Posted inଜାତୀୟ

କୃଷି ଆଇନକୁ ଅଧିକାଂଶ ଚାଷୀ ସଂଗଠନର ସମର୍ଥନ ଥିଲା

ନୂଆଦିଲ୍ଲୀ,୨୨।୩ : ଅଧିକାଂଶ କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ କୃଷି ଆଇନକୁ ସମର୍ଥନ କରୁଥିଲେ। ଏବେ ଉକ୍ତ ଆଇନକୁ ପ୍ରତ୍ୟାହାର କରିନିଆଯାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି ବିଭିନ୍ନ ସଂଗଠନ ସହ ଆଲୋଚନା କରିବା ପରେ ଉପରୋକ୍ତ ତଥ୍ୟ ଜାଣିବାକୁ ପାଇଛନ୍ତି। ସୋମବାର ଚାଷୀ ନେତା ତଥା କମିଟି ସଦସ୍ୟ ଅନିଲ ଘନଓ୍ବତ୍‌ ରିପୋର୍ଟକୁ ସର୍ବସାଧାରଣରେ ପ୍ରକାଶ କରିଛନ୍ତି। କେନ୍ଦ୍ର ସରକାର ୨୦୨୦ରେ ୩ କୃଷି ଆଇନ ଆଣିଥିଲେ। ଏହାକୁ କେତେକ କୃଷକ ସଂଗଠନ ବିରୋଧ କରି ଆନ୍ଦୋଳନ ଜାରି ରଖିବା ଫଳରେ ସରକାର ଉକ୍ତ ଆଇନକୁ ଗତବର୍ଷ ନଭେମ୍ବରରେ ପ୍ରତ୍ୟାହାର କରିନେଇଥିଲେ। ଉକ୍ତ ଆଇନ ବିରୋଧରେ ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଥିବାବେଳେ ଆଇନ ଉପରେ ତର୍ଜମା କରିବା ସହ ଆନ୍ଦୋଳନରତ ଚାଷୀଙ୍କ ସହ ଆଲୋଚନା ପାଇଁ କୋର୍ଟ ୩ ଜଣିଆ କମିଟି ଗଠନ କରିଥିଲେ। କମିଟି ମୋଟ ୨୬୬ ଚାଷୀ ସଂଗଠନ ସହ ଆଲୋଚନା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଏଆଇ ସମିଟ୍‌: ଚାଇନା ରୋବୋକୁ ନେଇ ବିବାଦ

ନୂଆଦିଲ୍ଲୀ,୧୯ା୨(ରଏଟର୍ସ/ପିଟି):ଭାରତ ସରକାରଙ୍କ ପକ୍ଷରୁ ଆୟୋଜିତ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଚାଇନା ନିର୍ମିତ ଏକ ରୋବୋଟିକ୍‌ ଡଗ୍‌କୁ ବୁଧବାର ଘରୋଇ ବିଶ୍ୱବିଦ୍ୟାଳୟ ଗାଲ୍‌ଗୋଟିଆସ୍‌ ନିଜର ବୋଲି ଦର୍ଶାଇବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri