Posted inଫୁରସତ

ଦେଶର ଜିଡିପିରେ ପ୍ରମୁଖ ସ୍ଥାନ ନେଇଛି କୃଷି

ଭାରତ ଏକ କୃଷିପ୍ରଧାନ ଦେଶ। କୃଷି ଦେଶର ଜିଡିପିରେ ପ୍ରମୁଖ ସ୍ଥାନ ହାସଲ କରିଥାଏ। କୃଷକମାନେ ହେଉଛନ୍ତି ଭାରତ ଭଳି ଦେଶର ଆର୍ଥିକ ମେରୁଦଣ୍ଡ ସଦୃଶ। କୃଷି ଏବଂ କୃଷକଙ୍କ ବିକାଶରେ ଦେଶର ବିକାଶ ସମ୍ଭବ ହୋଇପାରିଥାଏ। ତେଣୁ କୃଷକ ଏବଂ କୃଷକମାନଙ୍କର ଜାତୀୟ ଅବଦାନ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ପ୍ରତିବର୍ଷ ଭାରତର ପଞ୍ଚମ ପ୍ରଧାନମନ୍ତ୍ରୀ ଚୌଧରୀ ଚରଣ ସିଂଙ୍କ ଜନ୍ମ ବାର୍ଷିକୀ ଡିସେମ୍ବର ୨୩କୁ ଦେଶରେ କୃଷକ ଦିବସ ଭାବେ ପାଳନ କରାଯାଇଥାଏ। ଅର୍ଥନୀତିରେ ଭାରତୀୟ କୃଷକଙ୍କ ଭୂମିକାକୁ ମନେରଖିବା ଏହି ଦିବସ ପାଳନର ମୂଳ ଲକ୍ଷ୍ୟ। ଚରଣ ସିଂ ଜୁଲାଇ ୧୯୭୯ରୁ ଜାନୁୟାରୀ ୧୯୮୦ ମଧ୍ୟରେ ପ୍ରଧାନମନ୍ତ୍ରୀ ଭାବେ ଅବସ୍ଥାପିତ ଥିଲେ। ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳ ଅଳ୍ପ ସମୟ ଥିଲା। କିନ୍ତୁ ସେ ଦେଶର କୃଷକଙ୍କ କଲ୍ୟାଣ ପାଇଁ ବିଭିନ୍ନ କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଥିଲେ। ଦେଶରେ କୃଷକଙ୍କ ସମସ୍ୟା ବିଷୟରେ ସଚେତନତା ପାଇଁ ଚରଣ ସିଂ ୧୯୭୮ ଡିସେମ୍ବର ୨୩ରେ କିଷାନ ଟ୍ରଷ୍ଟ ପ୍ରତିଷ୍ଠା କରିଥିଲେ।
ଚାଷୀଙ୍କୁ ଶୋଷଣରୁ ମୁକ୍ତ କରିବା ପାଇଁ ଚରଣ ସିଂ ମଧ୍ୟ ସର୍ବଦା ଉଦ୍ୟମ ଜାରି ରଖିଥିଲେ। ୨୦୦୧ରେ ଭାରତ ସରକାର ଚରଣ ସିଂଙ୍କ ଜନ୍ମ ବାର୍ଷିକୀକୁ କିଷାନ ଦିବସ ଭାବରେ ପାଳନ କରିବାକୁ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?