ପିଏମ୍‌ବିଆଇ ସହ ସିଆଇଏଲ୍‌ର ବୁଝାମଣା

ନୂଆଦିଲ୍ଲୀ,୧୦।୯ (ଅଭୟ ଦାଶ): ଦେଶର ପ୍ରମୁଖ ସରକାରୀ ପ୍ରତିଷ୍ଠାନ ତଥା ଫାର୍ମାସ୍ୟୁଟିକାଲ୍‌ସ ଆଣ୍ଡ ମେଡିକାଲ ଡିଭାଇସ ବ୍ୟୁରୋ ଅଫ୍‌ ଇଣ୍ଡିଆ ବା ପିଏମ୍‌ବିଆଇ ଏବଂ କୋଲ୍‌ ଇଣ୍ଡିଆ ଲିମିଟେଡ (ସିଆଇଏଲ୍‌) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏପରିକି ଉଭୟ ସଂସ୍ଥାର ମିଳିତ ସହଭାଗିତା ଓ ସହାୟତାରେ ଗୁଣାତ୍ମକ ମାନ ଜେନେରିକ ମେଡିସନ ପ୍ରସ୍ତୁତ ସହିତ ମାନବ ସମ୍ବଳ ଓ ଜନଔଷଧି କେନ୍ଦ୍ର ଖୋଲାଯିବ ବୋଲି ଉଭୟଙ୍କ ମଧ୍ୟରେ ଏକ ବୁଝାମଣା ପତ୍ର (ଏମଓୟୁ) ସ୍ବାକ୍ଷର ହୋଇଯାଇଛି। ଅପରପକ୍ଷରେ ପିଏମ୍‌ବିଆଇର ମୁଖ୍ୟାଳୟ ନୂଆଦିଲ୍ଲୀଠାରେ ଆୟୋଜିତ ଏକ ଚୁକ୍ତି ସ୍ବାକ୍ଷର କାର୍ଯ୍ୟକ୍ରମରେ ଯୋଗ ଦେଇ ପିଏମବିଆଇର ସିଇଓ ରବି ଦଧିଚି ଏମଓୟୁ ସ୍ବାକ୍ଷର କରିଥିଲେ। ଏହି ଅବସରରେ ଉଭୟ ସିଆଇଏଲ ଓ ପିଏମବିଆଇର ବରିଷ୍ଠ ଅଧିକାରୀମାନ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲାରୁ ବିଦ୍ୟୁତ୍‌ ଉତ୍ପାଦନ ବନ୍ଦ କରିବାରେ ଇଂଲଣ୍ଡ ପ୍ରଥମ

ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ଅକ୍ଟୋବର ପହିଲାରେ ଇଂଲଣ୍ଡ (ୟୁକେ) ଏହାର ଶେଷ କୋଇଲା ଭିତ୍ତିକ ବିଦ୍ୟୁତ୍‌ ଉତ୍ପାଦନ କେନ୍ଦ୍ର ବନ୍ଦ କରି କୋଇଲାରୁ ବିଦ୍ୟୁତ୍‌ ଉତ୍ପାଦନକୁ ସମ୍ପୂର୍ଣ୍ଣ...

ସାରା ଦେଶରେ ରିଲାଏନ୍ସର ସ୍ବଚ୍ଛତା ଅଭିଯାନ

ଭୁବନେଶ୍ୱର,୭।୧୦(ଅଭୟ ଦାଶ): ରିଲାଏନ୍ସ ଇଣ୍ଡଷ୍ଟ୍ରି ଲିମିଟେଡ(ଆର୍‌ଆଇଏଲ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ଉଇ କେୟାର ଫର୍‌ ସ୍ବଚ୍ଛତା ଅଭିଯାନର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ୭୫,୦୦୦ ରୁ...

ରେପୋରେଟ୍‌ ହାର ପରିବର୍ତ୍ତନ ଆଶା କ୍ଷୀଣ

ଭୁବନେଶ୍ୱର,୭।୧୦(ଅନୁରାଧା ମହାରଣା): ସୋମବାର ଅନୁଷ୍ଠିତ ହେବାକୁ ଥିବା ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ଦ୍ୱି-ମାସିକ ମୁଦ୍ରା ନୀତି ସମୀକ୍ଷା ବୈଠକରେ ପ୍ରମୁଖ ସୁଧ ହାର ରେପୋ ହାରରେ...

ଆମାଜନ ଗୋଲ୍ଡ ଭାଉଚରର ଶୁଭାରମ୍ଭ

ନୂଆଦିଲ୍ଲୀ,୭।୧୦: ଚଳିତ ପାର୍ବଣ ଋତୁରେ ସୁନା, ରୁପା ଓ ମୂଲ୍ୟବାନ ଅଳଙ୍କାର କ୍ରୟ କରିବା ସହିତ ପ୍ରିୟଜନଙ୍କୁ ଉପହାର ଦେବା ପାଇଁ ଆମାଜନ ଗୋଲ୍ଡ ଭାଉଚର...

ଚଳିତ ଆର୍ଥିକ ବର୍ଷରେ ୧୦,୦୦୦ ନୂଆ କର୍ମଚାରୀ ନିଯୁକ୍ତ କରିବ ଭାରତୀୟ ଷ୍ଟେଟ ବ୍ୟାଙ୍କ

ମୁମ୍ବାଇ,୬ା୧୦: ଦେଶର ସର୍ବ ବୃହତ ଋଣ ପ୍ରଦାନକାରୀ ଷ୍ଟେଟ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏହାର ସାଧାରଣ ବ୍ୟାଙ୍କିଙ୍ଗ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏବଂ ବୈଷୟିକ...

ନିଜ ନାମରେ ନୁହେଁ, ବରଂ ସ୍ତ୍ରୀଙ୍କ ନାମରେ କରନ୍ତୁ FD; ଲାଭ ଜାଣିଲେ ଚକିତ ହେବେ…

ନୂଆଦିଲ୍ଲୀ,୫।୧୦: ଫିକ୍ସ ଡିପୋଜିଟ୍‌(ଏଫ୍‌ଡି) ଯୋଜନା ଉପରେ ସାରା ଦେଶର ଜଣାଶୁଣା ବ୍ୟାଙ୍କଗୁଡ଼ିକ ପକ୍ଷରୁ ବାର୍ଷିକ ୮% ଆକର୍ଷକ ଋଣ ଦିଆଯାଉଛି। ଟଙ୍କାକୁ ସୁରକ୍ଷିତ ରଖିବା ସହ...

ରାଜ୍‌ ଇଲେକ୍ଟ୍ରୋନିକ୍ସରେ ଫେଷ୍ଟିଭାଲ ଅଫର

ଭୁବନେଶ୍ୱର,୫।୧୦: ରାଜ୍ୟର ଅଗ୍ରଣୀ ରିଟେଲ ଚେନ୍‌ ରାଜ୍‌ ଇଲେକ୍ଟ୍ରୋନିକ୍ସର ବହୁ ପ୍ରତୀକ୍ଷିତ ‘ଫେଷ୍ଟିଭାଲ ଅଫର’ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଦୀର୍ଘ ୩୬ ବର୍ଷ ଧରି ସମଗ୍ର...

ତନିସ୍କର ନୂତନ କଲେକ୍ସନ ‘ନବ-ରାଣୀ’

ଭୁବନେଶ୍ୱର,୫।୧୦: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ଭାରତୀୟ ଗହଣା ବ୍ରାଣ୍ଡ ତନିସ୍କର ନୂତନ କଲେକ୍ସନ (ଫେଷ୍ଟିଭ୍‌ କଲେକ୍ସନ)‘ନବ-ରାଣୀ’ସମ୍ଭାରର ଅନାବରଣ ନିକଟରେ ହୋଇଯାଇଛି। ଏପରିକି ଆଧୁନିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri