Posted inଜାତୀୟ

କୃଷି ଆଇନ ଚାଷୀଙ୍କୁ ଦେଇଛି ଅଧିକାର: ମୋଦି

ନୂଆଦିଲ୍ଲୀ,୨୯।୧୧: କୃଷି ଆଇନ ଚାଷୀଙ୍କ ହାତମୁଠାକୁ ଟାଣ କରିଛି। ଏହାଦ୍ୱାରା ଚାଷୀଙ୍କ ସମସ୍ୟା ଦୂର ହୋଇଛି। ଚାଷୀଙ୍କ ଅଧିକାର ବୃଦ୍ଧି ପାଇଛି। ୭୧ତମ ମନ୍‌ କି ବାତ୍‌ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଏଭି କହିଛନ୍ତି। କରୋନା ସଙ୍କଟରେ ଶିଖ୍‌ ସମ୍ପ୍ରଦାୟ ଲୋକଙ୍କ ସେବା ପାଇଁ ଆଗେଇ ଆସିଥିବାରୁ ମୋଦି ସେମାନଙ୍କୁ ପ୍ରଶାଂସା କରିଛନ୍ତି। ସେହିପରି କାନାଡ଼ାରୁ ୧୦୦ ବର୍ଷ ପୁରାତନ ମାତା ଅନ୍ନପୂର୍ଣ୍ଣାଙ୍କ ମୂର୍ତ୍ତି ଭାରତ ଆସିବା ଘଟଣାରେ ସେ କାନାଡ଼ା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି। ସେହିପରି ସେ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରୁଥିବା ଶିକ୍ଷାର୍ଥୀଙ୍କୁ ଦେଶ ବିକାଶ କାର୍ଯ୍ୟରେ ଆଗେିବ ାଲାଗି ପରାମର୍ଶ ଦେଇଛନ୍ତି। ପ୍ରତିଟି ବିଶ୍ୱବିଦ୍ୟାଳୟ ମିନି ଇଣ୍ଡିଆ ସଦୃଶ। ଦେଶ ବିକାଶ କାର୍ଯ୍ୟର ମୂଳଦୁଆ ଏଠାରୁ ହିଁ ପଡ଼ିଥାଏ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

ଆଜି ଆର୍ଜେଣ୍ଟିନା ପାଇଁ ମେସିଙ୍କ ଶେଷ ମ୍ୟାଚ୍‌

ବୁଏନସ ଆରିଜ,୬ା୧୦: ଫୁଟବଲ ସୁପରଷ୍ଟାର ଲିଓନେଲ ମେସି ମଙ୍ଗଳବାର ଇଷ୍ଟାଡିଓ ମାନୁମେଣ୍ଟାଲଠାରେ ବେନିନ ବିପକ୍ଷରେ ଆର୍ଜେଣ୍ଟିନା ପାଇଁ ତାଙ୍କର ବିଦାୟୀ ମ୍ୟାଚ୍‌ ଖେଳିବେ। ଡିଏଗୋ ମାରାଡୋନାଙ୍କ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?