୁନମ ବଂଶଲଙ୍କ ସମେତ ସିଜିୟୁର ରେଜିଷ୍ଟ୍ରାର ଡ. ବିନୀତା ପଣ୍ଡା, ଡିନ୍‌ ଇଞ୍ଜିନିୟରଂ ପ୍ରଫେସର ଡ. ପି. କାନୁନ୍‌ଗୋ, ଡିନ୍‌ ଏକାଡେମିକ ଅଶ୍ୱିନୀ ସାହୁ, ଡିନ୍‌ ଇଣ୍ଟରନ୍ୟାଶନାଲ ଡ. ଇନ୍ଦିରା ରାଉତରାୟ ଓ ଇଲେକ୍ଟ୍ରିକାଲ ବିଭାଗର ଶିକ୍ଷକ ରଜତ ସାମନ୍ତରାୟ ପ୍ରମୁଖ ଏମ୍‌ଓୟୁ ସ୍ବାକ୍ଷାର ଅବସରରେ ଯୋଗଦେବା ସହ ଉକ୍ତ ରାଜିନାମାକୁ ଆଗକୁ ବଢ଼ାଇନେବା ପାଇଁ ଆଶାବ୍ୟକ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୋକୋଭିଚ୍‌, ବୋନମାଟିଙ୍କୁ ଲୌରିଅସ ପୁରସ୍କାର

ମାଡ୍ରିଡ୍‌, ୨୪ା୪ (ଏପି): ସମ୍ମାନଜନକ ଲୌରିଅସ୍‌ ଓ୍ବାଲର୍‌ଡ ସ୍ପୋଟର୍‌ସ ଆଓ୍ବାର୍ଡ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗତବର୍ଷ ପ୍ରଥମଥର ମହିଳା ବିଶ୍ୱକପ୍‌ ଜିତିଥିବା ସ୍ପେନ୍‌ ଦୁଇଟି ପୁରସ୍କାର...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୪।୪: କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ୨ୟ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ...

ପ୍ରବୀଣ ଟିପିଡବ୍ଲ୍ୟୁଓଡିଏଲ୍‌ର ନୂତନ ସିଇଓ

ଭୁବନେଶ୍ୱର,୨୪।୪: ଟିପି ଓ୍ବେଷ୍ଟର୍ନ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିଡବ୍ଲ୍ୟୁଓଡିଏଲ୍‌) ର ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ଭାବେ ପ୍ରବୀଣ କୁମାର ବର୍ମା ନିକଟରେ ଦାୟିତ୍ୱ ଗ୍ରହଣ...

ଲାଲଚାନ୍ଦ୍‌ ଜୁଏଲର୍ସର ଗୋଲ୍ଡ ଲକ୍‌ ଅଫର

ଭୁବନେଶ୍ୱର,୨୪।୪(ଅଭୟ ଦାଶ): ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଅକ୍ଷୟ ତୃତୀୟା ଉପଲକ୍ଷେ ଲାଲ୍‌ଚାନ୍ଦ୍‌ ଜୁଏଲର୍ସର ଆକର୍ଷଣୀୟ ଅଫର ଓ ଅଗ୍ରିମ ବୁକିଂ ସମ୍ପର୍କରେ ଘୋଷଣା...

ଆଇଟି କମ୍ପାନୀରେ କମୁଛି ନିଯୁକ୍ତି

ଭୁବନେଶ୍ୱର,୨୪।୪(ଅନୁରାଧା ମହାରଣା): ଲୋକଙ୍କୁ ନିଯୁକ୍ତି ପ୍ରଦାନ କ୍ଷେତ୍ରରେ ଶୀର୍ଷରେ ଥିବା ଆଇଟି ସଂସ୍ଥାଗୁଡ଼ିକର ସ୍ଥିିତି ଭଲ ନାହିଁ। ବିଶ୍ୱର ବଡ଼ ବଡ଼ ବୈଷୟିକ କମ୍ପାନୀଗୁଡ଼ିକରେ ଛଟେଇ...

ବେଦାନ୍ତ ଆଲୁମିନିୟମରେ ଓ୍ବାର୍ଲଡ ଆର୍ଥ ଡେ

ନୂଆଦିଲ୍ଲୀ,୨୩।୪: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବେଦାନ୍ତ ଆଲୁମିନିୟମ ପରିସରରେ ଓ୍ବାର୍ଲଡ ଆର୍ଥ ଡେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ...

ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆର ନୂତନ ସିଏଚ୍‌ଡି ଉଦ୍‌ଘାଟିତ

ଭୁବନେଶ୍ୱର,୨୩।୪: ଆର୍ସେଲର ମିତ୍ତଲ ନିପ୍ପନ ଷ୍ଟିଲ୍‌ ଇଣ୍ଡିଆ ବା ଏଏମ୍‌ଏନ୍‌ଏସ୍‌ ଇଣ୍ଡିଆ ଲିମିଟେଡର ନୂତନ କମ୍ୟୁନିଟି ହେଲ୍‌ଥ ଡିସ୍‌ପେନ୍‌ସାରି (ସିଏଚ୍‌ଡି) ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏପରିକି...

ରିଲାଏନ୍ସ ଜିଓର ନେଟ ଲାଭ ୨୦,୪୬୬ କୋଟି

ନୂଆଦିଲ୍ଲୀ,୨୩।୪: ଦେଶର ସର୍ବବୃହତ୍‌ ଦୂରସଞ୍ଚାର ସେବା ପ୍ରଦାନକାରୀ କମ୍ପାନୀ ତଥା ରିଲାଏନ୍ସ ଜିଓ ଇନ୍‌ଫୋକମ ଲିମିଟେଡ୍‌ର ନିର୍ଦ୍ଦେଶକମଣ୍ଡଳୀ ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri