ସରକାରଙ୍କ ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ କୃଷି ବିଭାଗର ତତ୍ପରତା, ତାଲିମ…

ଦାରିଙ୍ଗବାଡି,୨୫।୬(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରାଇବା ଓ ସଠିକ ଭାବେ କୃଷକଙ୍କ ନାମ ପଞ୍ଜିକୃତ କରାଇବାରେ କନ୍ଧମାଳ ଜିଲା ଦାରିଙ୍ଗବାଡି କୃଷି ବିଭାଗ ବଡ଼ ପଦକ୍ଷେପ ନେଇଛି । ଗୁରୁବାର କୃଷି କାର୍ଯ୍ୟଳୟ ପରିସର ମଧ୍ୟରେ ବ୍ଲକ କୃଷି ଅଧିକାରୀ ସୀତାଂଶୁ କୁମାର ମଲିକଙ୍କ ଅଧ୍ୟକ୍ଷତାରେ ତହସିଲଦାର ଧୀରଜ ପାତ୍ର, ସହକାରୀ କୃଷି ଅଧିକାରୀ ଅସେଲେସା ରଥ ଉପସ୍ଥିତ ରହି ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ରହିଥିବା କମନ ସର୍ଭିସ ସେଣ୍ଟର (ସିଏସସି )ର ସମସ୍ତ ଭିଏଲଇ (ଭିଲେଜ ଲେଭେଲ ଇଂଟରେପ୍ରେନିୟୁର ବା ଉଦ୍ୟୋକ୍ତା )ଙ୍କୁ ତାଲିମ ପ୍ରଦାନ କରିଛନ୍ତି ।

ସରକାରଙ୍କ ଦ୍ୱାରା କୃଷକଙ୍କ ପାଇଁ ରହିଥିବା ଯୋଜନା ଓ ବୀମା ଗୁଡିକ ଅନଲାଇନରେ କିଭଳି ସଠିକ ତଥ୍ୟ ସହ ପଞ୍ଜିକୃତ କରାଯିବ ବିଶେଷ କରି ପିଏମ କିଶାନ, ସିଏମ କିଶାନ, ଫସଲ ବୀମା ଆଦି ସରକାରଙ୍କ ଯୋଜନାକୁ ପଞ୍ଜିକୃତ କରାଇବେ ଓ ତାକୁ ତ୍ବରାନ୍ୱିତ କରାଇବେ ସେନେଇ ତାଲିମ ପ୍ରଦାନ କରାଯାଇଥିଲା । ସରକାରଙ୍କ ବିଭିନ୍ନ ଯୋଜନାଗୁଡିକ ପଞ୍ଜିକୃତ କୃଷକଙ୍କ ପାଇଁ ରହିଥିବା ବିଧିବ୍ୟବସ୍ଥା ଉପରେ ଏହି ତାଲିମ ଶିବିରରେ ଗୁରୁତ୍ୱ ଦିଆଯାଇଥିଲା।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରର ଉନ୍ନୟନ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଲେ ଯୁବ ସମାଜସେବୀ ଦୀପକ ମୁଦୁଲି

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ବ୍ୟାରେକସାହିସ୍ଥିତ ଶ୍ରୀ ସମ୍ପଦ ବିନାୟକ ମନ୍ଦିରର ଉନ୍ନୟନମୂଳକ କାର୍ଯ୍ୟ ପାଇଁ ସହଯୋଗର ହାତ ବଢ଼ାଇଛନ୍ତି ଯୁବ…

ଝାରସୁଗୁଡାରେ ଅଜବ ଘଟଣା: ନାଗସାପକୁ କାମୁଡ଼ି ମାରିଦେଲେ ଯୁବକ, ପୂରା ଘଟଣା ଜାଣିଲେ…

ଝାରସୁଗୁଡା,ଲାଇକେରା, ୧୦।୮(ଆଶିଷ ରଞ୍ଜନ ଦାଶ/ରଞ୍ଜନ କୁମାର ମେହେର):ଗୁଣିଆର ଅନ୍ଧବିଶ୍ୱାସୀ କଥାରେ ପଡ଼ି ଜଣେ ଯୁବକ ନାଗସାପର ଫଣାକୁ ଦାନ୍ତରେ କାମୁଡ଼ି ଛିଣ୍ଡାଇ ମାରିଦେବା ଭଳି ଏକ ଅଜବ…

ସଞ୍ଜୀବ, ଯଶୋବନ୍ତଙ୍କୁ ମିଳିଲା ପଦୋନ୍ନତି

ଭୁବନେଶ୍ୱର,୧୦।୮: ରାଜ୍ୟରେ ନୂଆ ଡିଜିପି ନିଯୁକ୍ତି ଚର୍ଚ୍ଚା ଭିତରେ ସୋମବାର ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ପୋଲିସ ଅଧିକାରୀ ସଞ୍ଜୀବ ପଣ୍ଡା ଏବଂ…

ଗଞ୍ଜାମ ବ୍ଲକ ପ୍ରମୁଖ ଶୈବପୀଠରେ ହଜାର ହଜାର କାଉଡିଆଙ୍କ ଜଳାଭିଷେକ, ଆଉ ଦୁଇଟି ସୋମବାରରେ…

ଗଞ୍ଜାମ,୧୦।୮ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କାଇଁଚ ପୁର ପଞ୍ଚାୟତ ମାଳୀ ଜଗନ୍ନାଥ ପୁର ନିକଟସ୍ଥ ବାବା ବାଲୀ ଲୋକନାଥ, ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼…

ଜିଲାପାଳଙ୍କ ଶୁଣାଣିରେ ବିଷପିଇ ଜୀବନ ହାରିବାକୁ ଉଦ୍ୟମ: କାବୁ କରି…

ରାଜନଗର,୧୦।୮(ଭାସ୍କର ରାଉତ ରାୟ): ବିଷ ପିଇବାକୁ ଉଦ୍ୟମ ବେଳେ କାବୁ କରିନେଲା ପୋଲିସ। ଏଭଳି ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଓ ଢୋଲମରା…

କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲରେ ଥ୍ରୋ ବଲ ପ୍ରତିଯୋଗିତା ଅନୁଷ୍ଠିତ

ଛତ୍ରପୁର, ୧୦।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ) : ଛତ୍ରପୁର ସ୍ଥିତ କାରମେଲ ସିନିୟର ସେକେଣ୍ଡାରୀ ସ୍କୁଲ ପକ୍ଷରୁ ସିଆଇସିଏସଇ ସ୍ପୋଟର୍‌ସ ଏଣ୍ଡ ଗେମ୍ସ ପକ୍ଷରୁ ଦିନିକିଆ ଆଞ୍ଚଳିକ…

ଚାଷଜମିକୁ ଜଳସେଚନର ହେବ ସୁବିଧା : ଖୋଲିଲା ଜୟ ମଙ୍ଗଳ ଓ ଋଷିକୂଳ୍ୟାର ୧୫ ନମ୍ବର କେନାଲ

ଛତ୍ରପୁର,୧୦।୮, (ଦିଲ୍ଲୀପି ସାମଲ/ଦ୍ୱାରିକା ପଟ୍ଟନାୟକ) : ଚଳିତ ଖରିଫ ଚାଷ ଋତୁରେ ଚାଷୀଙ୍କୁ ଆବଶ୍ୟକ ଜଳସେଚନ ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ଜୟ ମଙ୍ଗଳ କେନାଲରେ ଜଳ ଛଡ଼ାଯାଇଛି।…

ଶଶ୍ମାନ, ଠାକୁରାଣୀ ଶାଳରୁ ଜବରଦଖଲ ଉଚ୍ଛେଦ ଦାବି

ପାଟଣା,୧୦ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବୁଢ଼ୀ କାପୁଡ଼ି ଗାଁ ତେନ୍ତେଳା ଗ୍ରାମର ଶ୍ମଶାନ ଓ ଠାକୁରାଣୀ ଶାଳରେ ଉକ୍ତ ଗ୍ରାମର ସୁଦାମ ମହାନ୍ତ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri