Odisha Elections 2024

୧୧ ବର୍ଷ ପରେ ବ୍ରେକ୍‌ଅପ୍‌, ପ୍ରେମିକା ତାନ୍ୟାଙ୍କଠାରୁ ଅଲଗା ହେଲେ ସୁନୀଲ ସେଟ୍ଟୀଙ୍କ ପୁଅ!

ବମ୍ବେ: ୧୧ ବର୍ଷର ପ୍ରେମ ସମ୍ପର୍କରେ ପଡ଼ିଲା ଭଟ୍ଟା। ପ୍ରେମିକା ତାନ୍ୟା ଶ୍ରଫଙ୍କଠାରୁ ଅଲଗା ହୋଇଛନ୍ତି ବଲିଉଡ୍‌ ଅଭିନେତା ସୁନୀଲ ସେଟ୍ଟୀଙ୍କ ପୁଅ ଅହାନ। ଏହାକୁ ୨ମାସରୁ ଅଧିକ ସମୟ ହୋଇସାରିଛି। ଏପରିକି ଦୁହେଁ ଏବେ ଜୀବନରେ ଆଗକୁ ବଢ଼ିବାକୁ ଚେଷ୍ଟା କରୁଛନ୍ତି।

ବ୍ୟବସାୟୀ ଜୈଦବ ଏବଂ ରୋମିଲା ଶ୍ରଫଙ୍କ ଝିଅ ହେଉଛନ୍ତି ତାନ୍ୟା। ସେ ପେଶାରେ ଜଣେ ମଡେଲ ଏବଂ ଫ୍ୟାଶନ ଡିଜାଇନର। ଅହାନ ଏବଂ ତାନ୍ୟା ସ୍କୁଲଦିନରୁ ପରସ୍ପରକୁ ଡେଟ୍‌ କରୁଥିଲେ। ସୋସିଆଲ ମିଡିଆରେ ସେ ପ୍ରାୟତଃ ପରସ୍ପର ସହ ଫଟୋ ଏବଂ ଭିଡିଓ ଶେୟାର କରୁଥିଲେ। ହେଲେ ହଠାତ କେଉଁ କାରଣରୁ ସେମାନେ ଏତେ ବଡ଼ ନିଷ୍ପତ୍ତି ନେଇଛନ୍ତି ତାହା ଜଣାପଡ଼ିନାହିଁ। ଉଭୟ ଇନଷ୍ଟାଗ୍ରାମରେ ପରସ୍ପରକୁ ଫଲୋ କରୁଥିଲେ ହେଁ ଉଭୟଙ୍କ କୌଣସି ଫଟୋ ପୋଷ୍ଟ କରୁନାହାନ୍ତି।

ଅହାନ ସୁନୀଲଙ୍କ ପୁଅ ତଥା ଆଥିୟାଙ୍କ ସାନ ଭାଇ। ଫିଲ୍ମ ‘ତଡ଼ପ’ ଜରିଆରେ ବଲିଉଡ୍‌ରେ ଡେବ୍ୟୁ କରିଥିଲେ ସେ। ଏହାର ପ୍ରିମିୟରରେ ସୁନୀଲଙ୍କ ସହ ପରିବାର ସହ ତାନ୍ୟା ନଜର ଆସିଥିଲେ। ଏଣୁ ଦୁହେଁ ବିବାହ କରିବେ ବୋଲି କୁହାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୋଟ ଦେଉ ନ ଥିବା ଲୋକଙ୍କ ଟିକସ ବଢ଼ାଯାଉ: ପରେଶ ରାଓ୍ବଲ

ମୁମ୍ବାଇ: ମହାରାଷ୍ଟ୍ରର ୧୩ ଲୋକ ସଭା ଆସନରେ ସୋମବାର ମତଦାନ ଅନୁଷ୍ଠିତ ହୋଇଯାଇଛି। ଗଣତନ୍ତ୍ରର ଏହି ମହାପର୍ବ ଅବସରରେ ମୁମ୍ବାଇରେ ଅନେକ ବଲିଉଡ୍‌ ସେଲିବ୍ରିଟି ନିଜ...

ଯେଉଁ ମନ୍ଦିରକୁ ଯାଉଛନ୍ତି କଙ୍ଗନା, ସେହି ମନ୍ଦିରକୁ ସଫା କରିବା ଜରୁରୀ, ବିକ୍ରମାଦିତ୍ୟ ସିଂଙ୍କ ବିବାଦୀୟ ବୟାନ

ମଣ୍ଡି,୨୦।୫: ହିମାଚଳ ପ୍ରଦେଶର ମଣ୍ଡି ସଂସଦୀୟ ଆସନରୁ କଂଗ୍ରେସ ପ୍ରାର୍ଥୀ ବିକ୍ରମାଦିତ୍ୟ ସିଂ ଭାଜପା ପ୍ରାର୍ଥୀ କଙ୍ଗନା ରାଣାଓ୍ବତଙ୍କୁ ଟାର୍ଗେଟ କରିଛନ୍ତି। ଦେବ ସମାଜ ବିଷୟରେ...

ମା’ ହେଲେ ୟାମୀ ଗୌତମ

ବଲିଉଡ୍‌ ଅଭିନେତ୍ରୀ ୟାମୀ ଗୌତମ ମା’ ହେବାର ସୌଭାଗ୍ୟ ଲାଭ କରିଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ୟାମି ଏବଂ ତାଙ୍କ ସ୍ବାମୀ...

ମତଦାନ ସାବ୍ୟସ୍ତ କଲେ ଅକ୍ଷୟ କୁମାର, କହିଲେ…

ମୁମ୍ବାଇ,୨୦ା୫: ସୋମବାର ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୪୯ଟି ଆସନରେ ୨୦୨୪ ଲୋକ ସଭା ନିର୍ବାଚନର ପଞ୍ଚମ ପର୍ଯ୍ୟାୟରେ ମତଦାନ ଆରମ୍ଭ ହୋଇଛି। ପଞ୍ଚମ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର...

ବାହା ହେବେ ସାରା!

ମୁମ୍ବାଇ: ବଲିଉଡର ଯୁବ ତାରକାମାନଙ୍କ ମଧ୍ୟରେ ଅଛନ୍ତି ଶୈଫ ଅଲି ଖାନ ଏବଂ ତାଙ୍କ ପୂର୍ବତନ ପତ୍ନୀ ଅମୃତା ସିଂଙ୍କ ଝିଅ ସାରା ଅଲି ଖାନ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

୨୬ ଦିନ ପରେ ଫେରିଲେ ନିଖୋଜ ତାରକ ମେହେତା ଅଭିନେତା, ଚିହ୍ନିବା ହେଉଛି ମୁସ୍କିଲ

ବମ୍ବେ: ନିଖୋଜ ହେବାର ୨୬ ଦିନ ପରେ ଘରକୁ ଫେରିଲେ ‘ତାରକ ମେହେଟ୍ଟା କା ଉଲଟା ଚଷମା’ ଷ୍ଟାର ଗୁରୁଚରଣ ସିଂ। ଏପ୍ରିଲ ୨୨ରେ ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri