Posted inଜାତୀୟ

ତଥ୍ୟ ସଂଗ୍ରହ ପାଇ ଗୁପ୍ତଚର ଜାହାଜ ପଠାଇଛି ଚାଇନା

ନୂଆଦିଲ୍ଲୀ,୪ା୧୧: ଓଡ଼ିଶା ଉପକୂଳ ଅବ୍‌ଦୁଲ କଲାମ ଦ୍ୱୀପ (ହ୍ବିଲର ଦ୍ୱୀପ)ରୁ ଆସନ୍ତା ୧୦-୧୧ ତାରିଖରେ ଏକ କ୍ଷେପଣାସ୍ତ୍ର ପରୀକ୍ଷଣ କରାଯାଇପାରେ। ଯାହାର ରେଞ୍ଜ ୨,୨୦୦ କି.ମି. ରହିଛି। ଏହି ମିଶାଇଲ ପରୀକ୍ଷଣ ସମ୍ପର୍କରେ ଗୋଇନ୍ଦା ତଥ୍ୟ ସଂଗ୍ରହ କରିବାକୁ ଚାଇନା ଏକ ଗୁପ୍ତଚର ଜାହାଜ ପଠାଇଛି। ଗୁପ୍ତଚର ଜାହାଜ ୟୁଆନ୍‌ ଓ୍ବାଙ୍ଗ୍‌ ୬ଷ୍ଠ ଭାରତ ମହାସାଗରରେ ଯାତ୍ରା ଆରମ୍ଭ କରି ଇଣ୍ଡୋନେସିଆର ବାଲିରେ ପହଞ୍ଚି ଥିବା ନେଇ ଏକ ଜାତୀୟ ଗଣମାଧ୍ୟମରେ ଏକ ରିପୋର୍ଟ ପ୍ରକାଶ ପାଇଛି।

ଅନ୍ୟପକ୍ଷେ ସୁରକ୍ଷା ଦୃଷ୍ଟିରୁ ଭାରତର କଡ଼ା ବିରୋଧ ସତ୍ତ୍ୱେ ଚାଇନା ହାଇଟେକ୍‌ ରିସର୍ଚ୍ଚ ଶିପ୍‌ ୟୁଆନ୍‌ ଓ୍ବାଙ୍ଗ୍‌ ୫କୁ ଶ୍ରୀଲଙ୍କାକୁ ପଠାଇଥିଲା। ଏହି ଗୁପ୍ତଚର ଜାହାଜ ଗତ ଅଗଷ୍ଟ ୧୬ରେ ଶ୍ରୀଲଙ୍କାର ହାମ୍ବନ୍‌ଟୋଟା ବନ୍ଦରରେ ପହଞ୍ଚିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

ରଜରେ ରକ୍ତପାତ: ଜନ୍ମକଲା ମା’କୁ ବୀଭତ୍ସ ଭାବେ ହତ୍ୟା କଲା ପୁଅ

ବନ୍ତ, ୧୪।୬ (କିଶୋର କୁମାର ସେଠୀ): ଭଦ୍ରକ ଜିଲାର ବନ୍ତ ଥାନା ଅଞ୍ଚଳରେ ରଜ ପର୍ବ ଅବସରରେ ଘଟିଛି ଏକ ହୃଦୟବିଦାରକ ଘଟଣା। ପାରିବାରିକ କଳହକୁ କେନ୍ଦ୍ର…

ଇରାନରେ ଆରାଘଚିଙ୍କ ବିରୋଧରେ ବିଶାଳ ପ୍ରତିବାଦ; ନିଜ ବିଦେଶ ମନ୍ତ୍ରୀଙ୍କ ବିରୋଧରେ ବିଦ୍ରୋହ କଲେଣି ଲୋକେ

ତେହରାନ,୧୪।୬: ଆମେରିକା ଏବଂ ଇରାନ ମଧ୍ୟରେ ଏକ ଶାନ୍ତି ଚୁକ୍ତିନାମା ଖୁବ ଶୀଘ୍ର ହେବା ପରି ମନେ ହେଉଛି; ତଥାପି, ଇରାନ ଭିତରେ ବୈଦେଶିକ ମନ୍ତ୍ରୀ ସୟଦ…

ଆକ୍ସନମୋଡାରେ ଆନନ୍ଦପୁର ଉପଖଣ୍ଡ ପୋଲିସ: ଚଢ଼ାଉ କରି ୬୯ ଲିଟର ନାମୀଦାମୀ ବିଦେଶୀ ବ୍ରାଣ୍ଡ ଜବତ

 ହାଟଡିହୀ/ଆନନ୍ଦପୁର, ୧୪/୦୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): ବେଆଇନ ଭାବେ ବିଦେଶୀ ମଦ ଗଚ୍ଛିତ ରଖି ବିକ୍ରି କରାଯାଉଥିବା ସମୟରେ କେନ୍ଦୁଝର ଜିଲାର  ଆନନ୍ଦପୁର ଉପଖଣ୍ଡ ପୋଲିସ…

ଧୂଷୁରୀ ବଜାରର ଦୁର୍ଦ୍ଦଶା ଥମୁନି, ଯାତାୟାତ ପାଇଁ ସଙ୍କୁଚିତ ହୋଇପଡୁଛି ରାସ୍ତା

ତିହିଡ଼ି,୧୪ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲା ଧୂଷୁରୀ କେବଳ ଏକ ସ୍ଥାନର ନାମ ନୁହେଁ, ଏହା ଏକ ଗର୍ବ ଓ ଗୌରବର ମାଟି। ସ୍ବାଧୀନତା ସଂଗ୍ରାମୀଙ୍କ ତ୍ୟାଗ, ବହୁ…

ବକ୍ସ କଣ୍ଡୁଇଟ୍‌ ଅଧୁରା, କେନାଲକୁ ବାଲିବସ୍ତା ଭରସା: ତଳିମୁଣ୍ଡ ଚାଷୀମାନଙ୍କ ବଢ଼ିଲା ଚିନ୍ତା

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ସରକାର ବଦଳିବା ପରେ ବିକଶିତ ବରଗଡ଼ ଲକ୍ଷ୍ୟ ନେଇ ଡ୍ରେନ ନିର୍ମାଣଠାରୁ ଆରମ୍ଭ କରି ରାସ୍ତା ପ୍ରଶସ୍ତୀକରଣ, ଆଲୋକୀକରଣ, ଧନୁଯାତ୍ରାର ସ୍ଥାୟୀ ମଞ୍ଚ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri