ପୁଣି ଥରେ ଆଈ ହେଲେ ହେମା

ବମ୍ବେ: ପୁଣି ଥରେ ଆଈ ହୋଇଛନ୍ତି ଅଭିନେତ୍ରୀ ହେମା ମାଳିନୀ। ହେମାଙ୍କ ସାନ ଝିଅ ଆହାନା ଦେଓଲ ବୋହରା ମା’ ହୋଇଛନ୍ତି। ନଭେମ୍ବର ୨୬ରେ ସେ ଜାଆଁଳା ଝିଅଙ୍କୁ ଜନ୍ମ ଦେଇଛନ୍ତି। ସେମାନଙ୍କ ନାମ ଏଷ୍ଟ୍ରା ଏବଂ ଏଡିୟା ରଖାଯାଇଛି। ଆହାନା ନିଜର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ପ୍ରଶଂସକଙ୍କ ସହ ଏହି ଖୁସିଖବର ବାଣ୍ଟିଛନ୍ତି।

ଆହାନା ଅଭିନେତ୍ରୀ ଇଶା ଦେଓଲଙ୍କ ସାନ ଭଉଣୀ। ସେ ୨୦୧୪ରେ ବ୍ୟବସାୟୀ ବୈଭବ ବୋହରାଙ୍କୁ ବିବାହ କରିଥିଲେ। ଏହାର ଗୋଟିଏ ବର୍ଷ ପରେ ଅର୍ଥାତ ୨୦୧୫ରେ ଉଭୟଙ୍କ ପୁଅ ଦରିୟାନ ଜନ୍ମ ହୋଇଥିଲା। ଏବେ ଘରକୁ ଲକ୍ଷ୍ମୀ ଆସିଥିବାକୁ ନେଇ ସମସ୍ତ ପରିବାର ଖୁସିବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

କ୍ରିତି ସାନନଙ୍କ ସମର୍ଥନରେ ବାହାରିଲେ ରାହୁଲ ଗାନ୍ଧୀ, ମୁହଁତୋଡ଼ ଜବାବ ଦେଇ କହିଲେ…

ନୂଆଦିଲ୍ଲୀ,୨୬।୮: ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଅଭିନେତ୍ରୀ କ୍ରିତି ସାନନଙ୍କ ସମର୍ଥନରେ ଆଗକୁ ଆସିଛନ୍ତି। ଇନଷ୍ଟାଗ୍ରାମରେ କ୍ରିତି ସାନନଙ୍କ ଷ୍ଟୋରିକୁ ରିପୋଷ୍ଟ କରି…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri